Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବିଜେଡିକୁ ନେଇ କ’ଣ କହିଲେ ଜୟନାରାୟଣ?

ଭୁବନେଶ୍ବର: ବିଜେଡିର ଆୟୁଷ କମ ଦିନ । ଖୁବ୍ ଶୀଘ୍ର ଭାଙ୍ଗି ଛିନଛତ୍ର ହୋଇଯିବ ଦଳ । ବିଜେଡିକୁ ନେଇ ଏଭଳି ଭବିଷ୍ୟବାଣୀ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ଅନେକ ବିଜେଡି ନେତା ବିଜେପି ସହ ଯୋଗାଯୋଗରେ ରହିଥିବା ବେଳେ ଦୁର୍ନୀତିମୁକ୍ତଙ୍କ କଥା…

୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ । ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

ଷଡ଼ଯନ୍ତ୍ରକାରୀ କିଏ ?

ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବିରୋଧରେ କିଏ କରୁଛି ଷଡ଼ଯନ୍ତ୍ର? ଭରତପୁର ଥାନାରେ ଏତଲା । ଅଭିଯୋଗର ଟାଇମିଂକୁ ନେଇ ବର୍ଷିଲେ ଅଜୟ କୁମାର । ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବାରୁ ଜାଣିଶୁଣି ତାଙ୍କ ବିରୋଧରେ ଏତଲା ଦିଆଯାଇଥିବା ଅଜୟ କୁମାର କହିଛନ୍ତି। ରାଜନୈତିକ…

‘ପିସିସି ଗଠନ ପରେ କଂଗ୍ରେସରେ ସାମିଲ ହେବେ ବହୁ ବିଜେଡି ନେତା’

ଭୁବନେଶ୍ବର; ଦୀପାବଳି ସୁଦ୍ଧା ରାଜ୍ୟ କଂଗ୍ରେକୁ ମିଳିବ ମୁଖୁଆ । ଏନେଇ ପ୍ରତିକ୍ରିୟା ଦେଇ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ କହିଛନ୍ତି, ହାଇକମାଣ୍ଡ ଖୁବଶୀଘ୍ର ପିସିସି ସଭାପତି ଚୟନ କରିବେ । ଏଥିପାଇଁ ଏଆଇସିସିର ଦୁଇ କେନ୍ଦ୍ରୀୟ ନେତାଙ୍କୁ ଦାୟିତ୍ବ ଦିଆଯାଇଛି ।  ଦଳର ତୃଣମୂଳ…

ଭରତପୁର ଥାନା ଘଟଣା: କେବେ ଜଣାପଡିବ ସତ?

ଭୁବନେଶ୍ବର: ଭରତପୁର ଥାନା ଘଟଣାରେ କେବେ ସତ ଉପରୁ ପରଦା ହଟିବ ତାହାକୁ ସମସ୍ତେ ଚାତକ ଭଳି ଚାହିଁ ରହିଛନ୍ତି । ବାସ୍ତବରେ ସେଦିନ ରାତିରେ କ’ଣ ଘଟିଥିଲା ? ପୋଲିସ୍ ସତ କହୁଛି ନା ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ? ଯାହାର ନ୍ୟାୟିକ ତଦନ୍ତ ଜାରି ରହିଛି । ଏହାରି ଭିତରେ ଆଜି ଭରତପୁର…

ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ନିମନ୍ତେ ଆଗୁଆ ହେବ ପଞ୍ଜୀକରଣ

ଭୁବେନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ଏବେ ଆଗୁଆ ପଞ୍ଜିକରଣ କରିହେବ । ଅକ୍ଟୋବର ୨୧ ଓ ୨୮ତାରିଖ ଦୁଇ ସୋମବାରରେ ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜନଅଭିଯୋଗର ଶୁଣାଣି କରିବେ । ଏଥିପାଇଁ ୧୮ ତାରିଖରୁ ଆଗୁଆ ପଞ୍ଜିକରଣ…

ବାତ୍ୟା ନେଇ ଏପର୍ଯ୍ୟନ୍ତ କିଛି ଆକଳନ କରାଯାଇନି: ଆଇଏମଡି

ଭୁବନେଶ୍ବର: ବାତ୍ୟାକୁ ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି । ଏପର୍ଯ୍ୟନ୍ତ କିଛି ଆକଳନ କରାଯାଇନି ହେଲେ ଅବପାତ ନେଇ ପୂର୍ବାନୁମାନ କରାଯାଇଛି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଆଇଏମଡି ଡିଜି କହିଛନ୍ତି, ଆସନ୍ତା ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ…

ସାବଧାନ୍ ଆର ସପ୍ତାହରେ ବାତ୍ୟା!

ଭୁବନେଶ୍ବର: ଅକ୍ଟୋ୍ବରରେ ପୁଣି ବାତ୍ୟା ଭୟ ! ମହାବାତ୍ୟା, ଫାଇଲିନ୍, ହୁଡହୁଡ ପରେ ପୁଣି ଡରାଇଲାଣି ଅକ୍ଟୋବର !  ଓଡିଶାରେ ବାତ୍ୟା ଆଶଙ୍କା ! ବାତ୍ୟା ନେଇ ଅନ୍ତର୍ଜାତୀୟ ପାଣିପାଗ ମଡେଲରେ ଆକଳନ କରାଯାଇଛି। ଏପର୍ଯ୍ୟନ୍ତ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇନଥିଲେ ବି ୨୨ତାରିଖ ସୁଦ୍ଧା ଏକ ଲଘୁଚାପ…

ବିଜେଡି ପାଇଁ କଣ ଭବିଷ୍ୟବାଣୀ କଲେ ଅମର ଶତପଥୀ?

ଭୁବନେଶ୍ବର: ତେଜୁଛି ବିଜେଡି କଳି । କେତେବେଳେ ଗଞ୍ଜାମ ତ କେତେବେଳେ ଭୁବନେଶ୍ବର । ବିଜେଡି ନେତାଙ୍କ ବୟାନବାଜିକୁ ନେଇ ସରଗରମ ହେଲାଣି ରାଜ୍ୟ ରାଜନୀତି । ବିଜେଡି ପରାଜୟକୁ ନେଇ ପ୍ରଶ୍ନ କରିଥିବା ବରିଷ୍ଠ ନେତା ଅମର ଶତପଥୀ ଦଳ ପାଇଁ ବଡ଼ ଭବିଷ୍ୟବାଣୀ କରିଛନ୍ତି । ଆଗକୁ ବିଜେଡିରେ ଅନେକ…

ସଂଶୋଧନ ହେବ ସୂଚନା ଅଧିକାର ଆଇନ : ଆଇନ ମନ୍ତ୍ରୀ

ଭୁବନେଶ୍ୱର:  ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯…