Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଷ୍ଟ୍ରୀୟ ଲୋକଅଦାଲତରେ ୮୩,୬୭୫ ମାମଲାର ଫଇସଲା

ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା ଓ ବେଗୁନିଆ ଏବଂ…

ମୋଦିଙ୍କ ଗସ୍ତ…ଦାୟିତ୍ବରେ ମୃତ ଅଫିସର

ଭୁବନେଶ୍ବର: ମୋଦିଙ୍କ ଗସ୍ତ ପାଇଁ ମୃତ ଅଧିକାରୀଙ୍କୁ ଦାୟିତ୍ବ । ବର୍ଷକ ତଳେ ପ୍ରାଣ ହରାଇଥିବା ଅଫିସର କରିବେ ଭିଡ ନିୟନ୍ତ୍ରଣ! ରାଜ୍ୟ ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଏଭଳି ଖାମଖିଆଲ ମନୋଭାବ କାହିଁକି? ଆସନ୍ତା ୧୭ତାରିଖରେ ଓଡିଶା ଆସୁଛନ୍ତି…

କାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ରବିବାର ବ୍ରହ୍ମପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବ୍ରହ୍ମପୁର ରେଳଷ୍ଟେସନରେ ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ଉକ୍ତ ଟ୍ରେନରେ ବସି ପୁଣି ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି । ଖବର ମୁତାବକ,…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଅଫିସରଙ୍କ ତାଲିକାରେ ଥିବା ମୃତ ଅଧିକାରୀଙ୍କ ନାଁ ହଟିଲା

ଭୁବନେଶ୍ଵର: ଓଡିଶାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ପାଇଁ ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ମୋଦିଙ୍କ ସୁରକ୍ଷା ନିମନ୍ତେ ବହୁ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ହେଲେ ଏହା ଭିତରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି ।…

୧୭ରେ ଦୁର୍ଗ-ବିଶାଖାପାଟନମ ବନ୍ଦେ ଭାରତ ଟ୍ରେନ୍ ର ଶୁଭାରମ୍ଭ କରିବେ ମୋଦି

ଭୁବନେଶ୍ଵର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ । ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରହଣି କରି ବିଶଖାପାଟଣାରେ ପହଞ୍ଚିବ ।…

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ, ୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ । ଆସନ୍ତା ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ଅବପାତ । ପ୍ରଭାବରେ ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ରାଜଧାନୀରେ ଚାଞ୍ଚଲ୍ୟ: ବନ୍ଦ ଘରୁ ମିଳିଲା ଯୁବତୀଙ୍କ ମୃତ ଦେହ, ପରିବାର କହିଲେ ହତ୍ୟା

ଭୁବନେଶ୍ବର: ପୁଣି ରାଜଧାନୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ…

କାହିଁକି ବଦଳିବା ଦରକାର ରେଭେନ୍ସା ନାଁ?

ଭୁବନେଶ୍ବର: ଥମୁନି ରେଭେନ୍ସା ନାମ ପରିବର୍ତ୍ତନ ବିବାଦ। ବିଜେଡି ନାଁ ବଦଳ ବିରୋଧରେ ସ୍ବର ଉଠାଉଛି ତ ବିଜେପି ସପକ୍ଷରେ କହୁଛି । ଭୁବନେଶ୍ବରରେ ଏକ ଆଲୋଚନାଚକ୍ରରେ ରେଭେନ୍ସା ନାଁ ପରିବର୍ତ୍ତନକୁ ଜୋର ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରେଭେନ୍ସା ନାମ ପରିବର୍ତ୍ତନ ଆବଶ୍ୟକ ବୋଲି…

ବଢିଲା ବିରୋଧ…ସରକାରଙ୍କ ୟୁଟର୍ଣ୍ଣ

ଭୁବନେଶ୍ବର: ପ୍ରବଳ ବିରୋଧ ଆଗରେ ମୁଣ୍ଡ ନୁଆଁଇଲେ ବିଜେପି ସରକାର । ପୁରୀ ବେଳାଭୂମିରେ ବିଚ୍ ସାକ୍ସ ବା ମଦ କୁଟୀର ଖୋଲିବ ନାହିଁ। ଅବକାରୀ ନୀତିରେ ରାଜ୍ୟ ସରକାର ପରିବର୍ତ୍ତନ ଆଣିଛନ୍ତି । ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ ଅଣାଯାଇଥିବା କୁହାଯାଇଛି ।…

ଦ୍ୱୈତ ନଗରୀର ୯୧୩ ରାସ୍ତାରୁ ୩୮୫ ରାସ୍ତାର ଅବସ୍ଥା ଖରାପ

କଟକ: ଭୁବନେଶ୍ୱରରେ ରାସ୍ତା ମରାମତି ନେଇ ସମୀକ୍ଷା କଲେ ପୂର୍ତ୍ତମନ୍ତ୍ରୀ l ଦ୍ୱୈତ ନଗରୀର ୯୧୩ଟି ରାସ୍ତାରୁ ୩୮୫ଟି ରାସ୍ତାର ଅବସ୍ଥା ଖରାପ ରହିଛି l ସେଥିରୁ ୩୧୬ଟି ରାସ୍ତାର ସାମାନ୍ୟ ମରାମତି ଆବଶ୍ୟକ ଥିବା ବେଳେ ୬୯ଟି ରାସ୍ତାର ବ୍ୟାପକ ମରାମତି ଆବଶ୍ୟକ ରହିଛି ବୋଲି କହିଛନ୍ତି…