Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦଳ ଭାଙ୍ଗିବ ନା ସରକାର ଗଢିବ?

ଭୁବନେଶ୍ବର: ଅତନୁଙ୍କ ମିଶାଣ ବଢିଲା ବିଜେପିର ଟେନସନ୍ ! ବିଜେପି ସରକାର ଭାଙ୍ଗିବାକୁ ଗେମପ୍ଲାନ୍ ! କଂଗ୍ରେସ ସହ ହାତ ମିଳାଇବ କି ବିଜେଡି? କାହିଁକି ବାରମ୍ବାର ସରକାରକୁ ଫେରିବାକୁ ହିସାବ ଦେଖାଉଛନ୍ତି ବିଜେଡି ନେତା? ପ୍ରଥମେ ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଆଉ ଏବେ ଅତନୁ ସବ୍ୟସାଚୀ…

‘ରାଜ୍ୟରେ ଏବେ ମହିଳାମାନଙ୍କୁ ମିଳିବ ତୁରନ୍ତ ନ୍ୟାୟ’

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଏବଂ ନାରୀଙ୍କ ପ୍ରତି ଅନ୍ୟାୟ ଉପରେ ରୋକ ଲଗାଇବା ସହ ସଠିକ୍ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ନେଇ ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ…

ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍‌

ଭୁବନେଶ୍ୱର: ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍‌। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି। ନର୍ସିଂଙ୍କ ଡ୍ରେସ୍‌ କୋଡ୍‌ରେ ରହିବ ସମ୍ବଲପୁରୀ ଛିଟ। ନର୍ସିଂ ଅଫିସରଙ୍କ ୟୁନିଫର୍ମ କଲାରରେ ରହିବ ସମ୍ବଲପୁରୀ ଝଲକ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ…

ନିଶା ଛଡ଼ାଇବାକୁ ଯୁବକଙ୍କୁ ପିଟିପିଟି ହତ୍ୟା !

ଭୁବନେଶ୍ବର: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ନିଶା ନିବାରଣ କେନ୍ଦ୍ର ନାଁରେ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ। ମୃତ ଯୁବକ ୟୁନିଟ୍-୬ ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଏହି ଯୁବକ ଜଣକ ଗତକାଲି କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ।…

ଭୁବନେଶ୍ବର ଡେଲଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର: ରବିବାର ରାତି ପ୍ରାୟ ସାଢେ ୧୦ଟାରେ ଭୁବନେଶ୍ବରରେ ଘଟିଛି ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଛି। ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲାଉଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା ଦେଇଥିଲେ। ଫଳରେ ଘଟଣାସ୍ଥଳରେ…

ମୋହନ ସରକାର ଆଣୁଛନ୍ତି ପ୍ରଦୂଷଣ ନିରୋଧ ନିୟମ, ପାଉଁଶ ଡମ୍ପିଂ ପାଇଁ କଡା କଟକଣା

ଭୁବନେଶ୍ଵର: ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି।  ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉତ୍ତରାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟରେ ଏକ  ବୈଠକ ଅନୁଷ୍ଠିତ ହୋଇଛି। ମାସେ ମଧ୍ୟରେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ନେଇ ବୈଠକରେ ଆଲୋଚନା…

ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ୍

‌ଭୁବନେଶ୍ବର :  ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ହାଇଓ୍ବେ ଉପରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ୍ । ଫଳରେ ଖଣ୍ଡଗିରି ଅଞ୍ଚଳ ଗ୍ୟାସରେ ଗନ୍ଧମୟ ହୋଇପଡିଛି। ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଉଭୟ ପଟରୁ ଗାଡି ଚଳାଚଳ ବନ୍ଦ ରହିଛି। ଖବର ପାଇବା ପରେ ଘଟଣା ସ୍ଥଳରେ…

କଟକ ଗଣଦୁଷ୍କର୍ମ ପ୍ରସଙ୍ଗ: ପୋଲିସ ଡିଜିଙ୍କୁ ଭେଟିଲେ ବିଧାୟିକା ସୋଫିଆ ଫିରଦୋସ୍

କଟକ : କଟକ ଗଣଦୁଷ୍କର୍ମ ମାମଲାରେ ପୋଲିସ ଡିଜିଙ୍କୁ ଭେଟିଛନ୍ତି କଟକ ବାରବାଟୀ ବିଧାୟିକା ସୋଫିଆ ଫିରଦୋସ୍ । ଏନେଇ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ପ୍ରତିକ୍ରିୟାରେ ସୋଫିଆ କହିଛନ୍ତି, ଦଶହରା ସମୟରୁ କଟକରେ ଏହି ଗଣଦୁଷ୍କର୍ମ ହୋଇଥିଲା। ପୀଡ଼ିତାଙ୍କ ପରିବାର ଲୋକ ଅଭିଯୋଗ ନେଇ…

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଭୁବନେଶ୍ଵର: ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ…

ଖୁବ୍‌ଶୀଘ୍ର ପୂରଣ ହବ ରାଜ୍ୟରେ ଖାଲିଥିବା ହୋମ୍‌ ଗାର୍ଡ ପଦବୀ

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହା ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।…