Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପୋଲିସକୁ ଧକ୍କା ଦେବା ଘଟଣାରେ ୪ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ଵର: ପୋଲିସ କର୍ମଚାରୀଙ୍କୁ କାର୍ ମଡେଇଦେବା ଘଟଣାରେ ୪ଜଣଙ୍କୁ ବାନ୍ଧିଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ୪ ଅଭିଯୁକ୍ତ ହେଲେ କେନ୍ଦ୍ରାପଡା ଜିଲ୍ଲାର ମୋତିଲାଲ ସାମଲ, ମୃତ୍ୟୁଞ୍ଜୟ ସାମଲ, ମନୀଷ ଓଝା ଓ ସାରଥୀ ନାୟକ ।…

ଖୋଲିବ ଗୁମର, ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ଵର: ଖୋଲିବ ଗୁମର। ରିମାଣ୍ଡରେ ଯିବେ ୫ରାଣୀଙ୍କ ମନର ରାଜା ଠକ ସତ୍ୟଜିତ ସାମଲ। ଅଧିକ ପଚରାଉଚରା କରିବା ପାଇଁ ଠକ ରୋମିଓ ସତ୍ୟଜିତକୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ସୂଚନାଯୋଗ୍ୟ ଯେ, ଗତକାଲି ୫ ସ୍ତ୍ରୀଙ୍କ ରୋମିଓ ସ୍ବାମୀ ସତ୍ୟଜିତ ସାମଲଙ୍କୁ ବାନ୍ଧିଥିଲା କମିଶନରେଟ…

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ, ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । ଷ୍ଟିଲ ପ୍ଲାଣ୍ଟ ପାଇଁ ସ୍ଥାପନ ଗଠନ ହେବ ସ୍ଵତନ୍ତ୍ର ଟାସ୍କଫୋର୍ସ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟା…

ଭୁବନେଶ୍ୱରରେ ପହଞ୍ଚିଲା ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ

ଭୁବନେଶ୍ଵର: ଭୁବନେଶ୍ୱରରେ ପହଞ୍ଚିଲା ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ । ସଡ଼କ ପଥରେ କେରଳରୁ ଆସି ଭୁବନେଶ୍ବରରେ ପହଞ୍ଚିଲା ମରଶରୀର । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଆସିଲା ଡାକ୍ତର ଚିନାରାଙ୍କ ମୃତଦେହ । ଜନ୍ମମାଟିରେ ହେବ ଶେଷକୃତ୍ୟ । ସୂଚନା ଅନୁସାରେ, ଓଡ଼ିଶାରୁ କୋଚିକୁ…

ବର୍ଷା ଯୋଗୁଁ ସବୁ ଜଳଭଣ୍ଡାରରେ ପାଣି ଭରିଛି, ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷା ଭଲ ଖବର ଆଣିଛି । ମାଲକାନଗିରିରେ ବର୍ଷା ଯୋଗୁଁ ପ୍ରଥମ ଥର ପାଇଁ ସମସ୍ତ ଜଳଭଣ୍ଡାରରେ ପାଣି ଭରିଛି । ସେ ବାଲିମେଳା ହେଉ କିମ୍ବା ମାଛକୁଣ୍ଡ ଏବେ ଜଳଭଣ୍ଡାର ଭଲ ସ୍ଥିତିକୁ ଆସିଯାଇଛି । ସବୁଠାରେ ବର୍ଷା ପାଣି କମିଛି, ଆଗକୁ ଆହୁରି ମଧ୍ୟ କମିବ ବୋଲି କହିଛନ୍ତି ଜଳ…

କାହିଁକି ଓଡିଶା ଆସିଲେ ଓ୍ବାଇ ବି ଖୁରାନିଆ?

ଭୁବନେଶ୍ବର: ଓଡିଶା ଫେରିବେ ୧୯୯୦ ବ୍ୟାଚର ଆଇପିଏସ୍ ଯୋଗେଶ ବାହାଦୂର ଖୁରାନିଆ । ଖୁରାନିଆଙ୍କୁ ଓଡିଶା କ୍ୟାଡରକୁ ତତ୍କାଳ ପ୍ରଭାବରେ ଫେରାଇ ଆଣିବା ପାଇଁ ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ କରିଛି । କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ…

ବିଜେଡି ସରକାରରେ ଅର୍ଜିଥିଲେ…

ଭୁବନେଶ୍ବର: ବିଜେଡି ସରକାର ବେଳେ ଥିଲେ ପାଓ୍ବାରଫୁଲ୍, ଏବେ ପଡିଛି ଭିଜିଲାନସ ଛାଟ। ମାଳମାଳ ଫ୍ଲାଟ୍, ଆକାଉଣ୍ଟରେ କୋଟି କୋଟି ଟଙ୍କା । କୁବେର ଅଧିକାରୀଙ୍କ ସଂପତ୍ତି ଦେଖି ଭିଜିଲାନ୍ସ ଜଳକା। ଜଣକ ପରେ ଜଣେ ଅଧିକାରୀଙ୍କ ଘରେ ରେଡ୍ କରିବା ସହ ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ…

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଯାହାକୁ ନେଇ ଆଜି ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ…

ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଉଡିବ ବିମାନ

ଭୁବନେଶ୍ବର: ଖୁବ ଶୀଘ୍ର ଭୁବନେଶ୍ବରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ଉଡ଼ିବ ବିମାନ । ଅଗଷ୍ଟ ୩୦ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସକାଳ ୧୧ଟା ୧୫ ମିନିଟ୍ ସମୟରେ ଇଣ୍ଡିଗୋ ବିମାନ ଉଡାଣ ଭରି ଦୁର୍ଗାପୁରରେ ଅପରାହ୍ଣ ୧୨ଟା ୫୫ମିନିଟରେ ପହଞ୍ଚିବ । ଏନେଇ ଦୁର୍ଗାପୁର…

ଆଧୁନିକୀକରଣ ହେବ କ୍ୟାପିଟାଲ ହସ୍ପିଟାଲ, ରୋଗୀ ସେବା ହେବ ଉନ୍ନତ

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରୋଗୀ, ଅସ୍ଥାୟୀ କର୍ମଚାରୀ ଓ ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ…