Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସଂଶୋଧନ ହେବ ସୂଚନା ଅଧିକାର ଆଇନ : ଆଇନ ମନ୍ତ୍ରୀ

ଭୁବନେଶ୍ୱର:  ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯…

ବିଭୀଷଣ ସାଜିଥିଲେ ସାଂସଦ ପ୍ରାର୍ଥୀ !

ଭୁବନେଶ୍ବର: ପୂର୍ବତନ ବିଜେଡି ବିଧାୟିକା ଲତିକା ପ୍ରଧାନଙ୍କ ସାଂଘାତିକ ଅଭିଯୋଗ । ଦଳର ଆସିକା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ସାଜିଥିଲେ ବିଭୀଷଣ ! ଦଳୀୟ ପ୍ରାର୍ଥୀଙ୍କୁ ହରାଇବାକୁ ବିଜେପି ସହ ମିଳାଇଥିଲେ ହାତ ! ବିଜେଡି ନେତ୍ରୀ ଲତିକା ପ୍ରଧାନଙ୍କର ଏଭଳି ବିସ୍ଫୋରକ ବୟାନକୁ ନେଇ ସରଗରମ…

ଡ୍ରାଇଭିଂ ଟେଷ୍ଟିଂ ବେଳେ ଆଉ ହେବନି ପକ୍ଷପାତ…

ଭୁବନେଶ୍ବର: ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଆର୍ଟିଫିସିଆଲ ଇ​​‌ଣ୍ଟେଲିଜେନ୍ସ (ଏଆଇ) । ଗତବର୍ଷ ୬ଟି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ବ୍ୟବସ୍ଥାର ପ୍ରୟୋଗ କରାଯାଇଥିଲା ଯାହା ସଫଳ ହୋଇଛି । ଏହା ପରେ ଏବେ ପ୍ରାଥମିକ ପର୍ଯ୍ୟାୟରେ ୧୯ଟି ସ୍ଥାନରେ ଏଆଇ ଟେଷ୍ଟିଂ କରାଯିବା ପାଇଁ…

ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଅକ୍ଟୋବର ୧୬ ଅର୍ଥାତ୍ ଆସନ୍ତାକାଲି ରୁ ଦୁଇ ଦିନିଆ ହରିୟାଣା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୭ ତାରିଖରେ ଚଣ୍ଡିଗଡ ଠାରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହିତ ସେହି ଦିନ ଚଣ୍ଡିଗଡ଼ ଠାରେ ଏନଡିଏ…

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ । ଓପିଏସସିର…

ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା । ବାହାର ରାଜ୍ୟର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ଆଜି ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏପରିକି କେବଳ ମଣ୍ଡିରେ…

ସରି ମମି…ପୁଅର ଶେଷ ଚିଠି

ଭୁବନେଶ୍ବର: ଦୂରେଇ ଗଲେ ପ୍ରେମିକା ! ସହିପାରିଲେନି ବିଚ୍ଛେଦ ! ପ୍ରେମରେ ବିଫଳ ହେବା ପରେ ହାରିଲେ ଜୀବନ । ଦଶହରାରେ ଭୁବନେଶ୍ବରରେ ଯେତେବେଳେ ସବୁଠି ଥିଲା ସେଲିବ୍ରେସନର ମାହୋଲ, ସେତେବେଳେ ଜୀବନର ଶେଷ ନିଷ୍ପତ୍ତି ନେଇ ସାରିଥିଲେ ଇଂଜିନିୟର ରୋନିତ ଜେନା । କିଛି ଦିନ ଧରି ଦୁଶ୍ଚିନ୍ତାରେ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା…

ଅଶାଳୀନ ମନ୍ତବ୍ୟ ଦେଇ ଗିରଫ ହେଲେ ୟୁ ଟ୍ୟୁବର

ଭୁବନେଶ୍ବର: ଅପଶବ୍ଦ ବ୍ୟବହାର କରି ବନ୍ଧାହେଲେ ୟୁ ଟ୍ୟୁବର । ଏଭଳି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱରରେ । କ୍ୟାପିଟାଲ ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ୟୁ ଟ୍ୟୁବରଙ୍କୁ ଗିରଫ କରିଛି କମିଶନରଟ୍ ପୋଲିସର ସାଇବର ଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ୟୁ ଟ୍ୟୁବର ଶଙ୍କର ଓମ୍‌ ସରଣ ଓରଫ…

କ’ଣ କରିବେ ଅମର ଶତପଥୀ?

ଭୁବନେଶ୍ବର: ବଢିଲା ବିଜେଡି କଳି। ଅମର ଶତପଥୀ ବନାମ ଲେନିନ ମହାନ୍ତି । ବରିଷ୍ଠ ନେତା ଅମର ଶତପଥୀଙ୍କୁ ଦଳ ଛାଡି ଚାଲିଯିବାକୁ କହିଲେ ଲେନିନ ମହାନ୍ତି । ଅମର ଶତପଥୀ କହିଲେ, ସେ ଦଳରେ ନାହାନ୍ତି । ନିର୍ବାଚନରେ ହାରିବା ପରଠୁ ବିଜେଡି ଘରକଳି ଥମିବାର ନାଁ ନେଉନି । ନିର୍ବାଚନ ପରାଜୟର…