Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଜେଇଇ ୱେବସାଇଟ୍ ଡାଉନ: କାଉନସେଲିଂ, ଚଏସ୍‌ ଲକିଂରେ ସମସ୍ୟା

ଭୁବନେଶ୍ୱର: କାମ କରୁନି ଓଜେଇଇ ୱେବସାଇଟ୍ l ଡାଉନ ହେଲା ଓଜେଇଇ ୱେବସାଇଟ l ଫଳରେ କାଉନସେଲିଂ ଏବଂ ଚଏସ୍‌ ଲକିଂରେ ସମସ୍ୟା ଭୋଗୁଛନ୍ତି ଛାତ୍ରଛାତ୍ରୀ l ଏନେଇ ସୂଚନା ଦେଇଛନ୍ତି ଅଧ୍ୟକ୍ଷ ଡି.ପି ଶତପଥୀ l ସୂଚନା ଅନୁସାରେ, ଆଜି ଛାତ୍ରଛାତ୍ରୀ ମାନେ ୱେବସାଇଟ ଖୋଲି କାଉନସେଲିଂ ଏବଂ ଚଏସ…

ରାଜ୍ୟରେ ରହିଛି ପ୍ରାୟ ୭୧୯ଟି ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ୱର: ବିଧାନସଭାର ସପ୍ତମ ଦିନର ପ୍ରଶ୍ନ କାଳ ସମୟରେ ରାଜ୍ୟରେ ବିଭିନ୍ନ ସହରରେ ବେଆଇ ଆପାର୍ଟମେଣ୍ଟ ସଂଖ୍ୟା କେତେ, ଆଇନ ସମ୍ମତ ନଥାଇ ଏହି ଆପାର୍ଟମେଣ୍ଟ ନିର୍ମାଣ କରାଯାଇଥିବାରୁ ସମ୍ପୃକ୍ତ ବିଲଡରମାନଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠଆନ ଗ୍ରହଣ କରାଯାଇଛିକି ନାହିଁ ବୋଲି ଗୃହ ନିର୍ମାଣ…

୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି…

କିଏ ଖେଳୁଛି ବାରବାଟୀ ନାଁରେ ଖେଳ?

ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମକୁ ନେଇ ତେଜିଲା ରାଜନୀତି । ଷ୍ଟାଡିୟମ ନବୀକରଣକୁ ନେଇ କୌଣସି ଯୋଜନା ନଥିବା କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ଆରମ୍ଭ ହୋଇଛି ବିତର୍କ । ରାଜ୍ୟ ସରକାରଙ୍କୁ ବିଜେଡି ଟାର୍ଗେଟ୍ କରିଛି ତ ପୂର୍ବରୁ ଶାସନରେ ରହିଥିବା ବିଜେଡିକୁ ଦାୟୀ କରିଛି…

ଜୋରଦାର ହେଲା ସ୍ବାଧିକାର ଭଙ୍ଗ ରାଜନୀତି

ଭୁବନେଶ୍ବର: ତେଜିଲା ସ୍ବାଧିକାର ଭଙ୍ଗ ରାଜନୀତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି । ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ…

ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ଓଡିଶାର ତିନୋଟି ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ତିନି ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ସମ୍ଭବତଃ…

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା…

ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି। ଏକା ସଙ୍ଗେ ୧୦ଟି ସ୍ଥାନରେ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,…

ଭୁବନେଶ୍ବରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ: ୨ଟି ଟ୍ରେନ୍‌ ବାତିଲ, ବଦଳିଲା ୬ଟି ଟ୍ରେନ୍‌ର ଯାତାୟାତ ସମୟ

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ରାତି ୧ଟା ୩୫ରେ ଲାଇନ୍‌ଚ୍ୟୁତ ହେବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ ଟ୍ରେନ୍‌ ଚଳାଚଳ ଠପ୍‌ ହୋଇଯାଇଛି। ପୂର୍ବତନ ରେଳପଥ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି…

କେନ୍ଦ୍ର ସରକାରଙ୍କ ବଜେଟ ଐତିହାସିକ, ଏନଡିଏ ସମୟରେ ବିକାଶ ଅଧିକ: ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: କେନ୍ଦ୍ର ବଜେଟକୁ ନେଇ ପ୍ରେସମିଟ୍ କଲେ ବିଜେପି ସାଂସଦ ବୈଜୟନ୍ତ ପଣ୍ଡା। କହିଲେ କେନ୍ଦ୍ର ସରକାରଙ୍କ ବଜେଟ ଐତିହାସିକ। ବଜେଟରେ ବିକଶିତ ଭାରତ ଲାଗି ରୋଡ୍ ମ୍ୟାପ ପ୍ରସ୍ତୁତ ହୋଇଛି। ୟୁପିଏଠୁ ଏନଡିଏ ସମୟରେ ଭାରତର ଅଧିକ ବିକାଶ ହୋଇଛି ବୋଲି କହିଛନ୍ତି ସାଂସଦ। ସାଂସଦ…