Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ହଷ୍ଟେଲରେ ତରକାରୀରୁ ବାହାରିଲା ଝିଟିପିଟି ସହ ବିଛା

ଭୁବନେଶ୍ୱର: ରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା । ଏପରି ଘଟଣା ସାମ୍ନାକୁ ଆସିଛି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ । ପିଲାଙ୍କୁ ରାତି ଖାଇବାରେ ଦିଆଯାଇଥିବା ଆଳୁ ତରକାରୀରେ ଏସବୁ ବାହାରିଥିଲା । ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।…

ଆଜି ନିଯୁକ୍ତି ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ…

ନବରାତ୍ରୀ ୨୦୨୪: ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ରୂପରେ ଦର୍ଶନ ଦେଉଛନ୍ତି ମା’

ଭୁବନେଶ୍ବର: ଆଜି ନବରାତ୍ରୀର ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ରୂପରେ ପୂଜା ପାଉଛନ୍ତି ମା'। ମା' ଦୁର୍ଗାଙ୍କ ତୃତୀୟ ଶକ୍ତି ହେଉଛନ୍ତି ଚନ୍ଦ୍ରଘଣ୍ଟା । ଏହି ରୂପରେ ମା'ଙ୍କର ମସ୍ତକରେ ଅର୍ଦ୍ଧଚନ୍ଦ୍ର ଥିବାରୁ ତାଙ୍କୁ ଚନ୍ଦ୍ରଘଣ୍ଟା ବୋଲି କୁହାଯାଏ । ଚନ୍ଦ୍ରଘଣ୍ଟାଙ୍କ ମୁଦ୍ରା ଯୁଦ୍ଧ ମୁଦ୍ରା…

ପ୍ରାଥମିକ ସ୍କୁଲର ୬୬୦ଜଣ ସ୍କୁଲ ଶିକ୍ଷକଙ୍କୁ ଏକକାଳୀନ ବଦଳି

ଭୁବନେଶ୍ବର: ଏକାଥରକେ ୬୬୦ଜଣ ସ୍କୁଲ ଶିକ୍ଷକଙ୍କୁ ବଦଳି କଲେ ରାଜ୍ୟ ସରକାର । ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ପ୍ରାଥମିକ ସ୍କୁଲର ଏହି ଶିକ୍ଷକ ମାନଙ୍କୁ ଏକକାଳୀନ ବଦଳି କରାଯାଇଛି । ନିଜର ପତି ଅବା ପତ୍ନୀ କାର୍ଯ୍ୟରତ ଥିବା ଜିଲ୍ଲାକୁ ବଦଳି ପାଇଁ ଏହି ଶିକ୍ଷକମାନେ ଆବେଦନ…

ସମ୍ବାଦ-ନବୀନ ସଂପର୍କ…କେବେ ଖଟା କେବେ ମିଠା

ଭୁବନେଶ୍ବର: ସମ୍ବାଦ ଗ୍ରୁପ ସହ ନବୀନଙ୍କ ସଂପର୍କରେ ଟୁଇଷ୍ଟ ! ଦିନେ ସମ୍ବାଦ ସଂପାଦକ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡିକୁ ପାଛୋଟି ନେଇଥିଲେ । ପରେ ସଂପାଦକୀୟକୁ ନେଇ ଦଳରୁ କଲେ ବିଦା। ଏବେ ପୁଣି ସଂପର୍କ ଟ୍ରାକକୁ ଫେରାଇବାକୁ ଉଦ୍ୟମ ! ସମ୍ବାଦ ଗ୍ରୁପ ସହ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ…

ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼

ଭୁବନେଶ୍ୱର: ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼। ଗଣ୍ଡଗୋଳର ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ…

ଏହି ସ୍ଥାନରେ ମା’ ଦୁର୍ଗାଙ୍କ ପରିବର୍ତ୍ତେ ପୂଜା ପାଏ ମହିଷାସୁର

ଭୁବନେଶ୍ୱର: ଦୁର୍ଗା ପୂଜାରେ ସବୁ ସ୍ଥାନରେ ପୂଜା ପାଆନ୍ତି ମା' ଦୁର୍ଗା । ସାରା ଦେଶ ମା'ଙ୍କ ଆଗମନର ଉଲ୍ଲାସ ମନାଇଥାଏ । କିନ୍ତୁ ଆମ ଦେଶରେ କିଛି ସ୍ଥାନରେ ଦୁର୍ଗା ପୂଜା ଅବସରରେ ମା' ଦୁର୍ଗା ନୁହନ୍ତି, ବରଂ ଆସୁରରାଜ ମହିଷାସୁରକୁ ପୂଜା କରା ଯାଇଥାଏ । ଅସୁର ରାଜ ମହିଷାସୁରକୁ ଦେବୀ…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଏନେଇ କେନ୍ଦ୍ରମନ୍ତ୍ରୀ…

ଯୋଗାଣ ବିଭାଗ ଉଚ୍ଚସ୍ତରୀୟ ଟିମ୍‌ର ଛତିଶଗଡ଼ ଗସ୍ତ

ଭୁବନେଶ୍ୱର: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀ ମାନଙ୍କୁ ବୋନସ ପ୍ରଦାନ ପ୍ରକ୍ରିୟା ସମ୍ପର୍କରେ ଜାଣିବା ପାଇଁ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ନିକଟରେ ଛତିଶଗଡ଼ ଗସ୍ତ କରିଥିଲେ । ସେଠାରେ କ୍ଷେତ୍ର ପରିଦର୍ଶନ ସହ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ, ଧାନ ସଂରକ୍ଷଣ ଏବଂ…

ପୂଜା ପେଣ୍ଡାଲରେ ଆଦୌ ବ୍ୟବହାର ହେବନି ପ୍ଲାଷ୍ଟିକ: ମେୟର

ଭୁବନେଶ୍ବର: ଆଜିଠୁ ପୀଠରେ ଶାରଦୀୟ ନବରାତ୍ରୀ ଆରମ୍ଭ ହୋଇଯାଇଥିବାବେଳେ, ମଣ୍ଡପ ଗୁଡିକରେ ପୂଜା ପାଇଁ ଜୋରଦାର ଚାଲିଛି ସାଜସଜ୍ଜା । କମିଟି ଅଧ୍ୟକ୍ଷ ମାନେ ନିଜ ମଣ୍ଡପକୁ ଆକର୍ଷଣୀୟ ଓ ମନୋରମ କରିବାକୁ ବିଭିନ୍ନ ପ୍ରକାର ଢଙ୍ଗରେ ସଜାଇ ଚାଲିଛନ୍ତି । ଭୁବନେଶ୍ୱରରେ ଯେପରି ପୂଜା ଅବସରରେ…