Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ଟି ପାଠ୍ୟପୁସ୍ତକର ସମୀକ୍ଷା ଏବଂ ଅନୁମୋଦନ କରାଯାଇଛି । ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ…

ମନମୋହୁଛି ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ; ଗତ ୫ ବର୍ଷରେ ଆସିଛନ୍ତି ସର୍ବାଧିକ ଏହି ଦେଶର ପର୍ଯ୍ୟଟକ…

ଭୁବନେଶ୍ଵର: ଓଡ଼ିଶାରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି । ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ବିଦେଶୀଙ୍କୁ ଆକୃଷ୍ଟ କରୁଛି । ୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧ କୋଟି ୧୩ ଲକ୍ଷ ୮୩ ହଜାର ୫୫୬ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଏତିକି ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ବ ଘର, ଭଡା ଘରେ ଚାଲିଛି ପାଠପଢା…

ଭୁବନେଶ୍ବର: ଚାଲିଛି ବିଧାନସଭା ଶୀତ ଅଧିବେଶନ । ଆଜି ନବମ ଦିନରେ ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବାସ୍ତବ ଚିତ୍ର ଉପସ୍ଥାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ତଥ୍ୟ ରଖି କହିଛନ୍ତି ଯେ, ବର୍ତ୍ତମାନ ସମଗ୍ର ରାଜ୍ୟରେ ମୋଟ ୭୪ ହଜାର ୨୨୪ଟି ଅଙ୍ଗନବାଡ଼ି…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ନୂଆ ଅତିଥିଙ୍କୁ ଅଣାଯାଇଛି । ସୁରଟର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ଅଦଳବଦଳ ପ୍ରକ୍ରିୟାରେ ଆସିଲେ ୫ ଓଧ, ୨ ଧୂସର ଗଧିଆ, ୧୦…

Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍‌ର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଜାଲିଆତୀ ଘଟଣାରେ ସିବିଆଇର ବଡ଼ ଆକ୍ସନ । ଦୀଘା ମଡେଲ୍‌ର ମାଷ୍ଟରମାଇଣ୍ଡକୁ ଉଠାଇ ଆଣିଲା ସିବିଆଇ । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଲା ସିବିଆଇ । ମାଷ୍ଟରମାଇଣ୍ଡ ବିରଞ୍ଚି ନାରୟଣ ନାୟକ ସିବିଆଇରେ ଅଟକ । ଏସଆଇ ଜାଲିଆତିରେ ସିବିଆଇର ପ୍ରଥମ…

Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ

ଭୁବନେଶ୍ବର: ଫେବ୍ରୁଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେଲା ପରୀକ୍ଷା ତାରିଖ । ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ…

ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିର ରହିଲେ, ରାଜ୍ୟ ଶାନ୍ତିପ୍ରିୟ ହେଲେ ରାଜ୍ୟବାସୀ ସୁଖରେ ଜୀବନଯାପନ କରିବେ । ସାମଗ୍ରିକ ଭାବେ ଆଇନ୍ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାରୁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବ୍ୟକ୍ତିଗତ ଭାବେ ପୋଲିସ ପ୍ରଶାସନକୁ…

Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ରାଜ୍ୟରେ ପାରଦ ଖସୁଛି । ଫଳରେ ଶୀତର ପ୍ରକୋପ ବଢିବ । ରାତି ତାପମାତ୍ରା ୨ଦିନ ଭିତରେ ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ । ପୁଣି ଥରେ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଆରମ୍ଭ ହୋଇଛି । ଯାହା ଫଳରେ ରାଜ୍ୟର ଅନେକ ସ୍ଥାନରେ ଶୀତ ବଢ଼ିବା ସହ…

ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…

ଭୁବନେଶ୍ୱର: ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ଏହା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ପୁସ୍ତକ…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ

ଭୁବନେଶ୍ଵର: ବହିଷ୍କାର ପରେ ଗିରଫ ହେଲେ ସଙ୍ଗୀତ ମ‌ହାବିଦ୍ୟାଳୟ ଅଭିଯୁକ୍ତ ଅଧ୍ୟାପକ ଶତୃଘ୍ନ ସାମଲ । ଛାତ୍ରୀ ଅସଦାଚରଣ ଅଭିଯୋଗରେ ବହିଷ୍କାର ପରେ ଗିରଫ ହେଲେ ସଙ୍ଗୀତ ମ‌ହାବିଦ୍ୟାଳୟ ଅଧ୍ୟାପକ ଶତୃଘ୍ନ ସାମଲ । ଏବେ ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି କହିଛି ଖାରବେଳ ନଗର ଥାନା ପୋଲିସ ।…