Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସରକାରୀ କାର୍ଯ୍ୟ ପାଇଁ ଏଥର ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ….

ଭୁବନେଶ୍ୱର: ସରକାରୀ କାର୍ଯ୍ୟ ପାଇଁ ଏଣିକି ମନ୍ତ୍ରୀମାନେ ବିମାନରେ ଯାତ୍ରା କରିପାରିବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀ ବିମାନରେ ଯାତ୍ରା କରିପାରିବେ ।…

ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର

ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ବର୍ଦ୍ଧିତ ପିଆଜ ଦରକୁ ନେଇ ପ୍ରତିକ୍ରିୟା ଦେଲେ ମନ୍ତ୍ରୀ, କହିଲେ..

ଭୁବନେଶ୍ୱର: ବର୍ତ୍ତମାନ ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ ଚାଲିଛି । ଏହି ସମୟରେ ଅନେକ ଲୋକ ବିନା ପିଆଜ ରସୁଣ ଅର୍ଥାତ୍ ସୁଦ୍ଧ ଶାକାହାରୀ ଖାଇବା ଖାଉଛନ୍ତି । ହେଲେ ଆଶ୍ଚର୍ଯ୍ୟର କଥା ଯେ, ପଞ୍ଚୁକ ସମୟରେ ମଧ୍ୟ ପିଆଜ ଦର ଆକାଶ ଛୁଆଁ ହୋଇଛି । ବର୍ତ୍ତମାନ ବଜାରରେ ପିଆଜ କିଲୋ ପିଛା…

ସୁଭଦ୍ରା ଟଙ୍କା ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ । ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ…

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ; କିଛି ଜିଲ୍ଲାରେ ହାଲୁକା ବର୍ଷା, ୧୬ ପରେ ବଢ଼ିପାରେ ଶୀତ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ…

ଦକ୍ଷତା ବିକାଶ ପାଇଁ ‘ସୁରଭି’ ଏକ ପ୍ଲାଟଫର୍ମ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ମଙ୍ଗଳବାର ଉଦଘାଟିତ ହୋଇଯାଇଛି। ଭୁବନେଶ୍ଵର ୟୁନିଟ-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ପରିସରରେ ଏହି ସମାରୋହ ଉଦ୍‌ଘାଟିତ ହୋଇଛି। ଶିଶୁ ଦିବସ ପରିପ୍ରେକ୍ଷୀରେ ଆୟୋଜିତ ଏହି ସମାରୋହ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି…

ସରକାରୀ କର୍ମଚାରୀଙ୍କ ବଦଳି ଓ ପୋଷ୍ଟିଂ ପ୍ରସଙ୍ଗରେ ବିଜେଡିର ପ୍ରଶ୍ନ : ଟ୍ରାନ୍ସଫର ପାଇଁ ବାହ୍ୟ ଚାପଟି କ’ଣ ?

ଭୁବନେଶ୍ୱର : ସରକାରୀ କର୍ମଚାରୀ ମାନେ ବଦଳି-ନିଯୁକ୍ତି ପ୍ରସଙ୍ଗ ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଗତକାଲି ଜାରି କରାଯାଇଥିବା ଚିଠିରେ ସରକାରୀ କର୍ମଚାରୀ ମାନେ ବଦଳି-ନିଯୁକ୍ତି ପାଇଁ ଚାପ ନପକାଇବା ପାଇଁ ଦିଆଯାଇଥିବା ଚେତାବନୀକୁ ବିଜେଡି ପକ୍ଷରୁ ସରକାର ଓ…

ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ: ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ:  ପୁଣିଥରେ ମନୋଜ ମିଶ୍ରଙ୍କ ପାଇଁ  ବଢିଛି ଅଡୁଆ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ପୁଣି ଓଲିଉଡ ଜଗତରେ ଦେଖା ଦେଇଛି କଳି । ଓଡ଼ିଆ ଫିଲ୍ମ ଆଣ୍ଡ ଡାଇରେକ୍ଟର ଆସୋସିଏସନ୍ ମନୋଜ ମିଶ୍ରଙ୍କ ନାଁରେ ଅଭିଯୋଗ ଆଣିଛି। ଓଡ଼ିଆ ଫିଲ୍ମ…

ନୂଆ କୁଳପତି ଚୟନ ପ୍ରକ୍ରିୟାରେ ବିଳମ୍ବ: ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ଵର: ରାଜ୍ୟରେ ବିଳମ୍ବ ହେଉଛି କୁଳପତି ଚୟନ ପ୍ରକ୍ରିୟା। ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ୩ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ଉଚ୍ଚଶିକ୍ଷା ବିଭାଗର ସଚିବଙ୍କୁ ଚିଠି ଲେଖାଯାଇଛି। କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ନିର୍ଦ୍ଦେଶରେ…

ଓୟୁଏଟିରେ ବ୍ୟାପୁଛି ଜଣ୍ଡିସ୍, କର୍ତ୍ତୃପକ୍ଷଙ୍କୁ କଡା ତାଗିଦ କଲେ ଏଡିୟୁପିଏଚଓ ଡାକ୍ତର ନୀଳମଣି ସେନାପତି

ଭୁବନେଶ୍ଵର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ। ଏକାଧିକ ଛାତ୍ରଛାତ୍ରୀ ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। କିଛି ଛାତ୍ରଛାତ୍ରୀ ଔଷଧ ଖାଇ ଭଲ ହୋଇଥିବା ବେଳେ ଆଉ କିଛି ଘରେ ରହି ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଓୟୁଏଟିର କର୍ମଚାରୀ ପିଇବା ପାଣି ଓ ଖାଦ୍ୟ ଦୋଷ…