Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

‘ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ କରୁଛି କଂଗ୍ରେସ’

ଭୁବନେଶ୍ୱର: ଇଡି ଅଫିସ୍ ଆଗରେ ଟେଣ୍ଟ ପକାଇ, ଫଟୋ ଉଠାଇ କଂଗ୍ରେସର ନେତାମାନେ ‘ପଲିଟିକାଲ ଷ୍ଟଣ୍ଟ’ କରୁଛନ୍ତି । ପ୍ରତ୍ୟେକ ପଲଟିକାଲ ପାର୍ଟିର ପଲିଟିକାଲ ଫିଲୋସଫି ଓ ଲୋକଙ୍କ ପାଇଁ କମିଟମେଣ୍ଟ ଥାଏ, ଯାହା କଂଗ୍ରେସ ପାଖରେ ନାହିଁ । କଂଗ୍ରେସ ଦଳର ରାଜନୈତିକ କାର୍ଯ୍ୟକ୍ରମ ଲୋକଙ୍କ ସ୍ୱାର୍ଥ…

ସିମ୍ ବକ୍ସ ମାମଲା: ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ଅପରେଟ କରୁଥିଲା ଆସାଦୁର୍‌ ଜମାନ

ଭୁବନେଶ୍ୱର : ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ସିମ ବକ୍ସ ଅପରେଟ କରୁଥିଲା ମୁଖ୍ୟ ଅଭିଯୁକ୍ତ ଆସାଦୁର୍‌ ଜମାନ l ଢାକାରେ ଆସାଦୁର ଏକ ସଫ୍ଟଓୟାର କଂପାନୀ ଚଳାଇଥିଲା l ନିଜେ ପ୍ରତିଷ୍ଠା କରିବା ସହ ପରିଚାଳନା କରୁଥିଲା ଆସାଦୁର ଜମାନ ବୋଲି ସୂଚନା ଦେଇଛନ୍ତି କମିଶନର ସଂଜୀବ ପଣ୍ଡା l ତେବେ…

ଲକ୍ଷ୍ମୀ ବସ୍ ଯୋଜନାରେ ୩୭୪ କୋଟିର କ୍ଷତି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ। ବିଧାନସଭା ବଜେଟ ଅଧିବେଶର ତୃତୀୟ ଦିନରେ ବିରୋଧୀଙ୍କ ହୋହାଲ୍ଲା ଭିତରେ ଆଜି ମଧ୍ୟ ଗୃହକୁ ଅପରାହ୍ନ ୪ଟା ଯାଏ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ହୋହାଲ୍ଲା ଭିତରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି…

ଦୁଇ ଦିନ ଭିତରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦୁଇ ଦିନ ଭିତରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ୨୪ ତାରିଖରୁ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ…

୧୮ ଆଇଏଏସ୍ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ, ସତ୍ୟବ୍ରତ ସାହୁଙ୍କୁ ମିଳିଲା ଗୃହ ବିଭାଗର…

ଚିକିଟି ମଦ ଘଟଣା; ‘ସଂପୃକ୍ତଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଚିକିଟି ଠାରେ ହୋଇଥିବା ମଦ ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବେଆଇନ ମଦ କାରବାର ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏହାସହ ବେଆଇନ ତଥା…

ଚିକିଟି ମଦ ମୃତ୍ୟୁ ପରେ ତତ୍ପର ହେଲା ରାଜ୍ୟ ଅବକାରୀ ବିଭାଗ

ଭୁବନେଶ୍ଵର: ଚିକିଟି ମଦ ମୃତ୍ୟୁ ମାମଲାରେ ତତ୍ପର ହେଲା ରାଜ୍ୟ ଅବକାରୀ ବିଭାଗ । ବେଆଇନ ମଦ କାରବାର ନେଇ ୭ଦିନ ରେଡ୍‌ କରିବ ଅବକାରୀ ଟିମ୍‌ । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ଅବକାରୀ କମିଶନରଙ୍କ ସୂଚନା ଅନୁସାରେ, ଏହି ରେଡ୍ ୭ ଦିନ ଧରି ହେବ ।…

ଓଡ଼ିଶାରେ ୬ ଗୋଟି ନୂଆ ରେଳ ଲାଇନ ପ୍ରକଳ୍ପର ମଞ୍ଜୁରୀ ନେଇ ରାଷ୍ଟ୍ରପତିଙ୍କୁ ସୂଚନା ଦେଲେ ରେଳମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ରାଜ୍ୟରେ ୬ ଗୋଟି ନୂତନ ରେଳ ଲାଇନ ପ୍ରକଳ୍ପର ମଞ୍ଜୁରୀ ସମ୍ପର୍କରେ ଅବଗତ କରାଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅର୍ଥନୈତିକ…

ଜାଣନ୍ତୁ ଚଳିତ ବର୍ଷ କେବେ ପଡୁଛି ଗଣେଶ ପୂଜା; ପୌରାଣିକ କଥା, ପୂଜା କରିବାର ଶୁଭ ମୂହୂର୍ତ୍ତ…

ଭୁବନେଶ୍ବର: ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଅଗ୍ରପୂଜ୍ୟ ବିଘ୍ନ ବିନାଶକ ଶ୍ରୀ ଗଣେଶ ମହାପ୍ରଭୁଙ୍କ ଉତ୍ସବ ପାଳନ କରାଯାଇଥାଏ । ଗଣେଶ ଭଗବାନ ବୁଦ୍ଧି ଓ ବିଦ୍ୟାର ଦେବତା ବୋଲି ମଧ୍ୟ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା…

ରାଜ୍ୟସଭା ରେସରେ ‘ଜଗନ୍ନାଥ’ ଟୁଇଷ୍ଟ

ଭୁବନେଶ୍ବର: ବିଜେପିର ରାଜ୍ୟସଭା କନଫ୍ୟୁଜନ ! ରାଜ୍ୟସଭା ପାଇଁ କାହାକୁ ସମର୍ଥନ କରିବେ ବିଜେପି ବିଧାୟକ? ଦଳ ପକ୍ଷରୁ ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତ ନାମାଙ୍କନ ଭରିଛନ୍ତି ତ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ମମତାଙ୍କ ନାଁ ମଙ୍ଗଳବାର ଘୋଷଣା…