Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ…

ଏକାମ୍ର ଓ୍ଵାକ୍ସରେ ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର: ଏକାମ୍ର ଓ୍ଵାକ୍ସରେ ଆସନ୍ତା ରବିବାର ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ସାଂସ୍କୃତିକ ଅନୁଭୂତି ପ୍ରଦାନ କରୁଥିବା ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସକାଳ ୧୧ଟା ୩୦ରେ ଓଡିଆ ଭାଷାର ଗୌରବ ଗାଥା ସାହିତ୍ୟ ସହିତ ଆରମ୍ଭ…

Indigo Flights Cancelled: ଭୁବନେଶ୍ବରରୁ ୮ଟି ଇଣ୍ଡିଗୋ ବିମାନ ବାତିଲ

ଭୁବନେଶ୍ୱର: ଏବେବି ସୁଧୁରିନି ସ୍ଥିତି । ଇଣ୍ଡିଗୋ ବିମାନ ଚଳାଚଳରେ ଜାରି ରହିଛି ଅଚଳାବସ୍ଥା । ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮ଟି ବିମାନ ଉଡାଣ ବାତିଲ କରାଯାଇଛି । ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବାତିଲ ହୋଇଥିବା ଉଡ଼ାଣଗୁଡ଼ିକର ଏକ ବିବରଣୀ…

Drinking Water Project: ୭୭.୧୦ ପ୍ରତିଶତ ଲୋକଙ୍କ ଘରକୁ ପିଇବା ପାଣି ଯୋଗାଇ ଦିଆଯାଇଛି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବକୁ ନେଇ ବିଧାନସଭାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି, ଓଡ଼ିଶା ସମେତ ଝାଡ଼ଖଣ୍ଡ ଭଳି ରାଜ୍ୟରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳୁଛି । କାମରେ ଅବହେଳା…

Health Minister: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ୫ ବର୍ଷରେ ରାଜ୍ୟରେ ମୋଟ୍ ୩୦ ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି ବୋଲି ଆଜି ବିଧାନସଭା ଶୀତକାଳୀନ ଅଧିବେଶନରେ ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଲିଖିତ ଉତ୍ତର ରଖି ସ୍ୱାସ୍ଥ୍ୟମନ୍ତ୍ରୀ…

ଗତ ୫ ବର୍ଷରେ ଦେଶ ଓ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ଏତିକି ଦାଦନ…

ଭୁବନେଶ୍ବର: ୫ ବର୍ଷରେ ୫୧୮ ଜଣ ଦାଦନଙ୍କ ଜୀବନ ଯାଇଛି । ଦେଶ ଓ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିବା ଏହି ସମସ୍ତ ଶ୍ରମିକଙ୍କର ମୃତ୍ୟୁ ହୋଇଛି ବୋଲି ଆଜି ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଧାନସଭାରେ ଶ୍ରମ ମନ୍ତ୍ରୀ ରଖିବା ତଥ୍ୟ…

Cold Wave: ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ୧୩ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ…

ଦେଶର ସର୍ବାଧିକ ୧୦୦ଟି ଦୁର୍ଘଟଣାପ୍ରବଣ ଜିଲ୍ଲାର ତାଲିକା ପ୍ରକାଶ, ଜାଣନ୍ତୁ କେତେ ନମ୍ବରରେ ରହିଛି ଓଡିଶାର କେଉଁ…

ଭୁବନେଶ୍ବର: ଦେଶର ସର୍ବାଧିକ ୧୦୦ଟି ଦୁର୍ଘଟଣାପ୍ରବଣ ଜିଲ୍ଲାର ତାଲିକା ପ୍ରକାଶ ପାଇଛି । ଗଲା ତିନି ବର୍ଷର ସଡ଼କ ଦୁର୍ଘଟଣା ସ୍ଥିତି ଅନୁଧ୍ୟାନ ପରେ ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା ୮୪ ନମ୍ବର ସ୍ଥାନରେ ଅଛି । ଏହାପରକୁ ୯୦ତମ ସ୍ଥାନରେ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗରୁ ୯୧ ପ୍ରତିଶତ ସମାଧାନ ହୋଇଛି: ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧ ପ୍ରତିଶତ ସମାଧାନ ହୋଇଛି । ଦେଢ଼ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି । ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି…

Weather Update: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଭୁବନେଶ୍ବର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।…