Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଧରା ପଡିଲେ ଅମାନିଆ ଗାଡି ଚାଳକ, ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର: ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା । ଓମ୍‌ଫେଡ୍‌ ଛକ ନିକଟରେ କାର୍‌ରୁ ଟଙ୍କା ଜବତ କଲା ପୋଲିସ । ୪ ଲକ୍ଷ ୭୭ ହଜାର ଟଙ୍କା ଜବତ ସହ ଜଣେ ଯୁବକକୁ ଅଟକ ରଖିଛି ପୋଲିସ । ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୋଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା…

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ…

ନର୍ସିଂ ଆନ୍ଦୋଳନ ସମ୍ପର୍କରେ ବଡ ଖବର ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଆନ୍ଦୋଳନ ପ୍ରତ୍ୟାହୃତ ପାଇଁ ନର୍ସିଂ ସଂଘ ରାଜି ହୋଇଥିବା ନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ସନ୍ଧ୍ୟାରେ ଆଲୋଚନା ପରେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି…

ଆସନ୍ତା ସୋମବାରରେ ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ଅର୍ଥାତ୍ ସୋମବାର ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ…

ରାତି ୨ଟାରେ ମହିଳା ଥାନାକୁ ଗଲେ…

ଭୁବନେଶ୍ବର: ଚୋର ଡାଳେ ଡାଳେ ଗଲେ ପୋଲିସ ପତ୍ରେ ପତ୍ରେ ଯାଉ । ରାତି ୨ଟାରେ ବି ମହିଳା ଥାନାକୁ ଗଲେ ଧୈର୍ଯ୍ୟର ସହ ଶୁଣ । ଅପରାଧୀ ଯେଉଁ ପଦରେ ରହିଲେ ବି ହେଉ ଆକ୍ସନ୍ । ଜିଲ୍ଲାପାଳ ଓ ଏସପିଙ୍କ ସମ୍ମିଳନୀର ଦ୍ବିତୀୟ ଦିନରେ ଅଧିକାରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…

ବବି କରୁଛନ୍ତି ବଡ଼ ପ୍ଲାନ୍ !

ଭୁବନେଶ୍ବର: କ୍ଷମତାକୁ ଫେରିବାକୁ ବବି ଚଳାଇବେ କି ଗୋଟି ? ବଢୁଛି ଯାଜପୁର ବିଧାୟିକାଙ୍କ ଇସ୍ତଫା ଚର୍ଚ୍ଚା । ସୁଜାତାଙ୍କ ଇସ୍ତଫା ପରେ ବ୍ୟାକଡୋରରେ ବିଧାନସଭାକୁ ଆସିବାକୁ ବବି କରୁଛନ୍ତି କି ପ୍ଲାନ୍ ! ବିଜେଡିର ଅନ୍ୟତମ କ୍ଷମତାକେନ୍ଦ୍ର ରହିଥିବା ପ୍ରଣବ ପ୍ରକାଶ ଦାସ ପୁଣି କ୍ଷମତାକୁ…

‘ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ’

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅବାହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଯାଇଛି । ବୈଠକରେ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଶାରେ ବିଶ୍ୱବିଦ୍ୟାଳୟ ମାନଙ୍କରେ ଖାଲି ପଡିରହିଥିବା ଅଧ୍ୟାପକ ପଦବୀ ଗୁଡିକ ଯେପରି ଅତି ଶୀଘ୍ରରୁ ଶୀଘ୍ର ପୂରଣ ହୋଇପାରିବ ସେହି ଦିଗରେ ପଦକ୍ଷେପ…

ଓଡିଶାରେ ଅପରାଧ ରୋକିବା ଦିଗରେ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ ନିମନ୍ତେ ଓଡିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ । ଏନେଇ ଆଜି ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ…

ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣା । ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ କଲେ ପୋଲିସ ଅଧିକାରୀଙ୍କ ମା'। କୋର୍ଟ ଆଦେଶ ଅବମାନନା ନେଇ ପୋଲିସ ଅଫିସରଙ୍କ ମା’ ଏହି ଅଭିଯୋଗ ଆଣି ଥାନାରେ ଅଭିଯୋଗ କରିଛନ୍ତି । ମେଜର କିମ୍ବା ବାନ୍ଧବୀଙ୍କ…

କୋଡ଼ିଏ ବର୍ଷରେ ‘ବାହାରେ ବର୍ଷା’: ଏକ ପାଠକୀୟ ଆସର

ଭୁବନେଶ୍ୱର: ସରୋଜ ବଳଙ୍କ ପ୍ରଥମ ଉପନ୍ୟାସ ‘ବାହାରେ ବର୍ଷା’ କୁ କୋଡ଼ିଏ ବର୍ଷ ପୁରିଛି । ଏହି ଅବସରରେ ‘ଟାଇମ୍‍ପାସ୍‍’ ଦ୍ୱାରା ପ୍ରକାଶିତ ଏହାର ପଞ୍ଚମ ସଂସ୍କରଣ ଲୋକାର୍ପିତ ହେବା ସହିତ ଏକ ମନୋଜ୍ଞ ପାଠକୀୟ ଆସର ଆୟୋଜିତ ହୋଇଯାଇଛି । ୱିସଡମ୍‍ ଟ୍ରି ଗ୍ଲୋବାଲ ସ୍କୁଲ ପରିସରରେ ଏକ ବର୍ଷଣମୁଖର…