Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍

ଭୁବନେଶ୍ବର: ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍ । ଭୁବନେଶ୍ୱର ସହିଦ ନଗରରେ ଥିବା ଭକ୍ସପପ ବାର୍ ସିଲ୍ ହୋଇଛି। ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍ ଏହି ବାରକୁ ସିଲ୍ କରିଛି। ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି ବାରକୁ ସିଲ୍ କରିଛି ଅବକାରୀ ବିଭାଗ। ସୂଚନା ଅନୁଯାୟୀ, ବିଳମ୍ବିତ ରାତି ଯାଏଁ…

ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଉଭୟ ଆଲଟମେଣ୍ଟ ହୋଇଥିବା ବ୍ୟକ୍ତି ଏବଂ ଭଡାରେ ରହୁଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବେ।  ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ। ଆଜି ଏହି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏହି ମାମଲାର ତଦନ୍ତ ପାଇଁ ଡିଏସ୍‌ପିଙ୍କ ନେତୃତ୍ବରେ ଏକ ୬ ଜଣିଆ ଟିମ୍‌ ଗଠନ କରାଯାଇଛି। ଏହି…

ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ। ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାରର…

ଦୁର୍ଘଟଣାରୁ ବଞ୍ଚାଇଥିବା ବ୍ୟକ୍ତିଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ପନ୍ତ

ନୂଆଦିଲ୍ଲୀ: ୨୦୨୨ ମସିହାରେ ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କର ଏକ କାର ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣାରେ ସେ ଗୁରୁତର ଆହତ ହେବାସହ କାରରେ ନିଆଁ ମଧ୍ଯ ଲାଗିଯାଇଥିଲା। ସେହି ସମୟରେ ତାଙ୍କୁ ଦୁଇ ଜଣ ଲୋକ ଉଦ୍ଧାର କରିଥିଲେ। ପନ୍ତ ତାଙ୍କ ଜୀବନ ରକ୍ଷା…

ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ସଂଶୋଧନକୁ ମିଳିଲା ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର : ସଂଶୋଧନ ହୋଇଛି ଓଡ଼ିଶା ଶିଳ୍ପ ନୀତି-୨୦୧୫। ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି । ରାଜ୍ୟ ପ୍ରମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ…

ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ: ମନ୍ତ୍ରୀ

ଭୁବନେଶ୍ବର: ତିନୋଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସଙ୍ଗ ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ଏହା ସାମୟିକ ଭାବେ ବୃଦ୍ଧି କରାଯାଇଛି ବୋଲି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ୨୦୨୦…

ଧାନ କିଣା ନେଇ ମିଲର ମାନଙ୍କକୁ କଡ଼ା ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ପ୍ରସଙ୍ଗ ନେଇ ମିଲର ମାନଙ୍କୁ କଡା ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । କୃଷ୍ଣ ପାତ୍ର କହିଛନ୍ତି ଯେ, ସିଧାସଳଖ ମିଲର ମାନେ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ । କେବଳ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମଣ୍ଡି ରୁ ଧାର୍ଯ୍ୟ ଦରରେ ଧାନ…

ବେଆଇନ ହର୍ଣ୍ଣ ବିରୋଧରେ ଏସଟିଏର କଡ଼ା ଚେକିଂ, ଶତାଧିକ ଅମାନିଆଙ୍କ କଟିଲା ଚାଲାଣ

କଟକ/ଭୁବନେଶ୍ୱର: ଅମାନିଆ ଗାଡି ଚାଳକଙ୍କୁ ସାବାଡ କରିଛି ପରିବହନ ବିଭାଗ। ବେଆଇନ ହର୍ଣ୍ଣ ବିରୋଧରେ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର । ମୋଟର ଯାନରେ ବିକଟାଳ ଶବ୍ଦଯୁକ୍ତ ପ୍ରେସର ହର୍ଣ୍ଣ ଓ ମଲ୍ଟିଟୋନ୍ ହର୍ଣ୍ଣ…

‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଚାଲିଥିବା ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ) ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’ ଆୟୋଜିତ ହୋଇଯାଇଛି । ଶୁକ୍ରବାର ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି…