Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସୁଭଦ୍ରା ଯୋଜନା: ୨ ହଜାର ଆବେଦନ ଖାରଜ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଅଧୀନରେ ଆବେଦନ କରିଥିବା ୨ ହଜାର ମହିଳାଙ୍କ ଆବେଦନ ପତ୍ର ଖାରଜ କରାଯାଇଛି l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆକାଉଣ୍ଟ ସଠିକ୍‌ ନଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ ବୋଲି କହିଛନ୍ତି ପ୍ରଭାତୀ ପରିଡା l ଶତ ପ୍ରତିଶତ ଆବେଦନ…

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ମନମୋହନ l ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି l ଟଙ୍କା ଫେରସ୍ତ ନେଇ…

ଆସନ୍ତା ୩ ଘଣ୍ଟା ପାଇଁ ଟୁଇନ୍‌ ସିଟିକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ l ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ l ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l…

ମହଙ୍ଗା ପଡିଲା ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା, ପୁଲିସ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ!

ଭୁବନେଶ୍ୱର: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ବଦଳିଲେ ଭରତପୁର ଥାନା ଅଧିକାରୀ।  ଥାନା ଆଇଆଇସି ସମେତ ମହିଳା ଏଏସଆଇ ଓ ଜଣେ କନଷ୍ଟେବଳ ବଦଳିଲେ। ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଡିସିପି ହେଡକ୍ୱାର୍ଟର୍ସକୁ ବଦଳି କଲେ ପୋଲିସ କମିଶନର। ତାଙ୍କ…

ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅସୁସ୍ଥତା ହେତୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଖବରପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ…

ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସମୀକ୍ଷା; ସବୁ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ପର୍କରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଗୁଆ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଭାରତୀୟ…

୨୮୭୧ କୋଟିର ବିଭିନ୍ନ ରେଳ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: 'ସୁଭଦ୍ରା' ଯୋଜନା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ଆସି ଓଡିଶା ପାଇଁ ୨୮୭୧ କୋଟି ମୂଲ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ରେଳ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ସଂଯୋଗକୁ ଦୃଢ଼ୀଭୁତ କରାଇବା ସହିତ…

ଗୋ-ଧ୍ବଜା ସ୍ଥାପନା ସହ ଗୋ-ମାତାକୁ ରାଷ୍ଟ୍ର ମାତା ଘୋଷଣା ପାଇଁ ଓଡିଶା ଆସିବେ ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର: ସନାତନ ଧର୍ମରେ ଗାଈକୁ ମା’ର ମାନ୍ୟତା ଦିଆଯାଇଛି, ଏହା ସନାତନ ଧର୍ମୀ ହିନ୍ଦୁମାନଙ୍କର ପବିତ୍ର ଭାବନା ଓ ବିଶ୍ୱାସ । ଏହି ଧାର୍ମିକ ବିଶ୍ୱାସ ପାଇଁ ସମ୍ବିଧାନ ଓ ଆଇନରେ ଗାଈକୁ ରାଜ୍ୟ ତାଲିକାରୁ ହଟାଇ କେନ୍ଦ୍ରୀୟ ତାଲିକାରେ ରଖାଯାଇଛି ଏବଂ ଗୋ ମାତାଙ୍କୁ ସମ୍ମାନ ଦେବା ସହ…

ମେଡିକାଲରେ ବୃଦ୍ଧି ହେବ ୭୫ ହଜାର ସିଟ୍

ଭୁବନେଶ୍ବର: ଓଡିଶା ସମେତ ବିଭିନ୍ନ ରାଜ୍ୟରେ ବଢିବ ମେଡିକାଲ ସିଟ୍ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ମୋଦି କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା । ଓଡ଼ିଶାର ମା’ ମାନଙ୍କ ପାଇଁ…

“ମହିଳାଙ୍କୁ ସଶକ୍ତ କରୁ ‘ସୁଭଦ୍ରା’, ମହିଳାଙ୍କ ବିକାଶ ଓଡିଶାର ବିକାଶର ମୂଳମନ୍ତ୍ର”

ଭୁବନେଶ୍ବର: ମହିଳାଙ୍କ ବିକାଶ ଓ ବଢୁଥିବା ସାମର୍ଥ୍ୟ ହିଁ ଓଡିଶା ବିକାଶର ମୂଳମନ୍ତ୍ର । ପ୍ରଭୁ ଜଗନ୍ନାଥଙ୍କ ସାଙ୍ଗରେ ଭଉଣୀ ସୁଭଦ୍ରାଙ୍କ ଉପସ୍ଥିତି ମଧ୍ୟ ଆମକୁ ଏହି ବାର୍ତ୍ତା ଦେଉଛି । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ…