Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜଧାନୀରେ ନୂତନ ସହର ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପର ସମୀକ୍ଷା କରିଛନ୍ତି ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ । ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ସେବା କ୍ଷେତ୍ରର ଖସଡାକୁ ଅନ୍ତିମ ରୂପ ଦେବା ଉଦ୍ଦେଶ୍ୟରେ…

୩୧ ଡିସେମ୍ବର ସୁଦ୍ଧା ୨୪.୮୮ ମିଲିଅନ୍ ଟନରେ ପହଞ୍ଚିଲା ଲୌହ ଧାତୁ ଉତ୍ପାଦନ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (ଓଏମସି) ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ମଧ୍ୟରେ ଖଣିଜ ଉତ୍ପାଦନରେ ଉଲ୍ଲେଖନୀୟ ବୃଦ୍ଧି କରିଛି । ୩୧ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଲୁହା ପଥର ଉତ୍ପାଦନ ୨୪.୮୮ ମିଲିଅନ୍ ଟନ୍ (MT)ରେ ପହଞ୍ଚିଛି, ଯାହା ପୂର୍ବ ଆର୍ଥିକ ବର୍ଷ ବା ୨୦୨୪-୨୫ ବର୍ଷର ଡିସେମ୍ବର ମାସ…

ପ୍ରତି ଏନଏସିକୁ ପରିମଳ ଓ ଆଲୋକୀକରଣ କାର୍ଯ୍ୟ ପାଇଁ ଦେଢ଼କୋଟି ଟଙ୍କା ଲେଖାଏଁ ଅର୍ଥରାଶି ମଞ୍ଜୁର…

ଭୁବନେଶ୍ୱର: ଓଡ଼ିଶାର ସହରଗୁଡିକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ୩୧ ଡିସେମ୍ବର ୨୦୨୫ରେ ନୂଆ ୪ଟି ଏନ୍‌ଏସିକୁ ମିଶାଇ ସମୁଦାୟ ୨୮ଟି ଏନ୍‌ଏସି ମାନ୍ୟତା ପାଇଛି । ଏହି ସବୁ ଏନ୍‌ଏସିରେ ନୂତନ କାର୍ଯ୍ୟାଳୟ ସ୍ଥାପନ ପାଇଁ ଗୃହନିର୍ମାଣ ଓ ନଗର…

Marijuana Seized: ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଆଠ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର: ପୁଣି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ବ୍ୟାଙ୍କକ ଫ୍ଲାଇଟରେ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ ଏହି ଗଞ୍ଜେଇ ଜବତ ହୋଇଛି । ଷ୍ଟ୍ରଲି ବ୍ୟାଗରେ ସିକ୍ରଟ ଚାମ୍ବର କରି ଚାଲାଣ ବେଳେ ଭୁବନେଶ୍ୱର ଏୟାରପୋର୍ଟରେ ୮ କେଜି…

Chilika Lake: ନୂଆରୂପ ପାଇବ ଚିଲିକା, ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର: ଚିଲିକାର ପୁନରୁଦ୍ଧାର କରାଯିବ । ଚିଲିକାକୁ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ନୂଆରୂପ ପାଇବ ଚିଲିକା । ଚିଲିକା ପାଇଁ ୧୫୦୦ରୁ ୨ ହଜାର କୋଟିର DPR ପ୍ରସ୍ତୁତ ହେଉଛି ବୋଲି ଏନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଚିଲିକା…

Green Stickers: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବଶ୍ୟକତା…

Air Pollution: ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର ବୃଦ୍ଧି, ୫ ସହରରେ ଏକ୍ୟୁଆଇ ୩୦୦ ପାର୍

ଭୁବନେଶ୍ୱର: ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । ୫ଟି ସହରରେଏକ୍ୟୁଆଇ ୩୦୦ ପାର୍ କରିଥିବାବେଳେ, ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର…

ଓଡିଶାର ୪୦୦ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ଯୋଗାଇବା ପାଇଁ ଓଏଚପିସି ଏବଂ ଏଏଲଆଇଏମସିଓ ମଧ୍ୟରେ…

ଭୁବନେଶ୍ବର: ସମାବେଶୀତା, ସହାନୁଭୂତି ଓ ସାମାଜିକ ଦାୟିତ୍ୱକୁ ସୁଦୃଢ଼ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ (ଓଏଚପିସି) ଏବଂ କୃତ୍ରିମ ଅଙ୍ଗ ନିର୍ମାଣ ନିଗମ, ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି…

Capital Hospital: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗ…

ଭୁବନେଶ୍ବର: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗର ରୂପ ରେଖ । ବରିଷ୍ଠ ଦାନ୍ତ ଡାକ୍ତରଙ୍କୁ ନିଯୁକ୍ତି କରାଯିବ । ବିଭାଗରେ ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ କରାଯିବ । ବିଭାଗରେ ରୋଗୀଙ୍କୁ ନିୟମିତ ହେଉଥିବା ଦୁର୍ବ୍ୟବହାର ଉପରେ ତଦନ୍ତ ହେବ । ଏନେଇ କ’ଣ କ’ଣ ପଦକ୍ଷେପ ନିଆଯିବ ସେନେଇ…

Lok Seva Bhavan: ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି…