Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ଆସନ୍ତା ଦୁଇ ଦିନ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ଆଜି ରାଜ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇ ଦିନ…

ସିମ ବକ୍ସ ଆତଙ୍କୀ ଲିଙ୍କ୍: ଅଭିଯୁକ୍ତକୁ ୫ ଦିନିଆ ରିମାଣ୍ଡ, ହୱାଲା ଜରିଆରେ ଚାଲିଥିଲା ଆର୍ଥିକ କାରବାର

ଭୁବନେଶ୍ୱର: ସିମବକ୍ସ ଜରିଆରେ ଚାଲିଥିଲା କି ଆତଙ୍କୀ କାର୍ଯ୍ୟକଳାପ ? କାହିଁକି ବ୍ୟବହାର କରାଯାଉଥିଲା ଏହି ସିମ ବକ୍ସ ? ଟେଲିଫୋନିକ କଲ୍ ଜରିଆରେ ଭାରତ ବିରୋଧୀ ଷଡ଼ଯନ୍ତ୍ର ରଚାଯାଉଥିଲା କି ? ଖୁବଶୀଘ୍ର ଖୁଲାସା ହେବ ଏଭଳି ବିଭିନ୍ନ ପ୍ରଶ୍ନର ଉତ୍ତର। କାରଣ ରାଜଧାନୀ ଭୁବନେଶ୍ୱରରୁ ସିମ୍…

ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ବର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦ ହୋଇଛି । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିବାରୁ କାଲି ଠାରୁ ଉପାସରେ ପଡିଛନ୍ତି ମହାପ୍ରଭୁ  । ତେବେ ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି…

ନବୀନ ନିବାସରେ ‘ଦମନ’ ଟିମ୍

ଭୁବନେଶ୍ୱର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ । ଦମନ ଶ୍ରେଷ୍ଠ ଓଡ଼ିଆ…

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ଵର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ । ୨୦୨୦ ମସିହାରୁ ଅସିତ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ । କିନ୍ତୁ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା । ଏବେ ସେ ତାଙ୍କ…

ସରକାରୀ ଟ୍ରେନିଂକୁ ବୟକଟ୍, ୨୫ରେ ବିଜେଡିର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଧାନସଭାରେ ନୂଆ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ବୟକଟ୍ କରିଛି ବିଜେଡି । ଆସନ୍ତା ୨୫ ତାରିଖ ସକାଳ ୧୦ ଟାରେ ଶଙ୍ଖ ଭବନରେ ଆୟୋଜିତ ହେବ ବିଜେଡିର ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଏଥିରେ ବରିଷ୍ଠ ତଥା ଅନୁଭବୀ ନେତା ନୂଆ ସଦସ୍ୟମାନଙ୍କୁ ବିଧାନସଭାର ନୀତି ନିୟମ ବାବଦରେ…

ସିମ୍‌ ବକ୍ସ ଜବତ ଘଟଣା: ମାଷ୍ଟର ମାଇଣ୍ଡ ଜଣଙ୍କ ହେଉଛନ୍ତି ବାଂଲାଦେଶୀ ନାଗରିକ

ଭୁବନେଶ୍ୱର: ଭୁବନେଶ୍ବରରୁ ଜଣେ ସନ୍ଦିଗ୍ଧଙ୍କ ଘରୁ ସିମ୍‌ ବକ୍ସ ଜବତ ଘଟଣାରେ ବଡ଼ ଖୁଲାସା କଲା କମିସନରେଟ ପୋଲିସ l ଏହି ସିମ ବକ୍ସକୁ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟକୁ କଲ୍‌ କରିବାକୁ ବ୍ୟବହୃତ ହେଉଥିବା ନେଇ ସୂଚନା ଦେଇଛନ୍ତି କମିସନରେଟ ପୋଲିସ l ପୋଲିସର କହିବା ଅନୁସାରେ, ସାଧାରଣତଃ…

ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ହେତୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେନେଇ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି…

ବୌଦ୍ଧଧର୍ମ ଗବେଷକ ପ୍ରବୀର ପଟ୍ଟନାୟକ ପାଇବେ ‘ନବଗୁଞ୍ଜର ସମ୍ମାନ’

ଭୁବନେଶ୍ୱର: ବିଶିଷ୍ଟ ବୌଦ୍ଧଧର୍ମ ଗବେଷକ ଓ ଲେଖକ ପ୍ରବୀର ପଟ୍ଟନାୟକଙ୍କୁ ୨୦୨୪ ର 'ନବଗୁଞ୍ଜର ସମ୍ମାନ'ରେ ପୁରସ୍କୃତ କରାଯିବ । ଶୁକ୍ରବାର ସନ୍ଧ୍ୟାରେ ଶ୍ରୀ ପଟ୍ଟନାୟକଙ୍କୁ ତାଙ୍କ ଭୁବନେଶ୍ୱର ବାସଭବନରେ ଭେଟି ନବଗୁଞ୍ଜର ସଂସ୍କୃତି ମଞ୍ଚ ଭୁବନେଶ୍ୱର ସଂସ୍ଥାପକ ସଦସ୍ୟଗଣ ଏହି ସମ୍ମାନ ଘୋଷଣା…

ଶଙ୍ଖ ଛାଡି ପଦ୍ମ ଧରିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡୀ

ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ବିଧାୟକ ପ୍ରାର୍ଥୀ ଉମେଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ବିଜେଡି ଛାଡି ଦଳରେ ଯୋଗ ଦେଇଛନ୍ତି ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡୀ । ଏହା ସହ…