Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କାକଟପୁରର ମା’ ମଙ୍ଗଳା ଓ ମୟୂରଭଞ୍ଜର କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି

ଭୁବନେଶ୍ବର: ପୁରୀ ଜିଲ୍ଲା କାକଟପୁର ସ୍ଥିତ ମା’ ମଙ୍ଗଳା ମନ୍ଦିର ଏବଂ ମୟୂରଭଞ୍ଜ ଜିଲ୍ଲା ଖିଚିଂରେ ଥିବା ମା’ କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ‘ତୀର୍ଥଯାତ୍ରା କାୟାକଳ୍ପ ଏବଂ ଆଧ୍ୟାତ୍ମିକ ସମ୍ବର୍ଦ୍ଧନ ଅଭିଯାନ’ (ପ୍ରସାଦ)…

ସରିଲା ଶୀତକାଳୀନ ହାତୀ ଗଣନା, ସନ୍ଧ୍ୟାରେ ଆସିବ ରିପୋର୍ଟ

ଭୁବନେଶ୍ବର: ରାଜ୍ୟରେ କେତେ ହାତୀ ଅଛନ୍ତି ଏହାକୁ ନେଇ ଶୀତକାଳୀନ ହାତୀ ଗଣନା ଶେଷ ହୋଇଛି । ରାଜ୍ୟର ୪୮ଟି ବନଖଣ୍ଡରେ ହାତୀ ଗଣନା ଚାଲିଥିଲା । ଚଳିତ ବର୍ଷ ପ୍ରଥମଥର ପାଇଁ ଡ୍ରୋନ ସାହାଯ୍ୟରେ ହାତୀ ଗଣନା କରାଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ।…

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ବିତୀୟ ଦିନ; କିଭଳି ଚାଲିବ ଗୃହ ତା’ଉପରେ ନଜର

ଭୁବନେଶ୍ବର: ଆଜି ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ । ସ୍ବାଭାବିକ ହେବ ନା ସରଗରମ ରହିବ ଗୃହ ତା ଉପରେ ରହିଛି ସମସ୍ତଙ୍କ ନଜର । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି ।…

ଆସୁଛି ବାତ୍ୟା ‘ପେଙ୍ଗାଲ’; ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ ଗଭୀର ଅବପାତ

ଭୁବନେଶ୍ବର: ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ।…

ରାଜ୍ୟରେ ଶୀତର ଲହରି; ୩ ଦିନ ପରେ ବଢିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତର ଲହରି ଜାରି ରହିଛି । ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଥିବାବେଳେ, କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି । ଜି. ଉଦୟଗିରିରେ ୭.୬ ଡିଗ୍ରୀ ରେକର୍ଡ଼…

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟରେ ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ତିନି ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ତେବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ…

ଡିଜିପି ସମ୍ମିଳନୀ: ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି

ଭୁବନେଶ୍ବର: ଚଳିତ ନଭେମ୍ବର ୨୯ରୁ ଡିସେମ୍ବର ୧ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଲୋକସେବା ଭବନର କନଭେନସନ୍ ହଲରେ ଅନୁଷ୍ଠିତ ହେବ ପୋଲିସ ଡିଜି ସମ୍ମିଳନୀ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲିଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି…

ଜାନୁଆରୀ ୫ରୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା, ଓଡ଼ିଶା ସଂସ୍କୃତିର ଝଲକ ଦେଖିବେ ପ୍ରବାସୀ ଭାରତୀୟ

ବୁବନେଶ୍ଵର: ଆସନ୍ତା ଜାନୁଆରୀ ୫ ତାରିଖରୁ ୧୨ଦିନ ଧରି ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ଆଦିବାସୀ ମେଳା । ସେହିପରି ରାଜ୍ୟରେ ପ୍ରଥମ ଥର ପାଇଁ ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି ‘ପ୍ରବାସୀ ଭାରତୀୟ ସମ୍ମିଳନୀ’।  ଏହି ସମୟରେ ରାଜ୍ୟ ସରକାର ଆଦିବାସୀ ମେଳା…

୨୯ରେ ଭୁବନେଶ୍ଵରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପୁଣି ଥରେ ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୨୯ ତାରିଖରେ ଦେଖିବାକୁ ମିଳିବ ଏହି ରୋଡ୍‌ ସୋ’। ଏହା ଭୁବନେଶ୍ବର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ଆୟୋଜନ କରାଯିବା ନେଇ ବିଜେପି…

ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଘଟଣା: ସୁସ୍ଥ ହେଇ ଘରକୁ ଫେରିଲେ ଟୁନି ମାଝୀ

କଟକ:  କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ଅସୁସ୍ଥ ଘଟଣାରେ ଚିକିତ୍ସିତ ହେଉଥିବା ଟୁନି ମାଝୀ ସୁସ୍ଥ ହୋଇଛନ୍ତି। ଏସସିବିରେ ଚିକିତ୍ସିତ ହେଉଥିବା ଟୁନି ମାଝୀଙ୍କୁ ବୁଧବାର ଡିସଚାର୍ଜ କରାଯାଇଛି।୨୪ ଦିନ ଧରି ଏସିସିବି ମେଡିକାଲର ମେଡିସିନ…