Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମମତାଙ୍କ ପରେ ସୁଜିତ୍ ଝଟକା

ଭୁବନେଶ୍ବର: ବିଜେଡିରୁ ଖସୁଛି ଗୋଟିଏ ପରେ ଗୋଟିଏ ଓ୍ବିକେଟ୍ । ମମତା ମହନ୍ତଙ୍କ ପରେ ସୁଜିତ କୁମାର । ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଲେ, ବିଜେପିରେ ମିଶିଲେ । ସୁଜିତଙ୍କୁ ଦଳରୁ ବହିଷ୍କାର କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ମମତା ମହନ୍ତଙ୍କ ଇସ୍ତଫା ସମୟରେ ହିଁ ବିଜେଡିରୁ…

ପୁଲିସ ଏସଆଇଙ୍କ କ୍ୱାର୍ଟର୍ସରୁ ଚୋରି

ଭୁବନେଶ୍ୱର: ଭୁବନେଶ୍ୱରରେ କମିଶନରେଟ୍‌ ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଚୋର। ଏଥର ସାଧାରଣ ଲୋକଙ୍କ ଘରୁ ନୁହେଁ ବରଂ ଜନସାଧାରଣଙ୍କୁ ସୁରକ୍ଷା ଯୋଗାଉଥିବା ଜଣେ ପୁଲିସ ଏସ୍‌ଆଇଙ୍କ ଘରୁ ହୋଇଛି ଚୋରି। ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ-୩ ଆର୍‌ବିଆଇ ଅଫିସ ପଛପାର୍ଶ୍ୱ ଏସ୍‌ଆଇ…

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର: ଆଜିଠୁ ମିଳିବ ଡିଜିଯାତ୍ରା ଆପ୍ ସୁବିଧା

ଭୁବନେଶ୍ୱର: ଏଣିକି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ସହଜ ହେବ ଯାତ୍ରା। ଆଉ ପାଦେ ଆଗେଇଲା ଭୁବନେଶ୍ୱର ବିମାନବନ୍ଦର। ଯାତ୍ରୀଙ୍କ ସୁବିଧାଜନକ ବିମାନ ଯାତ୍ରା ପାଇଁ ଆଜିଠୁ ମିଳିବ ଡିଜି ଯାତ୍ରା ଆପ୍ ସୁବିଧା। ବିମାନ ବନ୍ଦରକୁ ଆସିଲେ ଚେକଇନ କରିବାକୁ ଆଉ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ…

ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ମିଳିବ ଶ୍ରମ ଭିତ୍ତିକ ନିଯୁକ୍ତି

ଭୁବନେଶ୍ୱର:  ଜଙ୍ଗଲ ଅଞ୍ଚଳରେ ଅବୈଧ ଗଛ କଟାକୁ ବନ୍ଦ କରିବା ପାଇଁ ଏବଂ ଜଙ୍ଗଲ ଉପରେ ନିର୍ଭର କରି ଚଳୁଥିବା ପାର୍ଶ୍ବବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଶ୍ରମ ଭିତ୍ତିକ ନିଯୁକ୍ତି ଦେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରି ୨୦୧୯-୨୦ ବର୍ଷ…

ବିଆଇପିଏଫର ଆଇଡିଏଟ୍‌-୨୦୨୪ ଅନୁଷ୍ଠିତ: ସମ୍ମିଳନୀରେ ଗୋଷ୍ଠୀ-କେନ୍ଦ୍ରିକ ଜଳବାୟୁ ସ୍ଥାୟିତ୍ୱ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍‌) ପକ୍ଷରୁ ଦସରା ସହଭାଗିତାରେ ଏହାର ପ୍ରମୁଖ ବାର୍ଷିକ ସମ୍ମିଳନୀର ୧୩ତମ ସଂସ୍କରଣ ଆଇଡିଏଟ୍‌-୨୦୨୪ ଆୟୋଜିତ ହୋଇଯାଇଛି । ଚଳିତ ବର୍ଷର ବିଷୟବସ୍ତୁ  ଥିଲା “ଉତ୍କଳ ଉଦ୍ୟମ: ଜଳବାୟୁ ସ୍ଥାୟିତ୍ୱ ପାଇଁ ଗୋଷ୍ଠୀ-କେନ୍ଦ୍ରିକ ବିକାଶ” ।…

ଋଣ ଠକେଇ ମାମଲାରେ ୬ ଜଣଙ୍କୁ ବାନ୍ଧିଲା ଇଓଡବ୍ଲୁ

ଭୁବନେଶ୍ଵର: ଏସବିଆଇରୁ ଋଣ ଠକେଇ ମାମଲାରେ ୬ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ । ଭୁବନେଶ୍ବର, ଖଣ୍ଡପଡ଼ା, ବଡ଼ମ୍ବା ଓ କାକଟପୁରରୁ ୬ ଜଣଙ୍କୁ ଗିରଫ କରିଛି ଇଓଡବ୍ଲୁ । ଫେକ୍ ଡକ୍ୟୁମେଣ୍ଟ ଦେଇ ୧୬.୭୧ କୋଟି ଠକେଇ ହୋଇଥିବା ଅଭିଯୋଗ ହୋଥିଲା । ଝାରପଡ଼ା, ରଘୁନାଥପୁର, ପଟିଆ ଏସବିଆଇ ଶାଖାରୁ ଲୋନ୍…

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ଦୁଇ ଓଡିଆ ଶିକ୍ଷକ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର…

ଗୁରୁଦିବସରେ ଲଞ୍ଚ ହେଲା ଶିକ୍ଷାର୍ଥୀଙ୍କ ସ୍ୱାର୍ଥରେ ବିଭିନ୍ନ କାର୍ଯ୍ୟକ୍ରମ: ଜାଣନ୍ତୁ, କେଉଁ ପୋର୍ଟାଲ ରେ ମିଳିବ କି…

ଭୁବନେଶ୍ୱର: ଆଜି ଗୁରୁଦିବସ ଅବସରରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ। ସେ କେବଳ ବିଦ୍ୟାର୍ଥୀ ମାନଙ୍କ ଭବିଷ୍ୟତ…

କର୍ମଚାରୀଙ୍କ ଆର୍ଥିକ ସୁରକ୍ଷା ବୃଦ୍ଧି ପାଇଁ ପୂର୍ବତଟ ରେଳପଥ ଓ ଏସବିଆଇ ମଧ୍ୟରେ ଏମଓୟୁ ସ୍ୱାକ୍ଷର

ଭୁବନେଶ୍ବର: ରେଳ କର୍ମଚାରୀମାନଙ୍କ ଆର୍ଥିକ ନିରାପତ୍ତାକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ଏନେଇ ପୂର୍ବତଟ ରେଳପଥ ଏବଂ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛି । ଏହି ଚୁକ୍ତିନାମା…

‘ୱାକଫ ବିଲ କୁ ବିଜେଡି ବିରୋଧ କରିବ’

ଭୁବନେଶ୍ୱର: ଏ ଦେଶ ଆମର ଏ ମାଟି ଆମର ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି । ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ…