Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୬ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ୨୦୨୪ରେ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପାଇଁ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା ସରକାରୀ…

ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ଦୁର୍ଗାପୂଜା ପୂର୍ବରୁ ଅର୍ଥାତ୍ ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଥିବାବେଳେ, ତୃତୀୟ ପର୍ଯ୍ୟାୟ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ…

ଦୁର୍ଗା ପୂଜା ପାଇଁ ଇକୋ-ଫ୍ରେଣ୍ଡଲି ଗାଇଡଲାଇନ ଜାରି କଲା ବିଏମସି

ଭୁବନେଶ୍ୱର: ଓଡ଼ିଶା ରାଜଧାନୀରେ କିପରି ଶାରଦୀୟ ଦୁର୍ଗା ପୂଜା ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ଓ ଏହା ସହ କିପରି ପରିବେଶ ଅନୁକୂଳ ରହିବ ସେନେଇ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ଏନେଇ ବୁଧବାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଦ୍ୱାରା ଏକ ନିର୍ଦ୍ଦେଶନାମା ଜାରି…

ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନର ଶୁଭାରମ୍ଭ, ଫୋକସରେ ଛାତ୍ର ଓ ମହିଳା

ଭୁବନେଶ୍ୱର: ବିଜେଡିର ସଦସ୍ୟତା ଅଭିଯାନର ଶୁଭାରମ୍ଭ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ । ତାଙ୍କ ସଦସ୍ୟତାର ନବୀକରଣ କରି ଏକାମ୍ରରୁ ରାଜ୍ୟର ପ୍ରଥମ ସଦସ୍ୟ ହେଲେ ନବୀନ ପଟ୍ଟନାୟକ। ଶଙ୍ଖ ଭବନରେ ଏହାର ଶୁଭାରମ୍ଭ ହୋଇଛି। ଏହା ସହ ଜିଲ୍ଲା ସଦର…

ବଢିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି

ଭୁବନେଶ୍ବର: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରଙ୍କ ଏହି ନିଷ୍ପତ୍ତି ପିଛିଲା ଭାବେ ୨୦୨୪ ଜାନୁଆରୀ…

୪୫୬ଟି ଥାନାରେ ଅଚଳ, ୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ବର: ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି । ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍ । ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି । ସେହିପରି ୧୩ଟି ଥାନାରେ ସିସିଟିଭି…

କେନ୍ଦ୍ରକୁ ସୁପ୍ରିମ ଛାଟ…ଓଡିଶା ହେବ ମାଲେମାଲ

ଭୁବନେଶ୍ବର: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ। ଆଉ ଫାଙ୍କି ପାରିବନି କେନ୍ଦ୍ର । ଖଣିଜ ସଂପଦରେ ଭରପୂର ଓଡିଶା ହେବ ମାଲେମାଲ୍। ପୂର୍ବରୁ ଖଣି କ୍ଷେତ୍ରରୁ ଆଦାୟ ହେଉଥିବା ସେସରୁ କେନ୍ଦ୍ର ବିପୁଳ ଲାଭ ପାଉଥିବା ବେଳେ ରାଜ୍ୟ କାଣି କଉଡିଟିଏ ବି ପାଉନଥିଲେ। ହେଲେ ଏବେ ସର୍ବୋଚ୍ଚ କୋର୍ଟଙ୍କ…

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ବାବୁ, ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ…

ଦୁର୍ଗାପୂଜା ପାଇଁ ଆସନ୍ତାକାଲିଠୁ ଟୁଇନ ସିଟିରେ ଟ୍ରାଫିକ କଟକଣା

ଭୁବନେଶ୍ଵର: ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେଲା ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୪ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହୋଇଛି । ୧୨ଟି ରୁଟ୍‌ରେ ୧୨ ଘଣ୍ଟା ପର୍ଯ୍ୟନ୍ତ ଭାରି ଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏନେଇ ବିଜ୍ଞପ୍ତି ଜାରି କରିଛି…

ଇତିହାସ ରଚିବ ସୁଭଦ୍ରା: ୯ ତାରିଖ ଦିନ ୧୨ଟା ପୂର୍ବରୁ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନେଶ୍ଵର: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ପ୍ରତ୍ୟେକ ଦିନ ୩୦ ହଜାର ମହିଳା ଏହି ଯୋଜନାରେ ଯୋଡ଼ି ହେଉଛନ୍ତି । ଏଯାବତ୍ ପଞ୍ଜୀକରଣ ୧ କୋଟି ଟପିଗଲାଣି । ମହିଳା ସଶକ୍ତୀକରଣର ନୂଆ ଇତିହାସ ରଚିବ ସୁଭଦ୍ରା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…