Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜଧାନୀରେ ଡେଙ୍ଗୁ ଶତକ ପାର୍

ଭୁବନେଶ୍ବର: ଚିନ୍ତା ବଢାଇଲାଣି ଡେଙ୍ଗୁ । ରାଜ୍ୟରେ ଡେଙ୍ଗୁ ୫୦୦ ପାର୍ କରି ଉପରମୁହାଁ ହୋଇଥିବା ବେଳେ ଏବେ ରାଜଧାନୀରେ ୧୦୦ ପାର୍ କଲାଣି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଏହା ମଧ୍ୟରୁ ୩ଜଣ ପଜିଟିଭ ଚିହ୍ନଟ…

୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ଵର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୨୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ ହେବ । ୮୩ଟି ପରିକ୍ଷା କେନ୍ଦ୍ରରେ ମୋଟ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ…

ଅଗଷ୍ଟରୁ କିମସରେ ହେବ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର 

ଭୁବନେଶ୍ୱର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍ସ (କିମ୍‍ସ)ରେ ଆସନ୍ତା ଅଗଷ୍ଟ ମାସରୁ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର କରାଯିବ। ସ୍ମାଇଲ୍‍ ଫାଉଣ୍ଡେସନ୍‍ ସହଯୋଗରେ କିମ୍‍ସରେ ଏହି ସେବା ଯୋଗାଇ ଦିଆଯିବାକୁ ଥିବା ବେଳେ ସମାଜର ସବୁବର୍ଗ ଏହାର ସୁବିଧା ନେଇପାରିବେ।…

ଅର୍ଡରର ୪୮ ଘଣ୍ଟାରେ ଘରେ ପହଞ୍ଚିବ ଗ୍ୟାସ୍, ନଚେତ…

ଭୁବନେଶ୍ଵର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ । ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ । ପେଟ୍ରୋଲ୍, ଡିଜେଲ୍ ଓ ଏଲ୍‌ପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ । ଖାଉଟିଙ୍କୁ ଉତ୍ତମ ସେବା ପ୍ରଦାନ ଉପରେ…

୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ଏବେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ୧୯ ବେଳକୁ ଆଉ ଗୋଟିଏ ଦାନା ବାନ୍ଧିବ। ଆଗାମୀ ୫-୭ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ତେବେ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି…

ଯୁବପିଢିଙ୍କ ଦକ୍ଷତା ଓ ପ୍ରତିଭା ଜରିଆରେ ଓଡିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାଳିତ ହୋଇଛି ରାଜ୍ୟସ୍ତରୀୟ ବିଶ୍ୱ ଯୁବ ଦକ୍ଷତା ଦିବସ। ଯୁବପିଢିଙ୍କୁ ବିଭିନ୍ନ କ୍ଷେତ୍ରରେ ଦକ୍ଷ କରିବାକୁ ଚାଲିଛି ଯୋଜନା। ଏହି ଅବସରରେ ଯୋଗଦେଇ ପ୍ରଥମ କୌଶଳ ଭବନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାକୁ ଦକ୍ଷ ମାନବ…

ବିବାଦୀୟ ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଜୀବିକା ପ୍ରତି ବିପଦ ସୃଷ୍ଟି କରୁଥିବା ପ୍ରକଳ୍ପକୁ କରାଯିବ…

ଭୁବନେଶ୍ବର: ଆନ୍ତଃ ରାଜ୍ୟ ବିବାଦ ସମ୍ବନ୍ଧୀୟ ଜଳସେଚନ ପ୍ରକଳ୍ପ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଓଡିଶାର ସ୍ବାର୍ଥ ବିରୋଧୀ ତଥା ଓଡିଶାବାସୀଙ୍କ ଜୀବିକା ପ୍ରତି ବିପଦ ସୃଷ୍ଟି କରୁଥିବା ପ୍ରକଳ୍ପ ଗୁଡିକୁ ଜୋରଦାର ବିରୋଧ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର

ଭୁବନେଶ୍ଵର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ନିଲମ୍ବନ ଉଠିବା ପରେ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ…

ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ

ଭୁବନେଶ୍ଵର: ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ । ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୮ ବ୍ୟାଚ ଆଇପିଏସ ରବି କାନ୍ତ…