Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରୋଜଗାର ସୃଷ୍ଟି ପାଇଁ ‘ସର୍ଟ ଟର୍ମ’ ସ୍କିମ୍ ? 

ଭୁବନେଶ୍ଵର: ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ ହେଲା ପରେ ଜାରି ରହିଛି ଆଲୋଚନା -ପର୍ଯ୍ୟାଲୋଚନା । ଅର୍ଥନୀତି ବିଶେଷଜ୍ଞମାନେ ବଜେଟ ତର୍ଜମା ଜାରି ରଖିଛନ୍ତି । ଭାରତୀୟ ଅର୍ଥବ୍ୟବସ୍ଥାର ଦୁଇ ବଡ ସମସ୍ୟାର ସମାଧାନ ପାଇଁ ବଜେଟରେ ଘୋଷଣା କରିଛନ୍ତି କେନ୍ଦ୍ର…

ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ଵର: ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ରହିଛି ୧, ୬୧, ୪୩୭ ଟଙ୍କା । ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ନେଇ ଆକଳନ କରାଯାଇଛି । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ…

ଉପବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଧାୟକ ଭବାନୀ ଶଙ୍କର ଭୋଇ

ଭୁବନେଶ୍ୱର: ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହେଲେ ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧିବଦ୍ଧ ଭାବରେ ବାଚସ୍ପତି ସୁରମା ପାଢୀ ଉପବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି। ଭବାନୀ ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ଓ…

ନକଲି ସସ୍ କାରଖାନା ଠାବ ଘଟଣାରେ ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ନକଲି ସସ୍ କାରଖାନା ଠାବ ଘଟଣାରେ ୩ ଗିରଫ । କାରଖାନାର ମ୍ୟାନେଜର ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ଗତକାଲି ଭୀମଟାଙ୍ଗୀ ଅଞ୍ଚଳରୁ ନକଲି ସସ୍ କାରଖାନା ଠାବ କରିଥିଲା କମିଶନରେଟ ପୋଲିସ। ସୂଚନା ଅନୁସାରେ, ଗତକାଲି ଭୁବନେଶ୍ଵରର ଭୀମଟାଙ୍ଗି ସ୍ଥିତ…

ବିଧାନସଭା ଅଚଳ…ଏଥର କଟିବ ଦରମା !

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ହୋହଲ୍ଲା, ନାରାବାଜି । ଗୃହ ବାରମ୍ବାର ମୁଲତବି । ଗତ ଦୁଇ ଦିନ ହେଲା ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ବିଧାନସଭାରେ ତୁମ୍ବିତୋଫାନ କରୁଛି ବିଜେଡି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କଲେ, ଦ୍ବିତୀୟ ଦିନ ବାଚସ୍ପତିଙ୍କ ମାଇକ…

ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା

ଭୁବନେଶ୍ୱର: ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀ କହିଛନ୍ତି ଯ, ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।…

ରାସନ କାର୍ଡ: ଖୁବ୍‌ ଶୀଘ୍ର ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି…

ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି। ଆଇପିୟୁ (IPU) କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ଦେଇଛନ୍ତି ସାଂସଦ ଅପରାଜିତା। ସେ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଏହି ଖବର ଦେଛନ୍ତି। ତେବେ ସେ ବାଚସ୍ପତି ଓମ୍‌…

ନିତୀ ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ରାଜ୍ୟର ଦାବି ଓ ସମସ୍ୟା ସଂପର୍କରେ କରିବେ ଦୃଷ୍ଟି ଆକର୍ଷଣ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏ ବୈଠକରେ ଯୋଗ ଦେବାକୁ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର…

ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ। ଆଜି ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ବୁଧବାର ସକାଳ…