Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବରମୁଣ୍ଡା ବସଷ୍ଟାଣ୍ଡରୁ ସନ୍ଦେହଜନକ ଭାବେ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ସ୍ଥିତ ବରମୁଣ୍ଡା ବସଷ୍ଟାଣ୍ଡରୁ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମହିଳାଜଣକ ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ପୁରୁଣା ବସଷ୍ଟାଣ୍ଡ ଟର୍ମିନାଲରେ ମହିଳାଙ୍କ ମୃତଦେହ ପଡିଥିବାର ଦେଖି…

ବାର୍ଡ ଫ୍ଲୁ ଆତଙ୍କ: ସମସ୍ତ କୁକୁଡ଼ା ଦୋକାନୀଙ୍କୁ ସତର୍କକଲା ବିଏମ୍‌ସି

ଭୁବନେଶ୍ବର: ରାଜ୍ୟରେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି । ଏନେଇ ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଇଛି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) । ରାଜଧାନୀର ଆଖପାଖ ଅଞ୍ଚଳରେ ଏହି ଭୂତାଣୁ ସଂକ୍ରମିତ ହେଉଥିବାରୁ ଉକ୍ତ ଅଞ୍ଚଳରୁ କୁକୁଡ଼ା ନ…

ସେପ୍ଟେମ୍ବରରେ ଏହି ତିନି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର: ସେପ୍ଟେମ୍ବର ମାସରେ ତିନି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ବର୍ତ୍ତମାନ ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ, ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ ଛୁଟି ଓ…

ଆକ୍ସନ ମୋଡରେ ଅବକାରୀ ବିଭାଗ; ୧୧ ଦିନରେ ଜବତ ହେଲାଣି ଏହି ପରିମାଣର ବେଆଇନ ମଦ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବେଆଇନ ମଦ କାରବାର ଉପରେ ଚଢ଼ାଉ ଜାରି ରହିଛି । ଏହା ମଧ୍ୟରେ ଅବକାରୀ ବିଭାଗର ବିଭିନ୍ନ ଟିମ୍ ସାରା ରାଜ୍ୟରେ ଚଢ଼ାଉ କରିବା ସହିତ ବେଆଇନ ମଦ, ମଦ ପ୍ରସ୍ତୁତି ସାମଗ୍ରୀଗୁଡ଼ିକ ଜବତ ହୋଇଛି । ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର…

ଆସିଲା ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତ

ଭୁବନେଶ୍ୱର: ଆସିଲା ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତି । ୨୦୨୪ ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ । ଯାହା ଆସନ୍ତା ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ…

ରାଜ୍ୟରେ ଅପରାଧ ଓ ଆଇନ ଶୃଙ୍ଖଳାକୁ ନେଇ ଶ୍ୱେତ ପତ୍ର ଜାରି କଲା ଗୃହ ବିଭାଗ

ଭୁବନେଶ୍ବର: ଆଜି ବିଧାନସଭାରେ ଗୃହ ବିଭାଗର ଶ୍ବେତପତ୍ର ଉପସ୍ଥାପିତ ହୋଇଛି । ଏହି ଶ୍ବେତପତ୍ରରେ ରାଜ୍ୟରେ ଅପରାଧ ଆଇନ ଶୃଙ୍ଖଳା ନେଇ ତଥ୍ୟ ଦିଆଯାଇଛି । ଏଥିରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟରେ ଗତବର୍ଷ ଅର୍ଥାତ ୨୦୨୩ ରେ ୨ ହଜାର ୮୨୬ ଦୁଷ୍କର୍ମ ମାମଲା ରୁଜୁ ହୋଇଥିଲା ।…

ସୁଭଦ୍ରା ଯୋଜନା ପାଇଁ ଜାରି ହେଲା ଟୋଲ ଫ୍ରି ନମ୍ବର

ଭୁବନେଶ୍ବର: ସୁଭଦ୍ରା ଯୋଜନାର ମାର୍ଗଦର୍ଶିକା ନେଇ ଜାରି ହେଲା ଟୋଲ ଫ୍ରି ନମ୍ବର । ମହିଳା ଓ ଶିଶୁ ବିଭାଗ ପକ୍ଷରୁ ଟୋଲ ଫ୍ରି ନମ୍ବର-୧୪୬୭୮ ଜାରି ହୋଇଛି । ଏହି ଟୋଲ ଫ୍ରି ନମ୍ବର ସକାଳ ୬ଟା ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ଏହି ସମୟସୀମା ମଧ୍ୟରେ ଯେକୌଣସି ବ୍ୟକ୍ତି ଏହି ଟୋଲ…

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ରହିବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ବର: ମହିଳାଙ୍କୁ ସମ୍ମାନ ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ରହିବ । ଏହା ସହ ସର୍ବସାଧାରଣ ସ୍ଥାନରେ ମଧ୍ୟ ଏହି କକ୍ଷ ରହିବ । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ…

ଇ-କେଓ୍ବାଇସିକୁ ନେଇ କ’ଣ କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଜାଣନ୍ତୁ…

ଭୁବନେଶ୍ବର: ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଏଥିପାଇଁ ପର୍ଯ୍ୟାପ୍ତ ସମୟ ମିଳିବ । ସମସ୍ତ ହିତାଧିକାରୀଙ୍କୁ ନୋଟିସ୍ ପଠାଯିବ । ମନ୍ତ୍ରୀ ଆହୁରି…

ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା

ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ ଆଉ ଏକ ବର୍ଷ ପର୍ଯ୍ୟନ୍ତ ବଢାଇ…