Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଖୋଲିବ ଡଙ୍କାରୀ ଗୁମର, ଏନଜିଟି ମାଗିଲେ ରିପୋର୍ଟ

ଭୁବନେଶ୍ବର: ଖୋଲିବ ଡଙ୍କାରୀ ବେଆଇନ ଖାଦାନ ଗୁମର ! ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲ । ପାହାଡ଼ ଧସି ୩ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ୪ସପ୍ତାହରେ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବେଆଇନ ଖଣି ଖନନ ଦ୍ବାରା ଶ୍ରମିକ ମୃତ୍ୟୁ ସହ ସ୍ଥାନୀୟ…

ବହୁ ଧନୀ ହାତେଇଛନ୍ତି ରାସନ କାର୍ଡ, ୧୬ ଲକ୍ଷରୁ ଅଧିକ ଭୂତ ରାସନକାର୍ଡଧାରୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୧୬ଲକ୍ଷ ୨୭ହଜାର ୯୩୨ ଭୂତ ରାସନ କାର୍ଡଧାରୀ ରହିଛନ୍ତି । ଆଜି ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬…

କେରଳରେ ନିଖୋଜ ଦୁଇ ଡାକ୍ତରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ

ଭୁବନେଶ୍ବର: କେରଳ ଓ୍ବାଏନାଡରେ କେଦାରନାଥ ଭଳି ପ୍ରଳୟ । ୪ଘଣ୍ଟାରେ ପାହାଡରୁ ବହି ଆସିଥିବା ମାଟିମିଶା ବନ୍ୟା ପାଣିରେ ଧୋଇଗଲା ୨୨ହଜାର ଜନସଂଖ୍ୟା ଥିବା ୪ଗାଁ । କେରଳର ଏଭଳି ପ୍ରଳୟ ଓଡିଶାର ନିଦ ହଜାଇଛି। କେରଳ ବୁଲି ଯାଇଥିବା ଦୁଇ ଓଡିଆ ଡାକ୍ତରଙ୍କ ପତ୍ତା ମିଳୁନି । ପୁଅର ଫେରିବା ବାଟକୁ…

କର୍ମଚାରୀଙ୍କୁ ତାଗିଦ, ୧୧ଟା ପରେ ଅଫିସ ଆସିଲେ ଦିନକର ଦରମା କାଟ୍

ଭୁବନେଶ୍ୱର: ଅଫିସ୍‌କୁ ଠିକ୍ ସମୟରେ ନପହଞ୍ଚିଲେ କଟିବ ଦରମା। ଦିନକୁ ଅତି କମରେ ସାଢେ ୭ ଘଣ୍ଟା କାମ କରିବାକୁ ପଡିବ। ଏଥିରେ ଖିଲାପ କଲେ ଦରମା କଟାଯିବ। ଦିନ ୧୦.୩୦ ସୁଦ୍ଧା ଅଫିସରେ ନପହଞ୍ଚିବାକୁ ପଡିବ। ସାଢେ ୧୦ଟା ପରେ ଅଫିସ ପହଞ୍ଚିଲେ ବିଳମ୍ବ ବୋଲି ଧରାଯିବ। ଏପରିକି ଯଦି ୧୧ଟା ପରେ…

ଆଜିଠୁ ରାଜ୍ୟରେ ବଢିବ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷା। ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ଭାବ୍ୟ ବନ୍ୟା ପରିଚାଳନା ସମ୍ପର୍କରେ ସମୀକ୍ଷା, ସତର୍କ ରହି କାର୍ଯ୍ୟ କରିବାକୁ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଗାଣ ବାର୍ଷା। ବର୍ଷା ଯୋଗୁଁ ବିଭିନ୍ନ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି। ଏଥିଯୋଗୁଁ ଆଗକୁ ସମ୍ଭାବ୍ୟ ବର୍ଷା ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ୍ୟର…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସହକାରୀ ଯନ୍ତ୍ରୀ, ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଧରିଲା ଭିଜିଲାନ୍ସ। ପୁରୁଣା ବିଲ୍ ପାସ କରାଇ ଦେବାକୁ କହି ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ନିବେଦିତା ।…

ବାର୍ଷିକ ପ୍ରାୟ ୪ ହଜାରରୁ ଊର୍ଧ୍ବ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ଅସ୍ତ୍ରୋପଚାର କରୁଛି ଏମ୍‌ସ

ଭୁବନେଶ୍ୱର: ବର୍ଷକୁ ବର୍ଷ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟୁଛି। ଯାହାକି ନିହାତି ଚିନ୍ତାଜନକ। ଏମ୍‌ସ ଭୁବନେଶ୍ୱରର ଇଏନ୍‌ଟି ଏବଂ ରେଡିଓଥେରାପି ବିଭାଗକୁ କେବଳ ବାର୍ଷିକ ୧୦ ହଜାରରୁ ଅଧିକ ରୋଗୀ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏଥିମଧ୍ୟରୁ ସାଢ଼େ ତିନି…

ଜାତିସଂଘରେ ସ୍ୱତନ୍ତ୍ର ମାନ୍ୟତା ହାସଲ କଲା କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍‍ ଇକୋସୋକ୍‍)ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍‍ କନ୍‍ସଲ୍‍ଟେଟିଭ୍‍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟର ମହତ୍ୱପୂର୍ଣ୍ଣ…

କାହିଁକି ସସପେଣ୍ଡ ହେଲେ ଆଇପିଏସ୍ ପଣ୍ଡିତ ରାଜେଶ ଉତ୍ତମରାଓ ?

ଭୁବନେଶ୍ବର: ମହଙ୍ଗା ପଡିଲା ପ୍ରେମ ନିବେଦନ ! ନିଲମ୍ବିତ ହେଲେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ । ପଦ ମର୍ଯ୍ୟାଦାର ଅପବ୍ୟବହାର ଅଭିଯୋଗରେ ତାଙ୍କ ଉପରେ ବଡ ଆକ୍ସନ୍ ନିଆଯାଇଛି । ଦିଲ୍ଲୀ ନୀତି ଆୟୋଗ ବୈଠକରୁ ଫେରିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…