Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କାହିଁକି ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା?

ଭୁବନେଶ୍ବର: ଏଥର ବିଧାନସଭା ଭିତରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନେଇ ଲାଗିଲା ରୋକ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଖବର ମୁତାବକ, ଆଜି ଗୃହ…

ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ହାତୀ ‘ମାମା’ର ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଚନ୍ଦକାର ଡମପଡ଼ା କୁମାରଖୁଣ୍ଟି ହାତୀ ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ମାଈ ହାତୀ 'ମାମା'ର ମୃତ୍ୟୁ ଘଟିଛି । ୭ ବର୍ଷର ହାତୀ ଛୁଆ ମୃତ୍ୟୁକୁ ନେଇ ସୂଚନା ଦେଇଛନ୍ତି ଡିଏଫଓ । ତେବେ ହାର୍ପିସ୍‌‌ ଭୂତାଣୁ ଆକ୍ରାନ୍ତରେ 'ମାମା'ର ମୃତ୍ୟୁ ହୋଇଥିବା ସନ୍ଦେହ…

ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନକୁ ପ୍ରାଣୀ ଅଦଳ ବଦଳ ପ୍ରକ୍ରିୟାରେ ନୂଆ ଅତିଥି ଆସିଛନ୍ତି । ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନା ଏବଂ ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମଧ୍ୟରେ ପଶୁ ଅଦଳବଦଳ ପ୍ରକ୍ରିୟା ସଫଳ ହୋଇଛି । ତେବେ ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନାରୁ ଆସିଥିବା ଅତିଥି ମାନେ ହେଲେ…

ସିଏଚଏସଇ ଅଧିକାରୀଙ୍କ ଘରେ ରେଡ୍, ୩ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ବର: CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଭୁବନେଶ୍ବରରେ ୨ଟି ଓ…

‘ଯୁବପିଢ଼ି ପାରମ୍ପରିକ ଖାଦ୍ୟ ପ୍ରତି ଆକୃଷ୍ଟ ହେଲେ ବିଲୁପ୍ତପ୍ରାୟ ଶସ୍ୟ ଗୁଡ଼ିକୁ ପୁନର୍ଜୀବିତ…

ଭୁବନେଶ୍ୱର: ଚଳିତ ନଭେମ୍ବର ୧୦ ତାରିଖରେ ଅନ୍ତର୍ଜାତୀୟ ଶ୍ରୀ-ଅନ୍ନ ସମ୍ମିଳନୀ ଅନୁଷ୍ଠିତ ହେବ । ସେନେଇ ଆଜି ଏକ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହଜିଯାଉଥିବା…

ମହଙ୍ଗା ପଡିଲା ମହିଳାଙ୍କ ସହ ସଂପର୍କ, ଚାକିରିରୁ ବିଦା ହେଲେ ଏମ୍ସ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‌ସ ହସ୍ପିଟାଲ ସିକ୍ୟୁରିଟି ଗାର୍ଡଙ୍କ ଦ୍ୱାରା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ସ୍ୱାମୀ ବ୍ଲଡ଼ କ୍ୟାନ୍‌ସରରେ ଚିକିତ୍ସିତ ହେଉଥିବା ବେଳେ ଶାରିରୀକ ସମ୍ପର୍କ ରଖିବାକୁ ସିକୁରିଟି ଗାର୍ଡ ବାଧ୍ୟ କରିଥିବା ଅଭିଯୋଗ ହୋଇଛି । ଏପରି ଏକ ସାଂଘାତିକ ଅଭିଯୋଗ ପରେ…

‘ଜଳକ୍ଲିଷ୍ଟ ଅଞ୍ଚଳରେ ଫସଲହାନି ରୋକିବା ପାଇଁ ଜଳଧାରା-ପୋଖରୀ ଖନନ କରାଯିବ’

ଭୁବନେଶ୍ୱର: ଜଳକ୍ଲିଷ୍ଟ ଅଞ୍ଚଳରେ ଫସଲହାନି ରୋକିବା ପାଇଁ ନୂତନ ଜଳଧାରା-କ୍ଷେତ ପୋଖରୀ ନିର୍ମାଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । କୃଷି ଭବନସ୍ଥିତ ବୋର୍ଡରୁମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍‌କ୍ଲେଭ ଆୟୋଜିତ

ଭୁବନେଶ୍ୱର: ଆଜି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ‘ରିସର୍ଚ୍ଚ ଇନ୍‌ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ ଏଜୁକେସନ୍‌’ (ରାଇଜ୍‌) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ‘ରାଇଜ୍ କନ୍‌କ୍ଲେଭ୍‌’ ମଧ୍ୟ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଓଡ଼ିଶାର…

ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିବ ଜାତୀୟ ଶିକ୍ଷକ ସମ୍ମାନ

ଭୁବନେଶ୍ଵର: ଗୁରୁ ଦିବସ ଅବସରରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦିଆଯାଉଥିବା ସମ୍ମାନଜନକ ଜାତୀୟ ଶିକ୍ଷକ ପୁରସ୍କାର ପାଇବାକୁ ଓଡ଼ିଶାରୁ ଦୁଇ ଜଣ ବିଶିଷ୍ଟ ଶିକ୍ଷକ ମନୋନୀତ ହୋଇଛନ୍ତି । ଦୁଇ ଜଣ ଶିକ୍ଷକ ହେଲେ ରାୟଗଡ଼ା ବିଲେଶୁ ଆଦିବାସୀ ମଙ୍ଗଳ ବିଭାଗ ଶିକ୍ଷକ…

ମମତା ମହାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା ମହାନ୍ତ । ଏହି ଅବସରରେ ବିଧାନସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ…