Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଗତ ୩ ବର୍ଷରେ ହାତୀ ଆକ୍ରମଣରେ ଯାଇଛି ୬୬୮ ଜୀବନ

ଭୁବନେଶ୍ୱର: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ମିଣିଷ ଲଢେଇ ଚରମ ସୀମାରେ ପହଞ୍ଚିଲାଣି । ଗତ ତିନି ବର୍ଷରେ ହାତୀ ଆକ୍ରମଣରେ ଯାଇଛି ୬୬୮ ଜୀବନ । ଏହା ସହିତ ୫୦୯ ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଛନ୍ତି । ଏନେଇ ଆଜି ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ତଥ୍ୟ…

ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର: ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ବରେ ଏକ ୭ ଜଣିଆ ଟିମ୍ ୨୪…

ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍ । ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ…

ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣକୁ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ । ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ୨୯ ତାରିଖରେ ମୋଦି…

କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ: ଜୋଙ୍କ ଥାନା ଆଇଆଇସି ଗୁରୁଦେବ କର୍ମି ନିଲମ୍ବିତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜୁଆ ଆଡ୍ଡା ଠାବ ଘଟଣାରେ ଆକ୍ସନ ମୋଡରେ ରହିଛି ପୋଲିସ। ଏହି ଘଟଣାରେ ଜୋଙ୍କ ଥାନା ଆଇଆଇସିଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ। ଆଜି ଏନେଇ ବିଜ୍ଞପ୍ତି ଜାରି ହୋଇଛି। ଆଇଆଇସିଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…

ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ତେଜୁଛି ରାଜନୀତି: ପ୍ରେସମିଟ କରି ଗର୍ଜିଲା ବିଜେଡି

ଭୁବନେଶ୍ୱର: ଧର୍ମଶାଳା ବିଧାୟକ ହୁମାନଶୁ କୁମାର ସାହୁଙ୍କୁ ଆକ୍ରମଣ ପରେ ଯାଜପୁରରେ ତେଜିଛି ରାଜନୀତି। ଏହାକୁ ନେଇ ନେଇ ରାଜ୍ୟ ରାଜନୀତିରେ ମଧ୍ୟ ସୃଷ୍ଟି ହୋଇଛି ହଟଚମଟ। ଉଭୟ ବିଜେପି ଓ ବିଜେଡି ମଧ୍ୟରେ ଦେଖିବାକୁ ମିଳିଛି ବାକଯୁଦ୍ଧ। ଏହି ଘଟଣାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି…

ଶେଷ ହେଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କାର ବ୍ୟବସାୟ

କଟକ: ଶାନ୍ତ ହୋଇଛି ମହାନଦୀ ପଠା। ଧିମେଇ ଯାଇଛି ରଙ୍ଗ ବେରଙ୍ଗ ଆଲୋକ ସଜ୍ଜା ସାଙ୍ଗକୁ କୋଳାହଳ। ଭିଡ କମିଛି ଆଉ ଘରବହୁଡା ସାଜିଛନ୍ତି ବ୍ୟବସାୟୀ। ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଶାନ୍ତ ପଡ଼ିଛି। ବାଲିଯାତ୍ରା ପଡ଼ିଆରେ ଦୋକାନ ଲଗାଇଥିବା ବ୍ୟବସାୟୀ ଘର ବାହୁଡ଼ା…

ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍

ଭୁବନେଶ୍ବର: ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍ । ଭୁବନେଶ୍ୱର ସହିଦ ନଗରରେ ଥିବା ଭକ୍ସପପ ବାର୍ ସିଲ୍ ହୋଇଛି। ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍ ଏହି ବାରକୁ ସିଲ୍ କରିଛି। ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି ବାରକୁ ସିଲ୍ କରିଛି ଅବକାରୀ ବିଭାଗ। ସୂଚନା ଅନୁଯାୟୀ, ବିଳମ୍ବିତ ରାତି ଯାଏଁ…

ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଉଭୟ ଆଲଟମେଣ୍ଟ ହୋଇଥିବା ବ୍ୟକ୍ତି ଏବଂ ଭଡାରେ ରହୁଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବେ।  ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ…