Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୩ ଘଣ୍ଟିଆ ସତର୍କତା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା…

ରେଳ ସଂଯୋଗ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୮୭୧ କୋଟି ମୂଲ୍ୟର ରେଳ ପ୍ରକଳ୍ପ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଭୁବନେଶ୍ୱରରୁ ରାଜ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପ ଗୁଡିକର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । ଏହି ଅଞ୍ଚଳର ସାମାଜିକ-ଅର୍ଥନୈତିକ ବିକାଶରେ ସହଯୋଗ କରିବା ପାଇଁ ରେଳ ସଂଯୋଗକୁ ବୃଦ୍ଧି କରାଇବା ସହ ପ୍ରମୁଖ ରେଳ…

‘କୌଣସି ଫୋନ୍‌ କଲ୍‌ ତଥା ଫେକ୍‌ ଲିଙ୍କ୍‌କୁ ବିଶ୍ୱାସ ନକରିବାକୁ ପରାମର୍ଶ’

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ । ଯୋଗ୍ୟ ହିତାଧିକାରୀମାନଙ୍କୁ ସେହିଦିନ ପ୍ରାରମ୍ଭିକ ପର୍ଯ୍ୟାୟରେ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ । ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି…

ଆସନ୍ତାକାଲି ସକାଳ ଯାଏଁ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସନ୍ତାକାଲି ସକାଳ ଯାଏଁ ୨ଟି ଜିଲ୍ଲାକୁ ଅରେଞ୍ଜ ଓ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ କରାଯାଇଛି ।…

ପରଲୋକରେ ବିଶିଷ୍ଠ ଶିକ୍ଷାବିତ୍ ତଥା ଗଣିତଜ୍ଞ ଡ. ରାମ ଶଙ୍କର ରଥ

ଭୁବନେଶ୍ୱର: ବିଶିଷ୍ଠ ଶିକ୍ଷାବିତ୍ ତଥା ଗଣିତଜ୍ଞ ରାମ ଶଙ୍କର ରଥଙ୍କର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ନିମୋନିଆ ଓ ଅନ୍ୟାନ୍ୟ ରୋଗରେ ପୀଡିତ ରହି ଚିକିତ୍ସାଧୀନ ଥିଲେ । ଆଜି ଭୁବନେଶ୍ବର ଆଚାର୍ଯ୍ୟବିହାର ସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ…

ସରକାରୀ ଦୋକାନରୁ ନକଲି ମଦ ଜବତ

ଭୁବନେଶ୍ୱର: ସରକାରୀ ଦୋକାନରୁ ଜବତ ହେଲା ନକଲି ମଦ ବୋତଲ । ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ବରମୁଣ୍ଡା ଅଞ୍ଚଳରେ । ଦୀର୍ଘ ଦିନ ଧରି ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରେ ନକଲି ମଦ ବିକ୍ରି ହେଉଥିଲା । ଖବର ପାଇ ଅବକାରୀ ବିଭାଗର ସ୍ୱତନ୍ତ୍ର ଟିମ୍‌ ଆଜି ଅଚାନକ ଉକ୍ତ ସରକାରୀ…

୧୦ଟା ୫୦ରେ ପହଞ୍ଚିବେ ମୋଦି, ତା ପରେ ଖାତାକୁ ଚଢିବ ସୁଭଦ୍ରାର ପ୍ରଥମ କିସ୍ତି

ଭୁବନେଶ୍ବର: ଆସୁଛନ୍ତି ମୋଦି । ରାଜ୍ୟର ମହିଳାଙ୍କ ପାଇଁ ଶୁଭାରମ୍ଭ କରିବେ ସୁଭଦ୍ରା ଯୋଜନା । ଏଥିପାଇଁ ମୋଦିଙ୍କ ଗସ୍ତର ଏକ ବିସ୍ତୃତ ବିବରଣୀ ଦିଆଯାଇଛି । ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି । ଏହାପରେ ବିମାନବନ୍ଦରରୁ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର…

ଆହୁରି ୨ଦିନ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି…

ଆଜି ବିଶ୍ୱକର୍ମା ପୂଜା : ଜାଣନ୍ତୁ ପୂଜା ବିଧି ଓ ମହତ୍ତ୍ବ

ଭୁବନେଶ୍ଵର: ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଗାଁରୁ ସହର ସବୁଠି ଉତ୍ସବ ମୁଖର । କଳକାରଖାନା ଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନରେ ବେଶ ଧୂମାଧାମରେ ପାଳନ କରାଯାଉଛି ପୂଜା । ପ୍ରାଚୀନ କାଳରୁ ସମସ୍ତ ରାଜଧାନୀର ନିର୍ମାଣ ଭଗବାନ ବିଶ୍ୱକର୍ମା ହିଁ କରିିଥିଲେ । ସ୍ୱର୍ଗ ଲୋକ,…