Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କିଟ୍‍ ନଲେଜ୍‍ ଟ୍ରି ବକ୍ତୃତାମାଳା; ‘ଛାତ୍ରଛାତ୍ରୀମାନେ ଶିକ୍ଷା ସହ ନୈତିକତା ବଜାୟ ରଖନ୍ତୁ’

ଭୁବନେଶ୍ୱର: କିଟ୍‍ କଲେଜରେ ନଲେଜ୍‍ ଟ୍ରି ବକ୍ତୃତାମାଳା ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଜି ସ୍ଲୋଭାକିଆର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଏଡ୍‍ୱାର୍ଡ ହେଗର ଯୋଗଦେଇ ବକ୍ତୃତା ପ୍ରଦାନ କରିଛନ୍ତି । ସେ କିଟ୍‍ ଛାତ୍ରଛାତ୍ରୀଙ୍କୁ ଶିକ୍ଷା, ନୈତିକତା ଓ ସମାଜ ପ୍ରତି ପ୍ରତିବଦ୍ଧତା…

ଆସନ୍ତା ୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ।…

ନୂଆ ୱେବସାଇଟ୍- 2.0 ଲଞ୍ଚ୍ କଲା ଓରେରା

ଭୁବନେଶ୍ୱର : ଆରମ୍ଭ ହୋଇଛି ଓରେରା 2.0 ୱେବସାଇଟ୍ ।  ଓଡ଼ିଶା ରିଅଲ ଇଷ୍ଟେଟ୍ ରେଗୁଲେଟୋରୀ ଅଥରିଟି (ORERA) ଦ୍ୱାରା ଆଜି ଏକ ନୂତନ ୱେବସାଇଟ୍ (https://rera.odisha.gov.in) ଓରେରା ସଂସ୍କରଣ 2.0 ଆରମ୍ଭ ହୋଇଛି। ଆଜି ଅପରାହ୍ନରେ ଆୟୋଜିତ ସମାରୋହରେ ଓରେରା ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ…

ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଭୁବନେଶ୍ୱର: ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଆସନ୍ତା ଡିସେମ୍ବର ୨୩ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏନେଇ ସୂଚନା ଦେଇଛି ରାଜ୍ୟ ସାଧାରଣ ଅ ସାଧାରଣ ଅଭିଯୋଗ ବିଭାଗ। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ହୋଇପାରେ ଅବପାତ

ଭୁବନେଶ୍ବର: ବଙ୍ଗୋପସାଗରରେ ହୋଇପାରେ ଅବପାତ। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ  ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗ ସୂଚନା ଅନୁଯାୟୀ, ଏହି ଲଘୁଚାପ ଆଗାମୀ ୧୨ ଘଣ୍ଟାରେ…

ଲାଞ୍ଚ କାରବାର ମାମଲାରେ, ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ

ଭୁବନେଶ୍ଵର: ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଝାରପଡ଼ା ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ । ସର୍ତ୍ତମୂଳକ ଜାମିନ୍ ପରେ ଗତକାଲି ଜେଲରୁ ବାହାରିଛନ୍ତି ଠିକାଦାର ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା, ଚଞ୍ଚଳ ମୁଖାର୍ଜୀ। ଗତକାଲି ଏହି ୩ ଜଣଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି…

ଉତ୍କଳ ରଙ୍ଗ ମଞ୍ଚରେ ଓଡ଼ିଶୀ ନୃତ୍ୟ ପରିବେଷଣ କଲେ ଆମେରିକାର ନୃତ୍ୟଶିଳ୍ପୀ

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ନୃତ୍ୟର ବହୁଳ ପ୍ରଚାର-ପ୍ରସାର ଏବଂ ସାଂସ୍କୃତିକ ଭାବ ବିନିମୟ ନିମନ୍ତେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଅନୁଷ୍ଠିତ ହୋଇଛି "ଦ୍ଵିତୀୟ ପ୍ରବାସୀ ନୃତ୍ୟ ସଙ୍ଗମ" କାର୍ଯ୍ୟକ୍ରମ । ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଏବଂ ଆମେରିକା ସ୍ଥିତ…

୧୭୦ ରୋଡ୍ ଓଭର ବ୍ରିଜ୍ ନିର୍ମାଣ ପ୍ରକଳ୍ପକୁ ସ୍ୱତନ୍ତ୍ର ରେଳ ପ୍ରକଳ୍ପ ଘୋଷଣାକୁ ଅନୁମୋଦନ

ଭୁବନେଶ୍ୱର: ଭିତ୍ତିଭୂମି ତଥା ଜନସାଧାରଣଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ଏହାର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ରେଳବାଇ (ସଂଶୋଧନ) ଅଧିନିୟମ ୨୦୦୮ ଅନୁଯାୟୀ ୧୭୦ ଗୋଟି ରୋଡ୍ ଓଭର ବ୍ରିଜ୍ (ଆରବିଓ) ନିର୍ମାଣ ପ୍ରକଳ୍ପକୁ…

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ଆଉ ୩ ଏତଲାକାରୀ ଓହରିଲେ

ବ୍ରହ୍ମପୁର: ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାରୁ ଓହରିଲେ ୩ ଜଣ ଏତଲାକାରୀ । ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି । ପୂର୍ବରୁ ୨ ଜଣ ଏତଲାକାରୀ ଲକ୍ଷ୍ମୀଧର ନାୟକ ଓ ପ୍ରଭାତ କୁମାର…

କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ଜଗତସିଂହପୁର ସହକାରୀ ଜିଲ୍ଲାପାଳ

ଭୁବନେଶ୍ୱର:  ନିଲମ୍ବିତ ହେଲେ ଜଗତସିଂହପୁର ସହକାରୀ ଜିଲ୍ଲାପାଳ । କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଆସନ୍ତା ୩ ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଏବଂ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ଜରିଆରେ ସମସ୍ତ ବିଭାଗୀୟ ତଦନ୍ତ…