Latest Odisha News
Browsing Category

ଭୁବନେଶ୍ୱର

Bhubaneswar

‘ବିଜେପିର ନୂଆପଡ଼ା ପ୍ରାର୍ଥୀ ପାଇଁ ୧୬ରେ ନାମାଙ୍କନ ଭରିବେ ଜୟ ଢୋଲକିଆ’

ଭୁବନେଶ୍ବର: ବିଜେପି ନୂଆପଡ଼ା ଉପ-ନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିବ ବୋଲି ଆଜି ସୂଚନା ଦେଇଛନ୍ତି ରାଜ୍ୟସଭା ସାଂସଦ ସୁଜିତ୍ କୁମାର । ସେ କହିଛନ୍ତି ନିଷ୍ପତ୍ତି ସରିଛି କେବଳ ଘୋଷଣା ବାକି ଅଛି । ଆସନ୍ତା ୧୬ ତାରିଖରେ ସେ ନାମାଙ୍କନ କରିବେ । ନାମାଙ୍କନ ଦାଖଲ ସମୟରେ…

ଚନ୍ଦକା ଥାନାରୁ ଚମ୍ପଟ ମାରିଲା ଚୋର, ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ..

ଭୁବନେଶ୍ବର: କଟକ ଚୌଦ୍ବାର ପରେ ଏବେ ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର । କନେଷ୍ଟବଳଙ୍କୁ ଧକ୍କା ଦେଇ କାଲି ଚନ୍ଦକା ଥାନାରୁ ଚମ୍ପଟ ମାରିଛି ଚୋର । ଅଭିଯୁକ୍ତ ଜଣକ ହେଉଛି ପଶ୍ଚିମବଙ୍ଗର ରାଜା । ଫୋନ ଚୋରି ଅଭିଯୋଗରେ ତାକୁ ଗିରଫ କରାଯାଇଥିଲା । ସୂଚନା ଅନୁସାରେ ଗତମାସ ୨୮ ତାରିଖ…

ଅକ୍ଟୋବର ୨୪ ଯାଏଁ ବଢିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ଅବଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନର ତାରିଖ ବୃଦ୍ଧି ହେଲା । ଅକ୍ଟୋବର ୨୪ ଯାଏଁ ଅର୍ଥାତ୍ ଆହୁରି ୧୪ ଦିନ ବଢ଼ିଲା ଆବେଦନ ଅବଧି । ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି…

ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ଆଶ୍ଚର୍ଯ୍ୟ ଓ ଅପମାନିତ ଅଟେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଗତକାଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ କଡ଼ା ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗ…

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ୩ ଜଣିଆ ଟିମ୍ ଦୁର୍ଗାପୁର ଗସ୍ତରେ ଗଲେ । ପୀଡ଼ିତା ଛାତ୍ରୀଙ୍କ ଚିକିତ୍ସା ସଂପର୍କରେ ପଚାରି ବୁଝିବୁ…

ରାଜ୍ୟରୁ ଫେରିଯିବ ମୌସୁମୀ; ବିଭିନ୍ନ ସ୍ଥାନରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ଆଉ ବଡ ବର୍ଷା ସମ୍ଭାବନା ନାହିଁ । ଗତ ଦୁଇ ଦିନ ହେବ ରାଜ୍ୟରୁ ବର୍ଷା ପରିମାଣ କମିଯାଇଛି । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା…

‘ଆର୍ଯ୍ୟ ସମାଜ କେବଳ ଏକ ଧାର୍ମିକ ସଂସ୍କାର ଆନ୍ଦୋଳନ ନୁହେଁ, ଏହା ଏକ ନୈତିକ, ଶିକ୍ଷାଗତ ଏବଂ ସାମାଜିକ…

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମ୍ ଠାରେ ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଦି ଆମେ ଗତ ୧୫୦ ବର୍ଷକୁ ଦେଖିବା ତେବେ ଭାରତର ଜାଗରଣରେ ଆର୍ଯ୍ୟ…

ସବୁଜ ହାଇଡ୍ରୋଜେନ୍ ହବ୍ ବିକାଶ ପାଇଁ ପାରାଦୀପ ବନ୍ଦରକୁ ଚିହ୍ନଟ

ଭୁବନେଶ୍ୱର: କେନ୍ଦ୍ର ସରକାର ଜାତୀୟ ସବୁଜ ହାଇଡ୍ରୋଜେନ୍ ମିଶନ (ଏନଜିଏଚଏମ) ଅଧୀନରେ ଦେଶର ୩ଟି ପ୍ରମୁଖ ବନ୍ଦରକୁ ସବୁଜ ହାଇଡ୍ରୋଜେନ୍ ହବ୍ (ଜିଏଚଏଚ) ଭାବରେ ଚିହ୍ନଟ କରିଛନ୍ତି । ସେଥି ମଧ୍ୟରେ ରହିଛି ଓଡିଶାର ପାରାଦୀପ ବନ୍ଦର । ଅନ୍ୟ ଦୁଇଟି ହେଉଛି ଗୁଜରାଟ ଏବଂ ତାମିଲନାଡୁରେ ଥିବା ବନ୍ଦର…

ପୁଣି ଆଇସିୟୁ​‌ରେ ଭର୍ତ୍ତି ହେଲେ ଅଭିଜିତ, ଶରୀରର ସ୍ନାୟବିକ ସ୍ଥିତିରେ କୌଣସି ସୁଧାର ଆସିନି…

ଭୁବନେଶ୍ୱର: ପୁଣିଥରେ ଆଇସିୟୁରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେ ଏବେ ବି କୋମାରେ ରହିଛନ୍ତି । ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର…

ଦେଉଳିଆପାଟଣା ଭାଇ ଭାଇ ଆଶ୍ରମର ପର୍ଦ୍ଦାଫାଶ; ମଠ ମହନ୍ତ ଓ ବାବା ଗିରଫ

ଭୁବନେଶ୍ୱର: ରାଜଧାନୀର ଇନଫୋଭାଲି ଦେଉଳିଆ ପାଟଣା ଆଶ୍ରମ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ । ଦେଉଳିଆପାଟଣା ଭାଇ ଭାଇ ଆଶ୍ରମ ବାବା ଅଜୟ ସାମନ୍ତରାୟକୁ ଗିରଫ କଲା କମିଶନରେଟ୍ ପୋଲିସ । ଏହା ସହ ଗୁଳିମାଡ଼ କରିଥିବା ଦୁଇ ଅଭିଯୁକ୍ତ ମୁକ୍ତି ଦାସ ଓ ସୁରଜ୍ ରାଉତକୁ ଭଦ୍ରକରୁ ଗିରଫ କରିଛି ପୋଲିସ ।…