Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆମେରିକା ହ୍ୟୁଷ୍ଟନରେ ଇସ୍କନର ରଥଯାତ୍ରା ବାତିଲ

ଭୁବନେଶ୍ୱର: ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ।  ଆସନ୍ତା ୯ ତାରିଖରେ ଆମେରିକା ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ ଗୌର…

ଆଇନ ମନ୍ତ୍ରୀଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ "ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩" ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା ସଂକଳିତ ଏହି ପୁସ୍ତକକୁ ଆଇନ ମନ୍ତ୍ରୀ…

ଆୟୋଜିତ ହେବ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଆୟୋଜିତ ହେବ। ଏଥିରେ ‘ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ’ ଶୀର୍ଷକ…

ପରିକ୍ରମା ପ୍ରକଳ୍ପ ଯୋଗୁଁ ମେଘନାଦ ପାଚେରୀରେ ଫାଟ ସୃଷ୍ଟି ଅଭିଯୋଗ ଭିତ୍ତିହୀନ: ବିଜେଡି

ଭୁବନେଶ୍ୱର: ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଥିବା ଖବର ଆସିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଏହି ଫାଟ ପାଇଁ ଦାୟୀ ବୋଲି ଦାବି କରି ବିଜେପି ପ୍ରବକ୍ତାଙ୍କ ଦ୍ୱାରା ଅଣାଯାଇଥିବା ଅଭିଯୋଗକୁ ବିଜେଡ଼ି ପକ୍ଷରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ତଥା…

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ବିରୋଧ, ରାଜ୍ୟପାଳଙ୍କୁ କଂଗ୍ରେସର ଦାବିପତ୍ର

ବୁବନେଶ୍ଵର: କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଜୋର ଧରିଛି ରାଜନୀତି। ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତା ତଥା ଦାୟିତ୍ଵହୀନତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ…

ନିଜର ରାଜନୈତିକ ଫାଇଦା ପାଇଁ ଶ୍ରୀମନ୍ଦିରକୁ ବିପଦକୁ ଠେଲି ଦେଇଥିଲା ବିଜେଡି ସରକାର: ଅନୀଲ ବିଶ୍ୱାଳ

ଭୁବନେଶ୍ୱର: କିଛି ଭୁଲ ଅଛି ଯାହାର କ୍ଷମା ନାହିଁ । ବିଗତ ବିଜେଡି ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଏବଂ ତାଙ୍କ ସହଯୋଗୀ ଭି.କେ.ପାଣ୍ଡିଆନ ବାବୁ ଏମିତି କିଛି ଭୁଲ କରିକି ଯାଇଛନ୍ତି ଯାହାର ମୂଲ୍ୟ ଏବେ ଓଡ଼ିିଶାବାସୀଙ୍କୁ ଦେବାକୁ ପଡୁଛି। ନିଜର ରାଜନୈତିକ ଫାଇଦା ପାଇଁ…

ଜାତୀୟ ଉତ୍ସବ ଭାବେ ପାଳିତ ହେବ ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର: କେନ୍ଦ୍ର ସରକାର ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ  ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଏହାକୁ ଓଡ଼ିଆ ଅସ୍ମିତା  ତଥା ମହାନ ଜନନୟକଙ୍କ…

ବିଜେପିରେ ମିଶିବେ ବିଜେଡ଼ିର ୨୭ ବିଧାୟକ: ସରୋଜ ପାଢ଼ୀ

ଭୁବନେଶ୍ବର: ରହୟରେ ଚାଲିଛି ବିଜେପି ଓ ବିଜେଡିର ବାକଯୁଦ୍ଧ। ନେତାମାନେ ଦଳର ନେତୃତ୍ବକୁ ନେଇ ବୟାନବାଜୀ କରୁଥିବାର ଦେଖିବାକୁ ମିଳୁଛି। ଆଜି ଦଳ ବଦଳକୁ ନେଇ ବଡ ବୟାନ ଦେଇଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ।ସେ କହିଛନ୍ତି, ବିଜେପିରେ ମିଶିବା ପାଇଁ ବିଜେଡିର ୨୭  ବିଧାୟକ ଆମ ସହ ଯୋଗଯୋଗରେ…

ଯାତ୍ରାରେ ଅଶ୍ଳୀଳତା: ସ୍ଵତନ୍ତ୍ର ନିୟମ ଆଣିବା ଦାବିରେ ଆଇନ ମନ୍ତ୍ରୀଙ୍କୁ ଭେଟିଲା ଯାତ୍ରା କମିଟି ମହାସଂଘ

ଭୁବନେଶ୍ବର: ଆଜି ଯାତ୍ରା କମିଟି ମହାସଂଘ ପକ୍ଷରୁ ଆଇନ ମନ୍ତ୍ରୀଙ୍କୁ ବିଭିନ୍ନ ଦାବି ଦିଆଯାଇଛି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବାକୁ କର୍ମକର୍ତ୍ତାମାନେ ଦାବି କରିଛନ୍ତି।  ଏହା ସହ…

ମେଘନାଦ ପାଚେରି ଫାଟ… ବଢିଲା ରାଜନୀତି

ଭୁବନେଶ୍ବର: ମେଘନାଦ ପାଚେରିରେ ଫାଟ ପାଇଁ ଦାୟୀ କିଏ? ପୂର୍ବ ବିଜେଡି ସରକାରକୁ କଡା ସମାଲୋଚନା କରିଛି ବିଜେପି । ନିଜର ରାଜନୈତିକ ଫାଇଦା ପାଇଁ ପୁରାତନ ଐତିହ୍ୟକୁ ବିପଦକୁ ଠେଲି ଦେଇଥିବା ସୋସିଆଲ ମିଡିଆରେ ପୋଷ୍ଟ କରି ଅଭିଯୋଗ କରିଛନ୍ତି ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ । ପୂର୍ବତନ…