Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

Lingaraj Temple: ସୁରକ୍ଷା ବ୍ୟବସ୍ଥାରେ ଢିଲା! ଅଣହିନ୍ଦୁ ପଶିବାରୁ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବେଶ ଓ ଭୋଗ ମାରା

ଭୁବନେଶ୍ବର: ମାରା ହେଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବେଶ ଓ ଭୋଗ । ଜଣେ ଅଣହିନ୍ଦୁ ତଥା ଜାପାନ ନାଗରିକ ମନ୍ଦିର ଭିତରେ ପଶିଯିବାରୁ ବେଶ ଓ ଭୋଗ ମାରା ହୋଇଥିବା ସୂଚନା ରହିଛି । ବୁଧବାର ଦିନ ମହାପ୍ରଭୁଙ୍କ ଭୋଗମଣ୍ଡପ ସରି ସାହାଣମେଲା ଦର୍ଶନ ଚାଲିଥିଲା । ଏହି ସମୟରେ ଅଣହିନ୍ଦୁ ଜଣଙ୍କ…

Twin City: ଟ୍ଵିନ୍‌ସିଟିକୁ ପ୍ରଦୂଷଣ କଟକଣା, ନିୟମ ନମାନିଲେ ୫ ହଜାର ଜରିମାନା

ଭୁବନେଶ୍ବର: ଚାରିଆଡ଼େ ବଢିଚାଲିଛି ବାୟୁ ପ୍ରଦୁଷଣ । ଯାହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ସରକାର ସଜାଗ ହୋଇଯାଇଛନ୍ତି । ଏବେ ଓଡ଼ିଶାର  ରାଜଧାନୀ ଭୁବନେଶ୍ୱର ଏବଂ କଟକ ପାଇଁ ବାୟୁ ପ୍ରଦୂଷଣ ପାଇଁ କଟକଣା ଜାରି କରାଯାଇଛି । ଏବଠୁ ସ୍ଥିତି ନିୟନ୍ତ୍ରଣରେ ରଖିଲେ କିଛି ସୁଧାର…

Mohammed Mokim: ୧୨ ତାରିଖରେ ନୂଆ ଦଳ ପାଇଁ ମୂଳଦୁଆ ପଡିବ: ମୋକିମ

ଭୁବନେଶ୍ୱର: ନୂଆ ଦଳ ଗଠନ ନେଇ ବଡ ସୂଚନା ଦେଲେ ମହମ୍ମଦ ମୋକିମ । ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଆସନ୍ତା ୧୨ ତାରିଖ ଅର୍ଥାତ୍ ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ ଶେଷ ସପ୍ତାହରେ ନୂଆ ଦଳ ଗଠିତ ହେବ । ମୋକିମ କହିଛନ୍ତି ଯେ, ଉପକୂଳ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୫୪ତମ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ୫୪ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ମୋହନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ,…

ଜନତାଙ୍କ ଅକୁଣ୍ଠ ବିଶ୍ୱାସ ହିଁ ଆମକୁ ପ୍ରତିଦିନ ନିରନ୍ତର ସେବା କରିବା ପାଇଁ ଅପାର ଶକ୍ତି ଯୋଗାଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଜନଶୁଣାଣି ସୋମବାର ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହୋଇଯାଇଛି । ୧୬ତମ ଜନ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଶୁଣିଛନ୍ତି ।…

Debrigarh Wildlife Sanctuary: ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

ଭୁବନେଶ୍ୱର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା । ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର…

ଆହୁରି କଠୋର ହେଲା ଓମସା; ୨ ଘଣ୍ଟା ବନ୍ଦ ରହିବ ଓପିଡି, ସେପଟେ, ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟାମନ୍ତ୍ରୀ

ଭୁବନେଶ୍ବର: ଆଜି ଠାରୁ ଦୁଇ ଘଣ୍ଟା ଓପିଡି ବନ୍ଦ ନେଇ ଡାକ୍ତର ସଂଘର ନିଷ୍ପତ୍ତି । ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାଗୁଡ଼ିକରେ ଥିବା ଓପିଡିରେ ରୋଗୀ ଦେଖିବେନି ଡାକ୍ତର । ଏନେଇ ସୂଚନା ଦେଇଛନ୍ତି ଓମସା ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର ଓ ସାଧାରଣ ସମ୍ପାଦକ ଡାକ୍ତର…

BJD leaders meeting: ପ୍ରମିଳା ମଲ୍ଲିକଙ୍କ ଘରେ ବିଜେଡି ନେତାଙ୍କ ମେଳି, ଚାଲିଛି କିଛି ବଡ଼ ଆଲୋଚନା….

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ବିଜୁ ଜନତା ଦଳ କୁ ନେଇ ଚାଲିଛି ଜୋରଦାର ଚର୍ଚ୍ଚା, ଆଲୋଚନା । ନୂଆବର୍ଷ ପୂର୍ବରୁ ବିଜେଡ଼ି ନେତାଙ୍କ ବିଭିନ୍ନ ସ୍ଥାନରେ ଭୋଜି-ଭାତର ଆସର କରି ମେଳି ବାନ୍ଧି ରାଜ୍ୟ ରାଜନୀତିକୁ ସରଗରମ କରିଥିଲେ । ଆଉ ଆଜି ପୁଣି ଏକ ମେଳି ହୋଇଛି ଯାହା ସାମ୍ନାକୁ…

Odisha Weather: ୧୨ ଜିଲ୍ଲାକୁ ଘନ କୁହୁଡି ସତର୍କତା, ଆସନ୍ତା ୩ ଦିନ ରାତି ତାପମାତ୍ରା ୨ରୁ ୪ ଡିଗ୍ରି ଖସିବା…

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି । ଏହା ସାଙ୍ଗକୁ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ସକାଳ ୧୦ଟା ପର୍ଯ୍ୟନ୍ତ ଦୃଶ୍ୟମାନ କମ୍‌ ହେଉଥିବାରୁ ରାସ୍ତାରେ ଯାତାୟତ କରିବା ଅସୁବିଧା ହୋଇପଡିଛି । ତେବେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ…

“ବନ୍ଦେ ମାତରମ୍” ଗାଇବା ସହ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରିବେ…

ଭୁବନେଶ୍ୱର: "ବନ୍ଦେ ମାତରମ୍‌ର"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ଛାତ୍ରଛାତ୍ରୀମାନେ ସାମୂହିକ ଭାବେ "ବନ୍ଦେ ମାତରମ୍" ଗାନ କରିବେ । ଏଥିସହ ସମସ୍ତ…