Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମହଙ୍ଗା ପଡିଲା ଦାଦାବଟି ମାଗିବା, ପୁଣି ଗିରଫ ହେଲା ରଘୁଆ

ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଦାଦା ମାନଙ୍କର ଦାଦାଗିରି । ଦାଦାବଟି ନ ଦେବାରୁ ଲୋକଙ୍କୁ ଦେଖାଉଛନ୍ତି ନାଲିଆଖି । ଜେଲରୁ ଫେରି ଦାଦାବଟି ମାଗୁଥିବା ଦାଦାକୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ପୋଲିସ । ସୂଚନା ଅନୁସାରେ,…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ…

୧୬ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୋହନ ସରକାର । ନିବନିଯୁକ୍ତି ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଆୟୋଜିତ ସ୍ବତନ୍ତ୍ର…

କେମିକାଲ ଫ୍ୟାକ୍ଟ୍ରିରୁ ଲିକ୍ ହେଲା ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ

ଭୁବନେଶ୍ୱର: କେମିକାଲ ଫ୍ୟାକ୍ଟ୍ରିରୁ ରାସାୟନିକ ଗ୍ୟାସ ଲିକ୍। ଶୁଭମ୍ କେମିକାଲ ନାମକ ଏକ କେମିକାଲ ଫ୍ୟାକ୍ଟ୍ରିରୁ ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ ଲିକ୍ ହୋଇଥିବା ସୂଚନା ମିଳିଛି। ପ୍ରାୟ ଅଧଘଣ୍ଟା ଧରି ଗ୍ୟାସ ଲିକ୍ ଚାଲିଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହାକୁ…

ଉତ୍କଳ ବିଶ୍ଵବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା । ଏ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି। ପିଜି କାଉନସିଲ୍ ଅଫିସରେ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ର। ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । କିନ୍ତୁ ଏକ ବିଭାଗରେ ଓ୍ବେଟିଂ ଲିଷ୍ଟରେ ମଧ୍ୟ ନାମ…

ଅକ୍ଟୋବର ୯ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ୩ ଦିନ ପରେ ବ୍ୟାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା। ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ସରକାର। ଗତ ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅକ୍ଟୋବର ୯ରେ ପ୍ରଥମ କିସ୍ତିର ଦ୍ବିତୀୟ…

୩ ବର୍ଷ ବଢିଲା ଆଳୁ ମିସନ ଅବଧି; ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆସିବ

ଭୁବନେଶ୍ବର: ‘ଆଳୁ’ ସଂକଟର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ନୂଆ ଯୋଜନା। ଆଳୁ ମିସନ ଅବଧିକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥି ସହିତ ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବା ପାଇଁ ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଉଦ୍ୟାନକୃଷି…

ଏଠି ଗୋଟେ ନୁହେଁ ୪ଟା ସରକାର !

ଭୁବନେଶ୍ବର: ବିଜେପି ସରକାରକୁ ଜଣେ ନୁହେଁ ୪ଜଣ ଚଳାଉଛନ୍ତି । ପୂର୍ବ ବିଜେଡି ସରକାରକୁ ଏକା ନବୀନ ପଟ୍ଟନାୟକ ଚଳାଉଥିଲେ । ହେଲେ ବିଜେପିରେ ଗୋଟେ ନୁହେଁ ୪ଟା ସରକାର ବୋଲି କହି ଆକ୍ଷେପ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ରେଢାଖୋଲରେ ପ୍ରସନ୍ନଙ୍କର ଏଭଳି ବୟାନକୁ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୭ ତାରିଖ ସୋମବାର ଦିନ…

ଭରତପୁର ଥାନା ଘଟଣା: ସତ୍ୟପାଠ ଦାଖଲ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ…