Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା l ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ…

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ…

ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ବର: ପୁଣି ବଢିଲା ସୁନା ଦର । ଆଜି ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ର ନୂଆ ଦର । ଯଦି ଆପଣ ସୁନା କିଣିବାକୁ ଯାଉଥାନ୍ତି ତେବେ ପ୍ରଥମେ ଏହି ଦର ବିଷୟରେ ଜାଣିନିଅନ୍ତୁ । ଉଭୟ ଆନ୍ତର୍ଜାତୀୟ ତଥା ଘରୋଇ ବଜାରରେ ସୁନାର ମୂଲ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଇଛି । ଘରୋଇ ବଜାରରେ…

ଆଗକୁ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ: ଗଠନ ହେବ କାରଣ ଖୋଜା କମିଟି

ଭୁବନେଶ୍ୱର:  ସେପ୍ଟେମ୍ବର ୨୭ ତାରିଖରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଦଳୀୟ ସଭାପତି ନବୀନ ପଟ୍ଟନାୟକ ଯୋଗ ଦେବେ। ଆଗକୁ ହେବାକୁ ଥିବା ପଦଯାତ୍ରା, ନୂଆ କମିଟି ଓ ଅନ୍ୟ ସଂଗଠନିକ କାର୍ଯ୍ୟକ୍ରମ ନେଇ ହେବ ଆଲୋଚନା। ନିର୍ବାଚନ ପୋଷ୍ଟମର୍ଟମର କାରଣ ଖୋଜା କମିଟି ଚୟନ ବି…

ନିଲମ୍ବିତ ଆଇଆଇସିଙ୍କର ଲାଏ ଡିଟେକସନ ଟେଷ୍ଟ ପାଇଁ ମିଳିବ କି ଅନୁମତି ?

ଭୁବନେଶ୍ୱର: ଆଜି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ଲାଏ ଡିଟେକସନ ଟେଷ୍ଟର ଶୁଣାଣି ହେବ। ଭୁବନେଶ୍ବର JMFC କୋର୍ଟରେ ହେବ ଏହାର ଶୁଣାଣି। ଏଥିଲାଗି ଆଜି କୋର୍ଟରେ ହଜାର ହେବେ ଦୀନକୃଷ୍ଣଙ୍କ ମିଶ୍ର। ଦୀନକୃଷ୍ଣଙ୍କ ସହମତି ଉପରେ ନିର୍ଭର କରୁଛି ଏହି ଟେଷ୍ଟ। ଦୀନକୃଷ୍ଣ ସହମତି ଦେଲେ ହିଁ…

ଭରତପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଚାଲିଛି ତଦନ୍ତ

ଭୁବନେଶ୍ବର: ଭରତପୁର ଥାନାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ତଦନ୍ତ ପାଇଁ ପହଞ୍ଚିଲା। ସେଦିନ ରାତିରେ କ'ଣ ସବୁ ଘଟିଥିଲା ଅନୁଧ୍ୟାନ ପାଇଁ ପହଞ୍ଚିଲା। ଭରତପୁର ଥାନା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ବିଭିନ୍ନ ଦିଗରକୁ ଆଗେଇଛି ତଦନ୍ତ।…

ଜିଦ୍‌ରେ ଅଟଳ ନର୍ସିଂ ଅଫିସର, ବିଭିନ୍ନ ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭୁବନେଶ୍ୱର: ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ…

ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଖଣିଭିତ୍ତିକ ଶିଳ୍ପାନୁଷ୍ଠାନ ପାଇଁ ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ବ ଆରୋପ କରିଥିଲେ । ଏଥିସହିତ ରାଜ୍ୟରେ ଖଣି ରାଜସ୍ବର ଅଭିବୃଦ୍ଧି ପାଇଁ…

ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତ ମାନଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ବର ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ପାଇଁ ସହାୟତା ଘୋଷଣା କରାଯାଇଛି । କ୍ଷତିଗ୍ରସ୍ତ ବାସଗୃହର ତୁରନ୍ତ…

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ବୋର୍ଡ ଦେଲା ବଡ଼ ସୂଚନା

ଭୁବନେଶ୍ୱର: ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ କୁ ଦୂର କରିଛି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ (ବିଏସଇ) । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛି ବୋର୍ଡ । ଚିଠିରେ…