Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଫାଶି ଦଣ୍ଡାଦେଶ

ଭୁବନେଶ୍ୱର: ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଫାଶି ଦଣ୍ଡାଦେଶ । ଅଭିଯୁକ୍ତ ସଂଜିତ ଦାସକୁ ଫାଶି ଦଣ୍ଡାଦେଶ ଶୁଣାଇଲେ ଏଡିଜେ-୨ କୋର୍ଟ। ଗତ ୨୦୨୨ ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିଲା ହତ୍ୟାକାଣ୍ଡ। ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ଅଭିଯୁକ୍ତ ସଂଜିତ। ସୂଚନା ଅନୁସାରେ, ଗତ…

ଖୋଲିବ ଖଣି ଦୁର୍ନୀତି ଗୁମର… ପଶିବ ସିବିଆଇ !

ଭୁବନେଶ୍ବର: ଖୋଲିବ ରାଜ୍ୟରେ ଖଣି ଦୁର୍ନୀତି ଗୁମର ! ଖଣି ମାଫିଆଙ୍କ ସହ ନେତା, ଦୁର୍ନୀତିଗ୍ରସ୍ତ ଅଧିକାରୀ ଯିବେ ଜେଲ୍ ! ଖଣି ଦୁର୍ନୀତିର ତଦନ୍ତ କରିବାକୁ ଓଡିଶାରେ ପଶିବ କି ସିବିଆଇ? ବିଜେପି ସରକାର କ୍ଷମତାକୁ ଆସିବା ପରେ ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବାକୁ ନିଜେ ମୁଖ୍ୟମନ୍ତ୍ରୀ…

ମମତା ମହନ୍ତଙ୍କ ଇସ୍ତଫା ପଛର କାରଣ କ’ଣ?

ଭୁବନେଶ୍ବର: ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିକୁ ବଡ ଝଟକା। ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ମମତା ମହନ୍ତ । ତେବେ ମମତାଙ୍କ ଇସ୍ତଫା ପଛରେ କାରଣ କଣ? ହଠାତ୍ ଇସ୍ତଫା ଦେଇ ଚମକାଇଲେ ନା ଅନେକ ପୂର୍ବରୁ କରିଥିଲେ ଯୋଜନା? ଲୋକସଭାରେ ବିଜେଡି ଶୂନ…

ସାମ୍ବାଦିକା ମଧୁମିତା ଆତ୍ମହତ୍ୟା ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଲା ପୋଲିସ

ଭୁବନେଶ୍ୱର: ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରଖିଛି ଧଉଳି ଥାନା ପୁଲିସ । ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଛି ପୋଲିସ l ଅଭିଯୁକ୍ତ ଶ୍ରୀଧରଙ୍କୁ ନେଇ ଭଡା ଘରେ ଆଜି ପୋଲିସ ଛାନଭିନ୍‌ କରିଛି । ମଧୁମିତା ରହୁଥିବା ବାପୁଜୀନଗର ଭଡା ଘରୁ ଏକ ସୁଇସାଇଡ…

ମମତା ବିଜେପିକୁ ଆସିଲେ, ଆମେ ତାଙ୍କୁ ସ୍ବାଗତ କରିବୁ:ବିଶେଶ୍ୱର ଟୁଡୁ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ପଦରୁ ମମତା ମହନ୍ତଙ୍କ ଇସ୍ତଫା ପରେ ଜାରି ରହିଛି ରାଜନୀତି ବୟାନବାଜି l ମମତାଙ୍କ ଇସ୍ତଫାକୁ ନେଇ ବରିଷ୍ଠ ବିଜେପି ନେତା ବିଶେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା l ମମତାଙ୍କୁ ବିଜେପି ଭଲ ଲାଗିଲେ, ସେ ଦଳରେ ଯୋଗ ଦେଇପାରନ୍ତି l ମମତା ବିଜେପିକୁ ଆସିଲେ, ଆମେ ତାଙ୍କୁ…

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ମୋଟ୍ ୧୫ ଜଣ ସଦସ୍ୟ ନିର୍ବାଚିତ ହୋଇଛନ୍ତି। https://twitter.com/AprajitaSarangi/status/1818855051592384985 ୨୦୨୫ ଏପ୍ରିଲ ୩୦ରେ ଏହି…

ବଢୁଛି ଶିଶୁ ଦୃଷ୍ଟିହୀନତା, ଉଦବେଗ ପ୍ରକାଶ କଲେ ବିଶେଷଜ୍ଞ

ଭୁବନେଶ୍ୱର: ଦିନକୁ ଦିନ ବଢିବାରେ ଲାଗିଛି ଶିଶୁ ଦୃଷ୍ଟିହୀନତା । ଚିକିତ୍ସା ବିଜ୍ଞାନରେ ଅଗ୍ରଗତି କାରଣରୁ ଶିଶୁ ମୃତ୍ୟୁହାର ହ୍ରାସ ଘଟିଛି। ମାତ୍ର ଶିଶୁଙ୍କ ନିକଟରେ ଅପରିପକ୍ୱତା, ହାଇପୋକ୍ସିଆ ଏବଂ ପୁଷ୍ଟିହୀନତା ଭଳି ବିଭିନ୍ନ କାରଣଗୁଡିକ ବୃଦ୍ଧି ପାଇବାରେ ଲାଗିଛି। ଏପରି ସମସ୍ୟାରୁ…

ତୁରନ୍ତ ସମାଧାନ ହେବ ସହରାଞ୍ଚଳର ଜଳବନ୍ଦୀ ସମସ୍ୟା

ଭୁବନେଶ୍ଵର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ନେତୃତ୍ୱରେ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାରେ ଜଳବନ୍ଦୀ ସମସ୍ୟାର ବ୍ୟାପକ ସମୀକ୍ଷା ଆରମ୍ଭ ହୋଇଛି। ବୈଠକରେ ଶ୍ରୀମତୀ ପାଢ଼ୀ ବିଶେଷ କରି ମୌସୁମୀ ଋତୁରେ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ…

ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା ଅନୁସାରେ, ଜଣେ ଠିକାଦାରଙ୍କ ଠାରୁ ପୁରୁଣା…

ଗଣମାଧ୍ୟମ ଅଧ୍ୟାପକ ଡକ୍ଟର ପ୍ରଦୀପ ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର । କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ…