Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଗଠିତ ହେବ ଦୟାନଦୀ ପଞ୍ଚାୟତ, ଦୟା ଗଙ୍ଗୁଆକୁ ପ୍ରଦୂଷଣମୁକ୍ତ ପାଇଁ ହେବ ଗଣ ଆନ୍ଦୋଳନ

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ଓ ଦୟା ସୁରକ୍ଷା ଅଭିଯାନ ପକ୍ଷରୁ ଦୟା ନଦୀ କୂଳରେ ପିପିଲି ବ୍ଲକ କଣ୍ଟିର କଲ୍ୟାଣ ମଣ୍ଡପ ଠାରେ ନଦୀ ସୁରକ୍ଷା ସଂକ୍ରାନ୍ତୀୟ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଗଙ୍ଗୁଆ,କୁଶଭଦ୍ରା, ଧନୁଆ, ଦୟା ଓ ଭାର୍ଗବୀ ନଦୀ ଆନ୍ଦୋଳନର ଅନେକ ନେତୃତ୍ଵ, ସୂଚନା…

ରାତି ପାହିଲେ ଶ୍ରାବଣ ପ୍ରଥମ ସୋମବାର, କମିଶନରେଟ୍ ପୋଲିସର ସୁରକ୍ଷା ବ୍ୟବସ୍ତା କଡାକଡି

ଭୁବନେଶ୍ବର: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର। ଦେବଦେବ ମହାଦେବଙ୍କୁ ଜଳଲାଗି କରିବେ ଶିବଭକ୍ତ । ସେଥିପାଇଁ ଆଜିଠୁ କଟକର ଐତିହାସିକ ଗଡଗଡ଼ିଆ ଘାଟରୁ ଜଳ ନେଇ ରାଜ୍ୟର ବିଭିନ୍ନ ଶୈବାଳୟକୁ ଯାତ୍ରା ଆରମ୍ଭ କରିଛନ୍ତି ଶିବଭକ୍ତ କାଉଡ଼ିଆ। ବୋଲବମ… ହରହର ବମ… ଧ୍ୱନୀରେ ପ୍ରକମ୍ପିତ ହେଉଛି…

ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ହାଉସ୍‌ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ,…

ଆସନ୍ତାକାଲିଠୁ ବିଧାନସଭା, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି

ଭୁବନେଶ୍ଵର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ…

ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ମାଲକାନଗିରିରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଛି। ତଳିଆ ଅଞ୍ଚଳର କିଛି ପୋଲରେ ପାଣି ପ୍ରବାହିତ ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। କିଛି ଅଞ୍ଚଳରେ ଘରେ ମଧ୍ୟ ପାଣି ପଶିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର…

ନବୀନ ହେଲେ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ; ରାଜ୍ୟ ସ୍ୱାର୍ଥ ପାଇଁ ଲଢ଼ିବାକୁ ପରାମର୍ଶ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା…

ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ

ଭୁବନେଶ୍ୱର: ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ। ରାଜ୍ୟରେ ଯେଉଁମାନେ ଅଳିଆ ଗଦା କରିଛନ୍ତି ସେମାନଙ୍କୁ ଜେଲରେ ପୂରାଯିବ ବୋଲି ଭର୍ତ୍ତୃହରି କହିବା ପରେ ଅଳିଆ କିଏ, ତାଙ୍କ ଦଳରେ ଅଳିଆ ଅଛନ୍ତି ନା ଆମ ଦଳରେ ଅଛନ୍ତି ବୋଲି ପଚାରିଛନ୍ତି ବିଜେଡି ସାଂସଦ ଦେବାଶିଷ।…

ମହିଳାଙ୍କୁ ସୁରକ୍ଷା ଦେବେ ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର, ତିଆରି ହେଲା ସ୍ପେଶାଲ୍ ଟିମ୍

ଭୁବନେଶ୍ୱର: ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ତିଆରି ହେଲା ସ୍ପେଶାଲ୍ ଟିମ୍ । ଯେଉଁଥିରେ ବଛା ବଛା ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର ରହିଛନ୍ତି। ଏନେଇ ସୂଚନା ଦେଇଛନ୍ତି କମିଶନର ସଞ୍ଜୀବ ପଣ୍ଡା। ଯାତାୟାତ ସମୟରେ, ଫୋନ୍ ଏବଂ ମେସେଜ୍ ମାଧ୍ୟମରେ ନିର୍ଯାତନା କିମ୍ବା ଇଭ୍-ଟିଜିଂର…

ଅବପାତରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, ଆଜି ଠାରୁ ପ୍ରବଳ ବର୍ଷା

ଭୁବନେଶ୍ବର: ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର । ଏବେ ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୦ କିମି ଦୂରରେ ଓ ଗୋପାଳପୁରରୁ ପୂର୍ବ ଦିଗରେ ୧୩୦ କିମି ଦୂରରେ ରହିଛି ସୃଷ୍ଟ ଅବପାତ। କାଲି ସକାଳ ସୁଦ୍ଧା ଏହା ଉତ୍ତରପଶ୍ଚିମ ମୁହାଁ ହୋଇ ପୁରୀ ଅତିକ୍ରମ କରିବ ।…

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ବର: ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି । ସିବିଆଇ ତଦନ୍ତ ଦାବି କଲେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ । ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଚାପି ରଖିଥିଲେ। ପୂର୍ବରୁ ବିଜେପି ବ୍ଲାକରୋଜର ସିବିଆଇ ତଦନ୍ତ ପାଇଁ ଦାବି କରୁଥିଲା ।…