Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜି ସମ୍ବର୍ଦ୍ଧିତ ହେବେ ନବନିର୍ବାଚିତ ସାଂସଦ, ବିଧାୟକ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଚଳିତ ନିର୍ବାଚନରେ ବାଜି ମାରିନେଇଛି ବିଜେପି । ୨୪ ବର୍ଷର ସରକାରଙ୍କୁ ଗାଦିଚ୍ୟୁତ କରି ଓଡିଶା ଶାସନ ସମ୍ଭାଳିଛି ବିଜେପି । ଏହି ଅବସରରେ ଆଜି ନିଜର ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି। ଏଥିପାଇଁ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ସମ୍ବର୍ଦ୍ଧନା…

ଧର୍ମଶାଳାର ବଲ୍ଲେ ବଲ୍ଲେ ଢାବାରେ କଣ ଚାଲିଥିଲା ?

ଭୁବନେଶ୍ବର: କିଏ କହୁଛନ୍ତି ରଙ୍ଗଶାଳା ତ କିଏ କହୁଛନ୍ତି ମଉଜ କରୁଥିଲେ ବିଜେଡି ନେତା । ପୁଣି କିଏ କହୁଛନ୍ତି ଆସୁଥିଲେ ସେଲିବ୍ରିଟି । ଯାଜପୁର ଜିଲ୍ଲା ଧର୍ମଶାଳାରେ ରହିଥିବା ବଲ୍ଲେ ବଲ୍ଲେ ଢାବା ଅଭିନେତ୍ରୀରୁ ନେତ୍ରୀ ସାଜିଥିବା ଜଣେ ବିଜେଡି ନେତ୍ରୀ ଚଳାଉଥିବା କୁହାଯାଉଛି । ପୂର୍ବତନ…

ୟାଟସ ବିଜେତାଙ୍କ ଇସ୍ରୋ ପରିଦର୍ଶନ, ୩୦ଟି ଜିଲ୍ଲାର ୨୦ ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ଚୟନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅଧୀନରେ ପରିଚାଳିତ ପଠାଣି ସାମନ୍ତ ପ୍ଲାନେଟୋରିୟମ ସହଯୋଗରେ ଆୟୋଜିତ ଟାଟା ଷ୍ଟିଲର ୟାଟ୍‌ସ ୨୦୨୩ର ବିଜେତାମାନେ ଆଜି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ସ୍ପେସ୍ ଆପ୍ଲିକେସନ୍ ସେଂଟର ପରିଦର୍ଶନ କରିବାକୁ ଯାତ୍ରା…

ସକ୍ରିୟ ଲଘୁଚାପ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆଜିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ -ଢେଙ୍କାନାଳ,…

ଖୁବଶୀଘ୍ର ଓଡିଶା ବିଧାନସଭା ହେବ ପେପରଲେସ୍

ଭୁବନେଶ୍ଵର: ଓଡ଼ିଶା ବିଧାନସଭାକୁ ପେପରଲେସ୍‌ କରାଯିବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ । ବାଚସ୍ପତିଙ୍କ କହିବାନୁସାରେ, ବିଧାନସଭାକୁ ସଂପୂର୍ଣ୍ଣ କାଗଜମୁକ୍ତ କରିବାକୁ ଯୋଜନା କରାଯାଇଛି । ବିଧାନସଭାକୁ ପେପରଲେସ୍‌ କରିବାକୁ ନେଭା ଦାୟିତ୍ବ ନେଇଛି । ପୁରୁଣା ଓ ନୂଆ ସମସ୍ତ…

ମହିଳା ସାମ୍ବାଦିକାଙ୍କ ଉପର କୁକୁର ଛାଡ଼ିବା ମାମଲା, ପୁଣି ରଘୁନନ୍ଦନଙ୍କ ଘରେ ପୋଲିସ

ଭୁବନେଶ୍ୱର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ମାମଲା । ପୁଣି ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଘରେ ପହଞ୍ଚିଲା ପୋଲିସ । ରଘୁନନ୍ଦନ ଦାସଙ୍କ କ୍ୱାର୍ଟରରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର…

ବଦଳିପାରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ । ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ । ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ…

‘ରାଜ୍ୟରେ ଖୋଲିବ ୨୦୦ ଗୋଶାଳା, ଗୋଚାଲାଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ଗୋ-ସୁରକ୍ଷା ଓ ମାଛ ଚାଷ କୁ ନେଇ ବଡ ବୟାନ ଦେଲେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି, ରାଜ୍ୟରେ ବୃଦ୍ଧି ପାଉଥିବା ଗୋଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ଗୋଚାଳାଣ କରୁଥିବା ବ୍ୟକ୍ତିଙ୍କ ଉପରେ କଡା…

ମନୋଜଙ୍କ ଆଗରେ କି କି ଚ୍ୟାଲେଞ୍ଜ?

ଭୁବନେଶ୍ଵର: ଓଡିଶାର ମୁଖ୍ୟ ଶାସନ ସଚିବ ହେବେ ବରିଷ୍ଠ ଆଇଏଏସ ମନୋଜ ଆହୁଜା । ପରବର୍ତ୍ତୀ ମୁଖ୍ୟ ସଚିବ ଭାବେ ସେ ଜୁଲାଇ ୧ତାରିଖରୁ ଦାୟିତ୍ୱ ଗ୍ରହଣ କରିବେ । ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବେଳେ କାର୍ଯ୍ୟପାଳିକାର ଶୀର୍ଷ ଅଧିକାରୀ ହେବେ ମନୋଜ ଆହୁଜା । ମୁଖ୍ୟ ଶାସନ…

ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ଵର: ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍‌ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ୩୧୫ ସ୍ପେଶାଲ ଟ୍ରେନ୍‌ ଚାଲିବ ଏବଂ ରାଜ୍ୟର ସବୁ ଅଞ୍ଚଳକୁ ପହଞ୍ଚିବ । ଏଥିରେ ୧୫ ହଜାର ଯାତ୍ରୀ ରହିଲା ଭଳି ଟେଣ୍ଟ ଲଗାଯିବ…