Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିୟୋ କ୍ଲିନିକର ପ୍ରତିନିଧି: କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ଆଗେଇବ ଓଡ଼ିଶା

ଭୁବନେଶ୍ୱର: ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ସାକ୍ଷାତ କରିଛନ୍ତି। ଓଡିଶାରେ ଦୂରାରୋଗ୍ୟ କର୍କଟ ଚିକିତ୍ସା କ୍ଷେତ୍ରରେ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ…

ରାଜ୍ୟରେ ଶେଷ ହେବ ଆନ୍ତଃ ରାଜ୍ୟ ବିବାଦ: ସରକାର ଗଠନ କରିବେ ଆନ୍ତ ମନ୍ତ୍ରୀସ୍ତରୀୟ କମିଟି

ଭୁବନେଶ୍ୱର: ଓଡ଼ିଶା ସହିତ ଅନ୍ୟ ରାଜ୍ୟ ମାନଙ୍କର ବିବାଦର ହେବ ଶେଷ। ରାଜ୍ୟ ସରକାର ଏନେଇ ନେଇଛନ୍ତି ବଡ ପଦକ୍ଷେପ। ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ ରାଜ୍ୟ ସରକାର । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଆସିବ ସ୍ବଚ୍ଛତା: ଅନିୟମିତତା କଲେ ଜେଲ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି କ୍ୟାବିନେଟ୍‌ ବୈଠକରେ ନିଯୁକ୍ତି ପରୀକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

୨ ନୂଆ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ: ‘ଗୋମାତା’ ଯୋଜନା ପାଇଁ ୩୪୨.୬୫କୋଟି

ବୁବନେଶ୍ଵର : ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ  ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।  ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ…

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରିବ ବିଜେପି: ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ତାରିଖକୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ ତମ ଜନ୍ମଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯିବ । ଏନେଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୁଚନା ଦେଇଛନ୍ତି । ସେ କହିଛନ୍ତି…

ସରକାରୀ କାର୍ଯ୍ୟ ପାଇଁ ଏଥର ବିମାନରେ ଯାତ୍ରା କରିପାରିବେ ମନ୍ତ୍ରୀ….

ଭୁବନେଶ୍ୱର: ସରକାରୀ କାର୍ଯ୍ୟ ପାଇଁ ଏଣିକି ମନ୍ତ୍ରୀମାନେ ବିମାନରେ ଯାତ୍ରା କରିପାରିବେ । ଏନେଇ ଆଜି ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଉଭୟେ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀ ବିମାନରେ ଯାତ୍ରା କରିପାରିବେ ।…

ବଦଳିଲା ନିୟମ, ୭ ବର୍ଷ ପରେ ଏସଆଇ ହୋଇପାରିବେ ଇନ୍ସପେକ୍ଟର

ଭୁବନେଶ୍ୱର: ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର । ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସଆଇ) ହୋଇପାରିବେ ଇନ୍ସପେକ୍ଟର । ପୂର୍ବରୁ ଏହା ୧୦ ବର୍ଷ ଥିବାବେଳେ ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ବର୍ଦ୍ଧିତ ପିଆଜ ଦରକୁ ନେଇ ପ୍ରତିକ୍ରିୟା ଦେଲେ ମନ୍ତ୍ରୀ, କହିଲେ..

ଭୁବନେଶ୍ୱର: ବର୍ତ୍ତମାନ ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ ଚାଲିଛି । ଏହି ସମୟରେ ଅନେକ ଲୋକ ବିନା ପିଆଜ ରସୁଣ ଅର୍ଥାତ୍ ସୁଦ୍ଧ ଶାକାହାରୀ ଖାଇବା ଖାଉଛନ୍ତି । ହେଲେ ଆଶ୍ଚର୍ଯ୍ୟର କଥା ଯେ, ପଞ୍ଚୁକ ସମୟରେ ମଧ୍ୟ ପିଆଜ ଦର ଆକାଶ ଛୁଆଁ ହୋଇଛି । ବର୍ତ୍ତମାନ ବଜାରରେ ପିଆଜ କିଲୋ ପିଛା…

ସୁଭଦ୍ରା ଟଙ୍କା ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ । ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ…

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ; କିଛି ଜିଲ୍ଲାରେ ହାଲୁକା ବର୍ଷା, ୧୬ ପରେ ବଢ଼ିପାରେ ଶୀତ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବା କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଛଅ ଗୋଟି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହି ଜିଲ୍ଲା ଗୁଡିକର ଗୋଟିଏ…