Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

“ଏକ୍ ପେଡ୍ ମାଆ କେ ନାମ୍”: ପର୍ଯ୍ୟଟନ ଭବନରେ ଗଛ ଲଗାଇଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବେଶ ସୁରକ୍ଷାକୁ ଗୁରୁତ୍ବ ଦେଇ ଆରମ୍ଭ ହୋଇଛି “ଏକ୍ ପେଡ୍ ମାଆ କେ ନାମ୍” ଅଭିଯାନ କାର୍ଯ୍ୟକ୍ରମ । ଏହିକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଛ ଲଗାଇଛନ୍ତି । ଭୁବନେଶ୍ବର ସ୍ଥିତ ପର୍ଯ୍ୟଟନ ଭବନ ପରିସରରେ “ବଉଳ” ଗଛର ଚାରା ରୋପଣ କରି ପରିବେଶ…

କ’ଣ ଲୁଚାଇବାକୁ ପ୍ରଣବ ପ୍ରକାଶ ଦାସଙ୍କ କ୍ବାର୍ଟର୍ସ ଭଙ୍ଗା ?

ଭୁବନେଶ୍ବର: ଭଙ୍ଗା ଚାଲିଛି ଭୁବନେଶ୍ବରରେ ଥିବା ବିଜେଡି ସାଂଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ। କୁହାଯାଉଛି, ଘରେ ରହିଥିଲା ବିଳାସମୟ କୋଠା। ଏପରିକି ପ୍ରଣବ ପ୍ରକାଶ ଦାସ ଏଠାରେ ଅଣ୍ଡରଗ୍ରାଉଣ୍ଡ ଘର ବି କୁଆଡେ ତୋଳିଥିଲେ । ତେବେ ବିଜେଡି…

ପୂର୍ବ ଶତ୍ରୁତାକୁ ନେଇ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ। ଏହି ଘଟଣାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁଯାୟୀ, ତିନି ଯୁବକ ଡୁମୁଡୁମାସ୍ଥିତ ଫେଜ-୩ ହାଟରେ ପୂର୍ବ ବିବାଦକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ଅଶ୍ରାବ୍ୟ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ପ୍ରବଳ ଛେଚିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି।…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି । ଖୁବ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାହା…

ମାସକରେ ମୁକୁଳା ଡ୍ରେନ୍‌ ଉପରେ ପଡ଼ିବ ସ୍ଲାବ, ସପ୍ତାହକରେ ବାରିକେଡ କାମ ସରିବ: ବିଏମସି କମିଶନର

ଭୁବନେଶ୍ୱର: ରାଜଧାନୀରେ ଯୁଦ୍ଧକାଳୀନ ଭିତ୍ତିରେ ସରିବ ମୁକୁଳା ଡ୍ରେନ୍‌ କାମ। ମାସକରେ ମୁକୁଳା ଡ୍ରେନ୍‌ ଉପରେ ପଡ଼ିବ ସ୍ଲାବ। ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ୍‌ ରହିଛି।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ୨୬ରୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତାକାଲି ବେଳକୁ ସୃଷ୍ଟି ହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୬ରୁ ରାଜ୍ୟରେ ବଢିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା,…

ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି । ଏନେଇ ସୋମବାର ଗୃହନିର୍ମାଣ ଓ ନଗର…

ନବୀନଙ୍କ ଭିଡିଓ…ବଢିଲା ଚର୍ଚ୍ଚା

ଭୁବନେଶ୍ବର : ଦଳ ଭାଙ୍ଗିବା ଭୟ ନା ସରକାର ଭାଙ୍ଗିବା ନେଇ ଭବିଷ୍ୟବାଣୀ ? ନିକଟରେ ଆସିଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ ଭିଡିଓକୁ ନେଇ ଜୋରଦାର ଚର୍ଚ୍ଚା। ଶନିବାର ନବୀନ ନିବାସରେ କବିସୂର୍ଯ୍ୟନଗର, ତେଲକୋଇ, ବାଙ୍କୀ ନିର୍ବାଚନମଣ୍ଡଳୀର ନେତା ଓ କର୍ମୀଙ୍କୁ ଭେଟିଥିଲେ ନବୀନ ।…

ଖଣି ଲୁଟେରାଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ?

ଭୁବନେଶ୍ବର: ଜନ୍ମମାଟିରୁ ସିଧା ଜବାବ । କେନ୍ଦୁଝରରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟାର୍ଗେଟ୍ । କହିଲେ, ଖଣି ମାଫିଆଙ୍କୁ ଛାଡିବିନି । କେନ୍ଦୁଝରକୁ ଲୁଟ୍ କରାଯାଇଥିଲା । ଜିଲ୍ଲାର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସଂପୃକ୍ତ । କିଛି ଅଣଓଡିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ…