Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନିଶା ଛଡ଼ାଇବାକୁ ଯୁବକଙ୍କୁ ପିଟିପିଟି ହତ୍ୟା !

ଭୁବନେଶ୍ବର: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ନିଶା ନିବାରଣ କେନ୍ଦ୍ର ନାଁରେ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ। ମୃତ ଯୁବକ ୟୁନିଟ୍-୬ ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଏହି ଯୁବକ ଜଣକ ଗତକାଲି କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ।…

ଭୁବନେଶ୍ବର ଡେଲଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର: ରବିବାର ରାତି ପ୍ରାୟ ସାଢେ ୧୦ଟାରେ ଭୁବନେଶ୍ବରରେ ଘଟିଛି ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଛି। ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲାଉଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା ଦେଇଥିଲେ। ଫଳରେ ଘଟଣାସ୍ଥଳରେ…

ମୋହନ ସରକାର ଆଣୁଛନ୍ତି ପ୍ରଦୂଷଣ ନିରୋଧ ନିୟମ, ପାଉଁଶ ଡମ୍ପିଂ ପାଇଁ କଡା କଟକଣା

ଭୁବନେଶ୍ଵର: ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି।  ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉତ୍ତରାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟରେ ଏକ  ବୈଠକ ଅନୁଷ୍ଠିତ ହୋଇଛି। ମାସେ ମଧ୍ୟରେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ନେଇ ବୈଠକରେ ଆଲୋଚନା…

ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ୍

‌ଭୁବନେଶ୍ବର :  ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ହାଇଓ୍ବେ ଉପରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ୍ । ଫଳରେ ଖଣ୍ଡଗିରି ଅଞ୍ଚଳ ଗ୍ୟାସରେ ଗନ୍ଧମୟ ହୋଇପଡିଛି। ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଉଭୟ ପଟରୁ ଗାଡି ଚଳାଚଳ ବନ୍ଦ ରହିଛି। ଖବର ପାଇବା ପରେ ଘଟଣା ସ୍ଥଳରେ…

କଟକ ଗଣଦୁଷ୍କର୍ମ ପ୍ରସଙ୍ଗ: ପୋଲିସ ଡିଜିଙ୍କୁ ଭେଟିଲେ ବିଧାୟିକା ସୋଫିଆ ଫିରଦୋସ୍

କଟକ : କଟକ ଗଣଦୁଷ୍କର୍ମ ମାମଲାରେ ପୋଲିସ ଡିଜିଙ୍କୁ ଭେଟିଛନ୍ତି କଟକ ବାରବାଟୀ ବିଧାୟିକା ସୋଫିଆ ଫିରଦୋସ୍ । ଏନେଇ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ପ୍ରତିକ୍ରିୟାରେ ସୋଫିଆ କହିଛନ୍ତି, ଦଶହରା ସମୟରୁ କଟକରେ ଏହି ଗଣଦୁଷ୍କର୍ମ ହୋଇଥିଲା। ପୀଡ଼ିତାଙ୍କ ପରିବାର ଲୋକ ଅଭିଯୋଗ ନେଇ…

ଚଳିତ ଶିକ୍ଷାବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି

ଭୁବନେଶ୍ଵର: ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ…

ଖୁବ୍‌ଶୀଘ୍ର ପୂରଣ ହବ ରାଜ୍ୟରେ ଖାଲିଥିବା ହୋମ୍‌ ଗାର୍ଡ ପଦବୀ

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହା ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।…

ଆମ୍ବ ଟାକୁଆ ଜାଉ ମୃତ୍ୟୁ ବିବାଦ ଭିତରେ ଆଇଏଏସ୍‌ ସ୍ତରରେ ଅଦଳବଦଳ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ହଟିଲେ…

ଭୁବନେଶ୍ଵର: ଆଇଏଏସ୍‌ ସ୍ତରରେ ହୋଇଛି ବଡ ଅଦଳବଦଳ। ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । କନ୍ଧମାଳରେ ବିଷାକ୍ତ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା ବିବାଦ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାରି ଭିତରେ ବଦଳିଛନ୍ତି ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ ବୀର ବିକ୍ରମ…

୩୪୯ ରିଚାର୍ଜ କରୁ କରୁ ଆକାଉଣ୍ଟରୁ ସଫା ହୋଇଗଲା ୪ ଲକ୍ଷ..

ଭୁବନେଶ୍ବର: କାଳ ହେଲା ମୋବାଇଲ ରିଚାର୍ଜ । ୩୪୯ ଫେରି ପାଇବାକୁ ଯାଇ ସାଇବର ଠକର ଶିକାର ହେଲେ ଯୁବତୀ । ଆଖି ପିଛୁଳାକେ ଆକାଉଣ୍ଟରୁ ଉଡିଗଲା ୪ ଲକ୍ଷ ଟଙ୍କା । ତେବେ ଏବେ ସାଇବର ଲୁଟେରା ଲୁଟିବା ପାଇଁ ନୂଆ ନୂଆ ପନ୍ଥା ଆପଣାଉଥିବା ବେଳେ ସବୁ ସାଇଟ ଉପରେ ଥୋପ ପକାଇ ବସିଛନ୍ତି ଲୁଟେରା ।…

କପଡା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର: ବଡଗଡ଼ ସ୍ଥିତ କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ମାର୍କେଟ ବିଲ୍ଡିଂରେ ମାଲିକଙ୍କ ଦୋକାନ ଥିବା ବେଳେ ବଡଗଡ଼ ଅଞ୍ଚଳରେ ଗୋଦାମ ଥିଲା। ଏହି ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ…