Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଗିରଫ

ଭୁବନେଶ୍ୱର: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଧିକ ତଦନ୍ତ ପାଇଁ ଦିଲ୍ଲୀ ପୋଲିସକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ସେ କହିଛନ୍ତି।…

ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ୬ଟି ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନୂଆ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ପ୍ରସ୍ତାବ ରଖିଥିଲେ।…

ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ସ୍ୱୀକୃତି ଓଡିଶାର ଜନସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟର…

ମହିଳା ଓ ଶିଶୁ ବିକାଶ ବିଭାଗର କନିଷ୍ଠ ସହାୟକଙ୍କୁ ବୃତ୍ତିଭିତ୍ତିକ ତାଲିମ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆଜି ଆରମ୍ଭ ହୋଇଯାଇଛି କନିଷ୍ଠ ସହାୟକ (ଜୁନିୟର ଆସିଷ୍ଟାଣ୍ଟ)ଙ୍କ ବୃତ୍ତିଭିତ୍ତିକ ତାଲିମ କାର୍ଯ୍ୟକ୍ରମ। ଏହି ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟନ ଅବସରରେ ମହିଳା ଓ ଶିଶୁ ବିକାଶର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ…

ରାଜ୍ୟ ସରକାରଙ୍କ ଉପରେ ଭରସା କରୁନାହାନ୍ତି ଶିଳ୍ପ ଅନୁଷ୍ଠାନ: ବିଜେଡି

ଭୁବନେଶ୍ବର: ଆନ୍ଧ୍ର ପ୍ରଦେଶର ଅଙ୍କାପାଲି ଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ଗୋଟିଏ ବୃହତ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ବୋଲି କମ୍ପାନୀ ତରଫରୁ ଘୋଷଣା ହେବା ପରେ ଓଡ଼ିଶାରେ ଏହି କମ୍ପାନୀ ଦ୍ୱାରା ପ୍ରତିଷ୍ଠା ହେବାକୁ ଥିବା ପ୍ଲାଣ୍ଟକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଆଜି…

ଚୂଡ଼ାନ୍ତ ରିପୋର୍ଟ ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ଦାନା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଆଜି କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ କହିଛନ୍ତି। ବିଶେଷକରି ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ଏହି ବାତ୍ୟାରେ ବେଶୀ…

କିଏ ହେବେ ପିସିସି ସଭାପତି?

ଭୁବନେଶ୍ବର: କିଏ ଧରିବେ ରାଜ୍ୟ କଂଗ୍ରେସ ମଙ୍ଗ? ଆଜିଠୁ ଆରମ୍ଭ ହୋଇଛି ଦଳର ମୁଖିଆ ଖୋଜା। ଭୁବନେଶ୍ବରରେ ପିସିସି ଚୟନ କମିଟି ମୁଖ୍ୟ ଚରଣ ଦାସ ମହନ୍ତ । ଦଳର ବରିଷ୍ଠ ନେତାଙ୍କ ସହ ସେ ଆଲୋଚନା କରୁଛନ୍ତି । ଯାହା ମତାମତ ରହିବ, ସେନେଇ କଂଗ୍ରେସ ହାଇକମାଣ୍ଡକୁ ଜଣାଇବେ ବୋଲି ଚରଣ ଦାସ ମହନ୍ତ…

କାର୍ତ୍ତିକରେ ପରିବା ବଜାରରେ ନିଆଁ! ଆକାଶ ଛୁଆଁ ଦର

ଭୁବନେଶ୍ବର: ଧର୍ମ ମାସ କାର୍ତ୍ତିକର ଅଧା ଦିନ ବିତିଗଲାଣି ହେଲେ ଏବେବି ବଜାରରେ ଚଢା ଦରରେ ମିଳୁଛି ପନିପରିବା । ପ୍ରାୟ ଅଧିକାଂଶ ପରିବାରେ ତ ହାତ ମାରିବାକୁ ଡରୁଛନ୍ତି ଗ୍ରାହକ । ବଜାରରେ ଏବେ ପ୍ରାୟ ସବୁ ପରିବା ଦର ୬୦ ଉପରେ ରହିଛି । ଯାହାଦ୍ବାରା ରୋଷେଇଘରେ ସବୁଜ ପନିପରିବା ପାଇବା ଏବେ…

ଏକଲବ୍ୟ ପୁରସ୍କାର ପାଇଲେ ପ୍ରତ୍ୟାଶା ରାୟ

ଭୁବନେଶ୍ୱର: ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ପାଇଲେ ଚଳିତ ବର୍ଷର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’। ପ୍ରତ୍ୟାଶା ଉଭୟ ଜୁନିଅର ଓ ସିନିଅର ବର୍ଗରେ ଜାତୀୟ ଓ ଆନ୍ତର୍ଜାତୀୟ ପଦକ ପାଇଛନ୍ତି। ତାଙ୍କୁ ପୁରସ୍କାର ବାବଦରେ ୭ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ…

ବର୍ଷବ୍ୟାପୀ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ

ଭୁବନେଶ୍ୱର: ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବ। ଡକ୍ଟର ମହତାବଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ରାଜଧାନୀ ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ ହେବ। ଏହା ସହିତ ଆସନ୍ତା ଏକବର୍ଷ…