Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଉତ୍କଳ ବିଶ୍ଵବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା । ଏ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି। ପିଜି କାଉନସିଲ୍ ଅଫିସରେ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ର। ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । କିନ୍ତୁ ଏକ ବିଭାଗରେ ଓ୍ବେଟିଂ ଲିଷ୍ଟରେ ମଧ୍ୟ ନାମ…

ଅକ୍ଟୋବର ୯ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ୩ ଦିନ ପରେ ବ୍ୟାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା। ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ସରକାର। ଗତ ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ବିତୀୟ…

୩ ବର୍ଷ ବଢିଲା ଆଳୁ ମିସନ ଅବଧି; ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆସିବ

ଭୁବନେଶ୍ବର: ‘ଆଳୁ’ ସଂକଟର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ନୂଆ ଯୋଜନା। ଆଳୁ ମିସନ ଅବଧିକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥି ସହିତ ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବା ପାଇଁ ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଉଦ୍ୟାନକୃଷି…

ଏଠି ଗୋଟେ ନୁହେଁ ୪ଟା ସରକାର !

ଭୁବନେଶ୍ବର: ବିଜେପି ସରକାରକୁ ଜଣେ ନୁହେଁ ୪ଜଣ ଚଳାଉଛନ୍ତି । ପୂର୍ବ ବିଜେଡି ସରକାରକୁ ଏକା ନବୀନ ପଟ୍ଟନାୟକ ଚଳାଉଥିଲେ । ହେଲେ ବିଜେପିରେ ଗୋଟେ ନୁହେଁ ୪ଟା ସରକାର ବୋଲି କହି ଆକ୍ଷେପ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ରେଢାଖୋଲରେ ପ୍ରସନ୍ନଙ୍କର ଏଭଳି ବୟାନକୁ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୭ ତାରିଖ ସୋମବାର ଦିନ…

ଭରତପୁର ଥାନା ଘଟଣା: ସତ୍ୟପାଠ ଦାଖଲ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ…

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଜେଡ଼ିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ବିଜେପି ଦ୍ବାରା ଆୟୋଜିତ ହେଉଥିବା ଯୋଜନା ଭିତ୍ତିକ କନିଷ୍ଠ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ବିଜେଡ଼ି ବିରୋଧ କରିଛି। ଏହାକୁ ନେଇ ବିଜେଡ଼ି ପକ୍ଷରୁ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ବିଜେଡ଼ିର ମୁଖପାତ୍ର ଲେନିନ୍  ମହାନ୍ତି ଓ…

ଏହି ଦିନ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡ଼ା । ସୂଚନା ମୁତାବକ, ୨୦୨୪ ଡିସେମ୍ବର ୨୬ ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା ହେବ ।…

ହଷ୍ଟେଲରେ ତରକାରୀରୁ ବାହାରିଲା ଝିଟିପିଟି ସହ ବିଛା

ଭୁବନେଶ୍ୱର: ରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା । ଏପରି ଘଟଣା ସାମ୍ନାକୁ ଆସିଛି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ । ପିଲାଙ୍କୁ ରାତି ଖାଇବାରେ ଦିଆଯାଇଥିବା ଆଳୁ ତରକାରୀରେ ଏସବୁ ବାହାରିଥିଲା । ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।…

ଆଜି ନିଯୁକ୍ତି ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ…