Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର…

ଆହୁରି ୨ଦିନ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି…

ଆଜି ବିଶ୍ୱକର୍ମା ପୂଜା : ଜାଣନ୍ତୁ ପୂଜା ବିଧି ଓ ମହତ୍ତ୍ବ

ଭୁବନେଶ୍ଵର: ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଗାଁରୁ ସହର ସବୁଠି ଉତ୍ସବ ମୁଖର । କଳକାରଖାନା ଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନରେ ବେଶ ଧୂମାଧାମରେ ପାଳନ କରାଯାଉଛି ପୂଜା । ପ୍ରାଚୀନ କାଳରୁ ସମସ୍ତ ରାଜଧାନୀର ନିର୍ମାଣ ଭଗବାନ ବିଶ୍ୱକର୍ମା ହିଁ କରିିଥିଲେ । ସ୍ୱର୍ଗ ଲୋକ,…

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା; ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ପ୍ରଭାବରେ ଆଗକୁ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ପରେ…

ରାଜଧାନୀରେ କବାଟତଡା ଗ୍ୟାଙ୍ଗ ପ୍ରତି ସାବଧାନ! ଆପାର୍ଟମେଣ୍ଟ ପଶି କରୁଛନ୍ତି ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ଅସୁରକ୍ଷିତ ରାଜଧାନୀବାସୀ। ଭୁବନେଶ୍ୱରର ଆପାର୍ଟମେଣ୍ଟରେ ଚାଲିଛି ଲୁଟ୍‌ପାଟ୍। ଚନ୍ଦକା ଥାନା ଅଞ୍ଚଳର ଗୋଠପାଟଣା ସ୍ଥିତ ଆକ୍ରୋପଲିସ୍ ଆପାର୍ଟମେଣ୍ଟରେ ଦୁଇ ଦୁଇଟି ଲୁଟ୍ ଘଟଣା ଫ୍ଲାଟ୍ ମାଲିକଙ୍କୁ ଭୟଭୀତ କରିଛି। ଦିନକ ତଳେ ଏହି…

ଥାନାରେ ଏସଆଇଙ୍କୁ ଆକ୍ରମଣ କଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର: ରାଜଧାନୀର ଭରତପୁର ଥାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଥାନା ଭିତରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି । ଯେଉଁଥିରେ ଥାନାର ଏସଆଇଙ୍କ ସମେତ ଚାରି ଜଣ ଆହତ ହୋଇଛନ୍ତି । ଖବର ମୁତାବକ, ମେଜର ଓ ତାଙ୍କ ବାନ୍ଧବୀ ରାସ୍ତାରେ କେହି…

୧୭ରେ ଆସୁଛନ୍ତି ମୋଦି: ଜଗିବେ ୮୧ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ୧୭ ତାରିଖ ଅର୍ଥାତ ମଙ୍ଗଳବାର ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ତାଙ୍କର ଜନ୍ମ ଦିବସ ଅବସରରେ ରାଜ୍ୟରେ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗ…

ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ଵର: ପରୀକ୍ଷାମୂଳକ ଭାବେ 'ସୁଭଦ୍ରା' ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । 'ସୁଭଦ୍ରା' ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତା ଗଲା ୧ ଟଙ୍କା । ଏନେଇ 'ସୁଭଦ୍ରା'ଶୋଭାଯାତ୍ରାରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଶେଷ…

ସକ୍ରିୟ ରହିଛି ଗଭୀତ ଅବପାତ, ଉତ୍ତର ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଗଭୀତ ଅବପାତ । ପ୍ରଭାବରେ ଉତ୍ତର ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପୂର୍ବାହ୍ନ ଯାଏ ଗଭୀର ଅବପାତ ରୂପରେ ସକ୍ରିୟ ରହିବ । ଆଗାମୀ ୨୪ ଘଣ୍ଟାରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାପରେ…

‘ମୁଁ ମଧ୍ୟ ନିଜ ଆଖିକୁ ଦାନ କରିବାକୁ ପ୍ରସ୍ତୁତ’

ଭୁବନେଶ୍ୱର: ଏଲ୍ ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟର ୧୪ ତମ ଚକ୍ଷୁ ବ୍ୟାଙ୍କ୍ ଓ ସ୍ୱଚ୍ଛ ପଟଳ ସମ୍ବନ୍ଧୀୟ ଜାତୀୟ ସମ୍ମିଳନୀ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦାନ କରି କହିଥିଲେ ଯେ, ଅଙ୍ଗଦାନ କରି ଯେପରି ଜଣେ ବ୍ୟକ୍ତିକୁ…