Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

‘ଗ୍ଲୋବାଲ୍ ବାୟୋ ଇଣ୍ଡିଆ-୨୦୨୪’ରେ ପ୍ରଦର୍ଶନ କରିବ ଓଡ଼ିଶା

ଭୁବନେଶ୍ୱର: ଭାରତର ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ବିଶେଷ ଭାବେ ସମୃଦ୍ଧ କରିବାକୁ ଯାଉଛି। ଏଥିରେ ଓଡ଼ିଶାର ଏକ ବଳିଷ୍ଠ ଯୋଗଦାନ ରହିବ। ସେପ୍ଟେମ୍ବର ୧୨ରୁ ୧୪ ତାରିଖ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ହେବାକୁ ଥିବା ‘ଗ୍ଲୋବାଲ ବାୟୋ ଇଣ୍ଡିଆ-୨୦୨୪’ ଅନ୍ତର୍ଜାତୀୟ…

‘ବାଲିଯାତ୍ରାକୁ ନେଇ ଲାଗୁ ହେଉ ପୁରୁଣା ପ୍ରକ୍ରିୟା’

ଭୁବନେଶ୍ୱର: ଆଜି ବିଧାନସଭାରେ ବାଲିଯାତ୍ରା କଥା ଉଠାଇଛନ୍ତି କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ । ସେ କହିଛନ୍ତି ବାଲିଯାତ୍ରାରେ ଦୋକାନ ନିଲାମ ପ୍ରକ୍ରିୟାକୁ ତୁରନ୍ତ ବନ୍ଦ କରାଯାଉ । ପୂର୍ବ ରୁ ଯାହା ଚାଲିଥିଲା ସେହି ପ୍ରକ୍ରିୟାରେ ଦୋକାନ କରିବା ପାଇଁ ସୁଲଭ ମୂଲ୍ୟରେ ଦୋକାନ…

ରାସନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର: ରାସନକାର୍ଡକୁ ନେଇ ଆସିଲା ବଡ ଅପଡେଟ୍ । ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ୨୦୧୬-୧୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ରାସନ କାର୍ଡରୁ ୧୬ ଲକ୍ଷ ୨୭ ହଜାର ୯୨୦ ଜଣଙ୍କ…

କୁକୁରଙ୍କ ପାଇଁ ଶ୍ମଶାନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ବିଧାନସଭାରେ ନଗର ଉନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, କୁକୁରଙ୍କ ପାଇଁ ଶ୍ମଶାନ କରାଯିବ । ଟ୍ବିନ ସିଟି ସମେତ ରାଜ୍ୟର କିଛି ପ୍ରମୁଖ ସହରରେ ଶ୍ମଶାନ କରାଯିବ । ଯଦିଓ ଏବେ ଯାଏ ବିଭାଗ ଏ କଥାକୁ ବିଚାର କରି ନାହିଁ । ଆଗକୁ ପରିବେଶ ଦିଗ ଏବଂ…

ବିଲ୍ଡିଂର ସେଣ୍ଟ୍ରିଂ ଚାଲିଥିବାବେଳେ ଛିଣ୍ଡି ପଡିଲା କ୍ରେନ୍

ଭୁବନେଶ୍ୱର: ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଖସିଲା କ୍ରେନ । ଏଥିରେ ୫ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଭୁବନେଶ୍ବର ୟୁନିଟ୍-୮ ଓଏମସି କଲୋନୀରେ ଚାଲିଥିଲା ନିର୍ମାଣ କାର୍ଯ୍ୟ । ଖବର ମୁତାବକ, ଆଜି ରାଜଧାନୀର ଓଏମସି କଲୋନୀରେ ୧୦ ତାଲା ବିଲ୍ଡିଂର…

ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ପୂର୍ବରୁ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଉଥିଲେ ୪ ଲକ୍ଷ…

‘ସୁଭଦ୍ରା’ ଯୋଜନା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ସମ୍ପୁର୍ଣ୍ଣ ମାଗଣା’

ଭୁବନେଶ୍ବର: 'ସୁଭଦ୍ରା' ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି । ଯୋଜନାର ଫର୍ମ ଓ ଅନଲାଇନରେ ଫର୍ମ ଅପଲୋଡ୍ ପାଇଁ ବିଭିନ୍ନ ସ୍ଥାନରେ ଆବେଦନକାରୀଙ୍କଠୁ ଟଙ୍କା ଦାବି କରାଯାଉଛି । ଆଉ କିଛି…

ଝାଡଖଣ୍ଡ ରାଜନୀତିକୁ ଫେରିବେ ରଘୁବର!

ଭୁବନେଶ୍ବର/ରାଞ୍ଚି: ଚଳିତ ବର୍ଷ ଶେଷ ଆଡକୁ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହୋଇପାରେ। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡିଶା ରାଜ୍ୟପାଳ ରଘୁବର ଦାସ ନିର୍ବାଚନ ଲଢି ପ୍ରତ୍ୟକ୍ଷ ରାଜନୀତିକୁ ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଝାଡଖଣ୍ଡ ରାଜନୀତିର ଅନ୍ୟତମ କ୍ଷମତା କେନ୍ଦ୍ର…

‘ଖୁବ୍ ଶୀଘ୍ର ସମୁଦ୍ରର ଲୁଣି ପାଣିକୁ କରାଯିବ ପିଇବା ଯୋଗ୍ୟ’

ଭୁବନେଶ୍ୱର: ଏବେ ସମୁଦ୍ର ପାଣି ହେବ ପାନୀୟ ଯୋଗ୍ୟ । ଏଥିପାଇଁ ରାଜ୍ୟ ସରକାର ନେଇଛନ୍ତି ନୂଆ ପଦକ୍ଷେପ । ଏନେଇ ଖୁବ୍ ଶୀଘ୍ର ଓଡ଼ିଶାକୁ ଆସିବ ଏକ କମ୍ପାନୀ । ପ୍ରଥମେ ଲୁଣି ପାଣିକୁ ପରୀକ୍ଷା କରାଯିବ । ପରେ ଏନେଇ ନିଷ୍ପତ୍ତି ନିଆଯାଇପାରିବ ବୋଲି ଆଜି ବିଧାନସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

କଥାରେ କୋଣାର୍କ ମନ୍ଦିର ହୁଏ ନାହିଁ, ସେଥିପାଇଁ ଅନେକ ତ୍ୟାଗ ଓ ତପସ୍ୟା ଦରକାର: ନବୀନ

ଭୁବନେଶ୍ଵର: ଓଡ଼ିଆ ଅସ୍ମିତାକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ପ୍ରଶ୍ନ । ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି ନବୀନ ଲେଖିଛନ୍ତି ଯେ,ଏହା କ'ଣ ଓଡ଼ିଆ ଅସ୍ମିତା? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ…