Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…

ଭୁବନେଶ୍ୱର: ରାଜ୍ୟର ପ୍ରଭାବିତ ଜିଲ୍ଲା ଗୁଡିକରେ ବନ୍ୟା ପରିସ୍ଥିତିକୁ ନେଇ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୬ ଜିଲ୍ଲା, ୪୪ ବ୍ଲକ, ୨ ଲକ୍ଷରୁ ଅଧିକ ଜୀବନ ବନ୍ୟା ଲାଗି ପ୍ରଭାବିତ…

ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆଲର୍ଟରେ ରହିଛି ସ୍ବାସ୍ଥ୍ୟ ବିଭାଗ । ଏନେଇ ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି । ବୈଠକରେ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ଜିଲ୍ଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶ…

କନଷ୍ଟେବଳ ସୌମ୍ୟ ହତ୍ୟା ମାମଲାରେ ପ୍ରାଥମିକ ଚାର୍ଜସିଟରେ ସାଂଘାତିକ ତଥ୍ୟ ଦେଲା କ୍ରାଇମବ୍ରାଞ୍ଚ…

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ବାଲିଅନ୍ତା ଜିଆରପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲାକୁ ୩ ମାସ ପୁରିବାକୁ ଯାଉଛି । ଏହା ପୂର୍ବରୁ ପୂର୍ବରୁ ତଦନ୍ତକାରୀ ଟିମ୍ ଟ୍ରାଏଲ୍ କୋର୍ଟରେ ୨୦ ଜଣ ଅଭିଯୁକ୍ତଙ୍କ ନାଁରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି । କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ପ୍ରାଥମିକ…

ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଉପରେ ଗୁରୁତ୍ବ: ୧୫ ଅତିରିକ୍ତ ହସ୍ତଶିଳ୍ପ ପାଠ୍ୟକ୍ରମର ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ୱର: ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନରେ ୧୫ ଅତିରିକ୍ତ ହସ୍ତଶିଳ୍ପ ପାଠ୍ୟକ୍ରମର ଦିଆଯିବ ପ୍ରଶିକ୍ଷଣ । ଏନେଇ ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (SIDAC) ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ…

ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାସ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାସ କରିଛି ଏସଟିଏଫ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ସିବାରାମ ବିଶ୍ୱାଳ ,ସିବାରାମ ପାତ୍ର ଓ ବ୍ରହ୍ମପୁରର ମଦ ବ୍ୟବସାୟୀ ମିଟୁ ଓରଫ ମନୋରଞ୍ଜନ ସାବତ । ଅଭିଯୁକ୍ତମାନେ ଓଡ଼ିଶାରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୧୮ ପାଳି ସୁଦ୍ଧା ୯୬ ପ୍ରତିଶତ ଅଭିଯୋଗ ସମାଧାନ

ଭୁବନେଶ୍ୱର: ଅଭିଯୋଗ ଶୁଣାଣିର ୧୯ତମ ପାଳିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ…

୨ ବର୍ଷିଆ ବି.ଏଡ଼୍, ବି.ଏଚ.ଏଡ଼, ଏମ୍. ଏଡ଼ ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି.ଏଡ଼୍, ବି.ଏଚ୍.ଏଡ଼୍, ଏମ୍. ଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି । ଦୁଇ ବର୍ଷିଆ ବି.ଏଡ଼୍, ବି.ଏଚ୍.ଏଡ଼୍, ଏମ୍. ଏଡ଼୍ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା…

ଭୟଭୀତ ହେବାର କାରଣ ନାହିଁ, ବର୍ଷା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ଜିଲ୍ଲା ପ୍ରଶାସନ କରିସାରିଛି: ମନ୍ତ୍ରୀ

ଭୁବନେଶ୍ବର: ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅନୁମାନ କରାଯାଉଛି । ସେଗୁଡ଼ିକ ପାଇଁ ରେଡ୍ ଆଲର୍ଟ ଜାରି…

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ…

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ୍ କି ବାତ୍'ର ୧୩୬ତମ…

ପ୍ରଦୀପ କୁମାର ରାୟଙ୍କ ଫିଚର ପୁସ୍ତକ ‘ଅନନ୍ୟା ଅତୁଳନୀୟା’ ଲୋକାର୍ପିତ

ଭୁବନେଶ୍ୱର: ଟାଇମପାସ ପ୍ରକାଶନ ପକ୍ଷରୁ ଲୋକାର୍ପିତ ହେଲା ବିଶିଷ୍ଟ ଲେଖକ ଓ ଅନୁବାଦକ ପ୍ରଦୀପ କୁମାର ରାୟଙ୍କ ଫିଚର ପୁସ୍ତକ ‘ଅନନ୍ୟା ଅତୁଳନୀୟା’ । ଭୁବନେଶ୍ୱରର ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର ପୁସ୍ତକପର୍ବରେ ଲୋକାର୍ପିତ ହୋଇଛି । ବିଶ୍ୱର ୮୦ ଜଣ ପ୍ରେରଣାଦାୟୀ…