Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ଖୁସି ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି। ସେ ଏହି ପୋଷ୍ଟରେ ଲେଖିଛନ୍ତି, ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ…

ମଣିପାଲ ହସ୍ପିଟାଲରେ ସାତ ଦିନ ଶିଶୁର ବିରଳ ହୃଦ୍ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର: ମଣିପାଲ୍ ହସ୍ପିଟାଲ୍‌ରେ ସାତ ଦିନର ଶିଶୁର ଏକ ବିରଳ ଓ ଜଟିଳ ହୃଦରୋଗ ଜନିତ ଚିକିତ୍ସା ସଫଳତାର ସହ ସମ୍ପନ୍ନ ହୋଇଛି । ମଣିପାଲ୍ ହସ୍ପିଟାଲରେ ବିରଳ ହାଇପୋପ୍ଲାଷ୍ଟିକ୍ ରାଇଟ୍ ହାର୍ଟ ସିଣ୍ଡ୍ରୋମ (HRHS)ର ପୀଡ଼ିତ ସାତ ଦିନର ଶିଶୁର ସଫଳତାର ସହିତ ଚିକିତ୍ସା କରିଛି। ଯାହା ଏକ…

ଆଗାମୀ ୫ ଦିନ ମଧ୍ୟରେ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ବର୍ଷା । ଏବେ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଖୁବଶୀଘ୍ର ପାଗରେ ହେବାକୁ ଯାଉଛି ଏକ ପରିବର୍ତ୍ତନ । ତେବେ ଆଜିଠୁ ବଢିପାରେ ବର୍ଷା। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର…

ସ୍କୁଲରେ ପଢାଇବେ ଅତିଥି ଶିକ୍ଷକ, ୪ ହଜାରରୁ ଉର୍ଦ୍ଧ୍ବ ଅବସରପ୍ରାପ୍ତ ଶିକ୍ଷକ ହେବେ ନିଯୁକ୍ତି

ଭୁବନେଶ୍ୱର: ସ୍କୁଲରେ ପଢାଇବେ ଅତିଥି ଶିକ୍ଷକ। ଏବେଠାରୁ ସ୍କୁଲ ଶିକ୍ଷାକୁ ଦିଆଯିବ ଅଧିକ ଗୁରୁତ୍ୱ। ଶ୍ରେଣୀ ଗୃହରେ ଯେପରି ଶିକ୍ଷକ ଅଭାବରୁ ପାଠପଢାରେ କୌଣସି ଅସୁବିଧା ନହୁଏ, ସେଥିପ୍ରତି ଧ୍ୟାନ ଦିଆଯିବ। ଏଥିପାଇଁ ସ୍କୁଲରେ ନିଯୁକ୍ତ ହେବେ ଅତିଥି ଶିକ୍ଷକ। ଏଥିଲାଗି ୪ ହଜାରରୁ ଉର୍ଦ୍ଧ୍ବ…

ଆସିଲା ପ୍ରଥମ ପର୍ଯ୍ୟାୟ +୩ ମେରିଟ୍ ଲିଷ୍ଟ, ଜାଣନ୍ତୁ କେଉଁ କଲେଜରେ କ’ଣ ରହିଛି କଟଅଫ୍

ଭୁବନେଶ୍ଵର: ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା । ଯୁକ୍ତ ୩ ସ୍ବୟ˚ଶାସିତ କଲେଜ, ସେଲ୍ଫ ଫାଇନାନ୍ସିଂ ଏବଂ ସଂସ୍କୃତ କଲେଜରେ ନାମଲେଖ ପାଇଁ ବାହାରିଲା କଟଅଫ୍ ମାର୍କ । ବିଧିବଦ୍ଧଭାବେ ଉଚ୍ଚଶିକ୍ଷା ବିଭାଗର ୱେବସାଇଟରେ ପ୍ରକାଶ ପାଇଲା ତାଲିକା । ପ୍ରଥମ ପର୍ଯ୍ୟାୟ କଟଅଫ୍…

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡିଦେଲେ ପୂର୍ବତନ ବିଧାୟକ

ଭୁବନେଶ୍ଵର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେଲେ ବିଜେଡି ନେତା ତଥା ପୂର୍ବତନ ବାଲିକୁଦା ଏରସମା ବିଧାୟକ ରଘୁନନ୍ଦନ ଦାସ । ଏନେଇ କ୍ୟାପିଟାଲ ଥାନାରେ ଏତଲା ଦେଲେ ଉକ୍ତ ମହିଳା ସାମ୍ବାଦିକ । ଖବର ସଂଗ୍ରହ ପାଇଁ ରଘୁନନ୍ଦନଙ୍କ କ୍ବାର୍ଟର୍ସକୁ ଯାଇଥିଲେ ସାମ୍ବାଦିକା । ସେଠାରେ…

ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା: ବିଏମସି କମିଶନରଙ୍କୁ ନୋଟିସ ଜାରି କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

ଭୁବନେଶ୍ଵର: ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ସାଜ୍ୟ ସରକାର । ତୁରନ୍ତ ମୁକୁଳା ଡ୍ରେନ୍‌ ଉପରେ ସ୍ଲାବ ପକାଇବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ସ୍ଲାବ୍ ପକେଇବା ସହ ଡ୍ରେନ୍‌ କଡ଼ରେ…

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା; ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି

ଭୁବନେଶ୍ୱର: ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି । ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ । ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା ବୈଠକରେ ଏଭଳି କହିଛନ୍ତି ମନ୍ତ୍ରୀ କୁଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ଟ୍ରିପଲ ସିଟି ହେବା…

ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍‍ ୱାର୍କ ଉପରେ ବିଭାଗୀୟ ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବାପାଇଁ ଅଧିକାରୀମାନେ ‘ଟିମ୍‍ ୱାର୍କ’ କରିବାକୁ କହିଛନ୍ତି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ଲୋକସଭା ଭବନର କନଭେନସନ ହଲରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା ନେଇ ପୌର…

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହା ସହ ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି…