Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ଯୋଜନାର ନବୀକରଣ ତୁରନ୍ତ କରାଯିବ

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଲାଗୁ ହୋଇଥିବା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ନବୀକରଣ ତୁରନ୍ତ କରାଯିବ । ଏନେଇ ରାଜ୍ୟପାଳ ରଘୁବର ଦାସ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ସହ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ…

ଚଳିତବର୍ଷରୁ ପାଳନ ହେବ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ

ଭୁବନେଶ୍ବର: ଚଳିତ ବର୍ଷଠାରୁ ପାଳନ ହେବ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ମାସ ୩୧ ତାରିଖରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ…

ବଢିଲା ଆଇପିଏସ୍‌ ଡିଏସ୍‌ କୁଟ୍ଟେ ଓ ଆଶିଷ ସିଂହଙ୍କ ଅଡୁଆ

ଭୁବନେଶ୍ବର: ବଢିଲା ବରିଷ୍ଠ ଆଇପିଏସ୍‌ ଡିଏସ୍‌ କୁଟ୍ଟେ ଓ ଆଶିଷ ସିଂହଙ୍କ ଅଡୁଆ । ଡି.ଏସ୍‌ କୁଟ୍ଟେ ଓ ଆଶିଷ ସିଂଙ୍କ ପ୍ରତି ହୋଇପାରେ କାର୍ଯ୍ୟାନୁଷ୍ଠାନ । ଉଭୟଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କଲା ଗୃହ ବିଭାଗ । ଉଭୟଙ୍କ ବିରୋଧରେ ଆସିଥିବା ଆରୋପର ୩୦ ଦିନ ଭିତରେ…

ଷ୍ଟିୟରିଂ କମିଟିରେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ, ଏଥିରେ ବି ନାହାଁନ୍ତି ତାରା

ଭୁବନେଶ୍ଵର: ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ । ଏହି ସଦସ୍ୟଙ୍କ ମଧ୍ୟରେ ଅଛନ୍ତି ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର, ରାମଚନ୍ଦ୍ର ଖୁଣ୍ଟିଆ, ସନ୍ତୋଷ ସିଂହ ସାଲୁଜା ଓ ଶରତ ରାଉତ । ତେବେ ଏଥିରୁ ମଧ୍ୟ…

ଡାନ୍ସ ବାର୍…ବନ୍ଦ ସହଜ କି ?

ଭୁବନେଶ୍ବର: ରାଜ୍ୟରେ ଚାଲିବନି ଡାନ୍ସ ବାର୍। ସଂପୂର୍ଣ୍ଣ ଭାବେ ଡାନ୍ସ ବାର ବନ୍ଦ କରିବାକୁ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି । ତେବେ ପ୍ରଶ୍ନ ଉଠୁଛି, ଡାନ୍ସ ବାର ବନ୍ଦ ସହଜ କି ? କାରଣ ମୁମ୍ବାଇରେ ଡାନ୍ସ ବାର ବନ୍ଦ କରିବାକୁ ବର୍ଷ ବର୍ଷ ଧରି ଉଦ୍ୟମ…

ତାତିଲେଣି ବିରୋଧୀ…ମଦମୃତ୍ୟୁର ତଦନ୍ତ କେବେ?

ଭୁବନେଶ୍ବର: ବିଧାନସଭାରେ ଚିକିଟି ମଦମୃତ୍ୟୁ ତାତି। ଉଠିଲା ପଡିଲା ପ୍ରଶ୍ନକାଳ । ଗୃହରେ ଜୋରଦାର ବିରୋଧ ପ୍ରଦର୍ଶନ କରିଛନ୍ତି ବିରୋଧୀ। ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଇସ୍ତଫା ଦାବି କରି ବିଜେଡି ବିଧାୟକ ଗୃହର ମଧ୍ୟ ଭାଗକୁ ଆସି ହୋହଲ୍ଲା କରିଥିଲେ । ବାଚସ୍ପତିଙ୍କ ପୋଡିୟମ…

ବଡ ଖବର: ଆସିଲା ‘ସୁଭଦ୍ରା’ ଯୋଜନା ଏସଓପି

ଭୁବନେଶ୍ୱର: ରାଜ୍ୟର କୋଟି କୋଟି ମହିଳାଙ୍କ ପାଇଁ ବଡ ଖବର l ଆସିଲା ସୁଭଦ୍ରା ଯୋଜନା ଏସଓପି l ଗୃହରେ ସୁଭଦ୍ରା ଯୋଜନା ଏସଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଗତକାଲି କ୍ୟାବିନେଟ୍‌ରେ ଏସଓପି ପାରିତ ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ l ୨୧ରୁ ୬୦ ବର୍ଷର ମହିଳାଙ୍କୁ…

ନିର୍ବାଚନ ଅନିୟମିତତା: ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଭୁବନେଶ୍ୱର:ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ…

ହାତରୁ ଖସିଗଲା କି ଇଭି କାରଖାନା? ଓଡିଶା ସମ୍ବାଦ ଏକ୍ସକ୍ଲୁସିଭ୍

ଭୁବନେଶ୍ବର: ଓଡିଶା ହାତରୁ ଖସିଗଲା କି ଇଭି କାରଖାନା? ବିଜେଡି ସରକାର ବେଳେ କଟକ ନରାଜରେ ବିଶ୍ବର ସର୍ବବୃହତ ଇଲେକ୍ଟ୍ରିକ୍ ଯାନ କାରଖାନା ପ୍ରସ୍ତାବରେ କ୍ୟାବିନେଟ୍ ମୋହର ବାଜିଥିଲା। ରାଜ୍ୟରେ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରିବା ନେଇ ସେତେବେଳର ରାଜ୍ୟ ସରକାର ଓ…

୨ ବର୍ଷ ମଧ୍ୟରେ ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଧରଣୀଧର ବିଶ୍ବବିଦ୍ୟାଳୟ, ମାନବ ସମ୍ବଳର ନିଯୁକ୍ତି, ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ଏବଂ କେନ୍ଦୁଝର ଭିତ୍ତିଭୂମି ବିକାଶ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଆଜି ଲୋକସଭା ଭବନ ଠାରେ ଏହି ବିଷୟରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…