Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆମ୍ବ ଟାକୁଆ ଜାଉ ମୃତ୍ୟୁ ବିବାଦ ଭିତରେ ଆଇଏଏସ୍‌ ସ୍ତରରେ ଅଦଳବଦଳ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ହଟିଲେ…

ଭୁବନେଶ୍ଵର: ଆଇଏଏସ୍‌ ସ୍ତରରେ ହୋଇଛି ବଡ ଅଦଳବଦଳ। ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । କନ୍ଧମାଳରେ ବିଷାକ୍ତ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା ବିବାଦ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାରି ଭିତରେ ବଦଳିଛନ୍ତି ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ ବୀର ବିକ୍ରମ…

୩୪୯ ରିଚାର୍ଜ କରୁ କରୁ ଆକାଉଣ୍ଟରୁ ସଫା ହୋଇଗଲା ୪ ଲକ୍ଷ..

ଭୁବନେଶ୍ବର: କାଳ ହେଲା ମୋବାଇଲ ରିଚାର୍ଜ । ୩୪୯ ଫେରି ପାଇବାକୁ ଯାଇ ସାଇବର ଠକର ଶିକାର ହେଲେ ଯୁବତୀ । ଆଖି ପିଛୁଳାକେ ଆକାଉଣ୍ଟରୁ ଉଡିଗଲା ୪ ଲକ୍ଷ ଟଙ୍କା । ତେବେ ଏବେ ସାଇବର ଲୁଟେରା ଲୁଟିବା ପାଇଁ ନୂଆ ନୂଆ ପନ୍ଥା ଆପଣାଉଥିବା ବେଳେ ସବୁ ସାଇଟ ଉପରେ ଥୋପ ପକାଇ ବସିଛନ୍ତି ଲୁଟେରା ।…

କପଡା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର: ବଡଗଡ଼ ସ୍ଥିତ କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ମାର୍କେଟ ବିଲ୍ଡିଂରେ ମାଲିକଙ୍କ ଦୋକାନ ଥିବା ବେଳେ ବଡଗଡ଼ ଅଞ୍ଚଳରେ ଗୋଦାମ ଥିଲା। ଏହି ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ…

କଟକ ଛାତ୍ରୀ ଗଣଦୁଷ୍କର୍ମ ମାମଲା; ସାମ୍ନାକୁ ଆସିଲା ମୁଖ୍ୟ ଅଭିଯୁକ୍ତର ଫଟୋ

କଟକ: କଟକ ଛାତ୍ରୀ ଗଣଦୁଷ୍କର୍ମ ଘଟଣା ଯାହା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହାରି ଭିତରେ ସାମ୍ନାକୁ ଆସିଲା ମୁଖ୍ୟ ଅଭିଯୁକ୍ତ ଆଶୁତୋଷ ବେହେରାର ଫଟୋ । ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ସୂଚନାଯୋଗ୍ୟ,…

ଏହି ସବୁ ପାଠ୍ୟକ୍ରମର ବଳକା ସିଟରେ ହେବ ସ୍ପଟ୍‌ ଆଡମିଶନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ୟୁଜି, ପିଜି, ବି.ଏଡ୍‌/ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ ରେ ହେବ ସ୍ପଟ୍‌ ଆଡମିଶନ । ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ ରେ ହେବ ସ୍ପଟ୍‌ ଆଡମିଶନ । ଆସନ୍ତା ୧୧ରୁ ୧୫ ତାରିଖ ମଧ୍ୟରେ ନାମଲେଖା ପାଇଁ ଆବେଦନ କରାଯିବ । ୧୯ ତାରିଖରେ…

୩୩୫୩ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ, ୪୬୩୭ ଜଣଙ୍କୁ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୩୩୫୩.୧୫କୋଟି ଟଙ୍କାର ୧୫ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୪୬୩୭ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆକଳନ କରାଯାଇଛି। ମୁଖ୍ୟ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୨ତମ…

୨୦୨୯-୩୦ ସୁଦ୍ଧା ରାଜ୍ୟର ବିଦ୍ୟୁତ ଚାହିଦା ଦେଖି ରୋଡମ୍ୟାପ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା ହୋଇଥିଲା। ଆଲୋଚନା…

ତହସିଲ ଓ ସବରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ଆଗନ୍ତୁକ ଦେବେ ମତାମତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଉଲ୍ଲେଖ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଆଉ ୪ ଟି ହସ୍ତଶିଳ୍ପକୁ ମିଳିଲା ସରକାରୀ ଅନୁମୋଦନ

ଭୁବନେଶ୍ଵର : ଅନୁମୋଦିତ ହୋଇଥିବା ହସ୍ତଶିଳ୍ପ ତାଲିକାରେ ଯୋଡି ହୋଇଛି ଆଉ ୪ ହସ୍ତଶିଳ୍ପ।  ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ସରକାରୀ ଅନୁମୋଦନ ମିଳିଛି । ତାଲିକାରେ ୫୧ ନମ୍ବର ରୁ ୫୫ ନମ୍ବରରେ ଥିବା ହସ୍ତଶିଳ୍ପକୁ ଅନୁମୋଦନ ମିଳିଛି। ତାଲିକାରେ ଯୋଡି…

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅକଲ୍ୟାଣ୍ଡରେ ଅବସ୍ଥାପିତ ହେବାକୁ ଥିବା କନସୁଲେଟ ଜେନେରାଲ

ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନ୍ୟୁଜିଲ୍ୟାଣ୍ଡ ସ୍ଥିତ ଅକଲ୍ୟାଣ୍ଡରେ କନସୁଲେଟ ଜେନେରାଲ ରୂପେ ଅବସ୍ଥାପିତ ହେବାକୁ ଥିବା ମଦନ ମୋହନ ସେଠୀ ସାକ୍ଷାତ କରିଛନ୍ତି। ସାକ୍ଷାତକାର ସମୟରେ…