Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜିଠୁ କମିବ ବର୍ଷାର ପରିମାଣ; ୧ ଆଉ ଏକ ଲଘୁଚାପ!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ…

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ, ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍‌ । ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି । ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା ।…

କୁଖ୍ୟାତ ବନ୍ଧୁକ ବେପାରୀକୁ ଗିରଫ କଲା କମିଶନରେଟ୍ ପୋଲିସ, ୧୦ଟି ସେମି ଅଟୋମେଟିକ ବନ୍ଧୁକ ଜବତ

ଭୁବନେଶ୍ୱର: ରାଜଧାନୀରୁ କୁଖ୍ୟାତ ବନ୍ଧୁକ ବେପାରୀ ଶେଖ ନଦୀମକୁ ଗିରଫ କଲା କମିଶନରେଟ ପୋଲିସ । ତା ନିକଟରୁ ୧୦ଟି ସେମି ଅଟୋମେଟିକ ବନ୍ଧୁକ , ୧୮ଟି ଜୀବନ୍ତ ଗୁଳି ଓ ୧୦ଟି ମାଗାଜିନ, ଗୋଟିଏ ମୋବାଇଲ ଫୋନ୍ ଓ ଗୋଟିଏ ମୋଟର ସାଇକେଲ ଜବତ ହୋଇଛି । ଭୁବନେଶ୍ୱର-କଟକ କମିଶନରେଟ୍ ସ୍ପେଶାଲ୍…

ବର୍ଷା ଯୋଗୁଁ ଜଳସ୍ତର ବଢୁଛି ହେଲେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ଲଘୁଚାପ କାରଣରୁ ପ୍ରବଳ ବର୍ଷା ଲାଗି ରହିଛି । ଏହି କାରଣରୁ ଅନେକ ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ…

ପାର୍ବଣ ସମୟରେ ଦୁର୍ଘଟଣା ରୋକିବାକୁ ପ୍ରୟାସ; ୨୦୦ଗୋରୁଙ୍କୁ ସ୍ଥାନାନ୍ତରଣ କଲା ବିଏମସି

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ ଅସୁବିଧାରେ ପଡ଼ିବେ ନାହିଁ ଏବଂ ଟ୍ରାଫିକ ସମସ୍ୟା ହେବ ନାହିଁ ସେନେଇ…

୬ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ପଞ୍ଚାୟତ ଡାଟା ଏଣ୍ଟ୍ରି ଅପରେଟର

ଖୋର୍ଦ୍ଧା: ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ (ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ । ସରକାରୀ ଆନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଘର ନିର୍ମାଣ ପାଇଁ ଜଣେ ଆଦିବାସୀ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା…

ଓଡିଶା ପାଇଁ ୩୫ ଜିଲ୍ଲା ନୂଆ ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ସବୁ ଜିଲ୍ଲା ପାଇଁ ନୂଆ ସଭାପତି ନିଯୁକ୍ତ କରିଛି କଂଗ୍ରେସ । ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲ୍ଲା କଂଗ୍ରେସ କମିଟିର ସଭାପତିଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସମସ୍ତ ନୂଆ ଜିଲ୍ଲା ସଭାପତିଙ୍କ ନାମ ତାଲିକା ପ୍ରକାଶ…

ଆଗାମୀ ନିର୍ବାଚନ ତାଲିକାର ଏସଆଇଆର୍-୨୦୨୬ ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନଙ୍କ ଅଧ୍ୟକ୍ଷତାରେ ଆଗାମୀ ନିର୍ବାଚନ ତାଲିକାର ବିଶେଷ ସଘନ ସଂଶୋଧନ (SIR), ୨୦୨୬ ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ…

ଓସିଏସ୍‌ ପରୀକ୍ଷା-୨୦୨୩ ଫଳ ପ୍ରକାଶ, ପ୍ରିୟାଂଶୁ ପାଲ ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଏହି ପରିକ୍ଷାରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏଥିରେ ଟପ୍ପର ହୋଇଛନ୍ତି ପ୍ରିୟାଂଶୁ ପାଲ୍‌ । ଶ୍ରେଷ୍ଠ ୧୦ ସ୍ଥାନରେ କେବଳ ଜଣେ ମାତ୍ର…

ଏଣିକି ‘ଆମ ସାଥି’ ହ୍ୱାଟସଆପ୍ ଚାଟବଟରେ ୧୩୨ଟି ସରକାରୀ ସେବା ପାଇବେ ରାଜ୍ୟବାସୀ

ଭୁବନେଶ୍ୱର: ଏଣିକି ହାତପାହାନ୍ତାରେ ମିଳିବ ସରକାରୀ ସେବା । ଆଉ ସରକାରୀ ଅଫିସକୁ ବାରବାର ଦୌଡିବାକୁ ପଡିବନି । ଲୋକଙ୍କର ଅତି ନିକଟରେ ସରକାରୀ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା 'ଆମ ସାଥି' ୟୁନିଫାଏଡ ହ୍ୱାଟସଆପ ବଟ । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା…