Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଗୁରୁବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ: ରାତିପାହିଲେ ମାର୍ଗଶିର କୃଷ୍ଣ ନବମୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ…

୨୪ ଜଣ ଲେଖକଙ୍କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫

ଭୁବନେଶ୍ୱର: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପୁରସ୍କାର ପାଇଁ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି । ୨୪ ଜଣ ପୁରସ୍କାର ବିଜେତାଙ୍କୁ ମାନପତ୍ର ସହିତ ୫୦ ହଜାର ଟଙ୍କାର ଚେକ୍ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯିବ । ବାର୍ଷିକ…

ବିଆଇପିଏଫ୍ ପକ୍ଷରୁ ଶାମ୍ଭବୀ ପୁରସ୍କାର ୨୦୨୬ ନିମନ୍ତେ ନାମାଙ୍କନ ପତ୍ର ଆହ୍ଵାନ

ଭୁବନେଶ୍ୱର: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ୧୩ତମ ଶାମ୍ଭବୀ ପୁରସ୍କାର ପାଇଁ ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି, ବ୍ୟକ୍ତିବିଶେଷଙ୍କ ଗୋଷ୍ଠୀ ଏବଂ ସଂଗଠନରୁ ଆବେଦନ ଆମନ୍ତ୍ରଣ କରାଯାଇଛି । ଏହି ପୁରସ୍କାରରେ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର, ଏକ…

ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଏଣିକି ସହଜ ହେବ ପଟ୍ଟା ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି । ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ…

ନୂଆପଡା ଉପନିର୍ବାଚନରେ ସରକାରୀ କଳର ଅପବ୍ୟବହାର ସତ୍ତ୍ୱେ, ବିଜେଡି ବିଜୟ ହେବ: ବିଜେଡି

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନରେ ବିଜେପି ସରକାରୀ କଳର ଅପବ୍ୟବହାର କରିଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ । ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରି ନିର୍ବାଚନ ବୈତରଣୀ ପାର ହେବା ପାଇଁ ଅପଚେଷ୍ଟା କରିଛି ବୋଲି ଆଜି ବିଜେଡି ଅଭିଯୋଗ କରିଛି । ଏହାସତ୍ତ୍ୱେ, ବିଜୁ ଜନତା ଦଳର…

ଓଡ଼ିଶା ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଅଭିଯୁକ୍ତ ଶଙ୍କରର ସହଯୋଗୀ ସାଗର ଗୌଡ଼ା ଗିରଫ

ଭୁବନେଶ୍ବର: ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲା ଗିରଫ ହେଲା ଶଙ୍କର ପୃଷ୍ଟିର କେୟାରଟେକର । କେୟାରଟେକର ସାଗର ଗୌଡ଼କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଦୀଘା ମଡ୍ୟୁଲର ଦାୟିତ୍ଵରେ ସାଗର ଥିବା ସୂଚନା ମିଳିଛି। ସାଗର ଜରିଆରେ ଏଜେଣ୍ଟଙ୍କ ସହ ଲିଙ୍କରେ ଆସୁଥିଲା ଶଙ୍କର ।…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ, ଯୋଗ ଦେଲେ ୨ହଜାରରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ…

Nuapada Election: ନୂଆପଡାରେ ଭୟଙ୍କର ଭୋଟ ଚୋରୀ ହୋଇଛି: ଭକ୍ତ

ଭୁବନେଶ୍ୱର: ଏକ ପ୍ରେସବାର୍ତ୍ତା ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଗମ୍ଭୀର ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ବର୍ତ୍ତମାନ ଭୟଙ୍କର ଭାବେ ଭୋଟ ଚୋରୀ ଆରମ୍ଭ ହୋଇଯାଇଛି । ପୋଲିସ ବଳର ସମ୍ପୂର୍ଣ୍ଣ ଅପ ପ୍ରୟୋଗ କରାଯାଇଛି । କୋମନାର ଜିତମିତ୍ର ହାଇସ୍କୁଲ ବୁଥରେ ଜଣେ…

ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ପରୀକ୍ଷା କରାଯିବ ।…

ସଫେଇ କର୍ମଚାରୀ ସହଦେବ ନାୟକ ହତ୍ୟାକାଣ୍ଡ ମାମଲା: ଧରାପଡିଲା ମାଷ୍ଟରମାଇଣ୍ଡ ସୁଲେଇ ନାୟକ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ବିଏମସି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ ହତ୍ୟା ଘଟଣାରେ ମାଷ୍ଟମାଇଣ୍ଡ ଗିରଫ । ଦୀର୍ଘ ୧୦ ମାସ ପରେ ଏହି ହତ୍ୟା ଘଟଣାର ମାଷ୍ଟମାଇଣ୍ଡ ସୁଲେଇ ନାୟକକୁ ବାନ୍ଧିଲା ମଞ୍ଚେଶ୍ବର ଥାନା ପୋଲିସ । ଏହାକୁ ମିଶାଇ ୭ରେ ପହଞ୍ଚିଛି ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ।…