Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୧ କୋଟି ୪ ହଜାର ପାର କଲା ବୃକ୍ଷରୋପଣ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ । ଏହି ଅବସରରେ ଏକାମ୍ର କଲେଜ ପରିସରରେ ଗଛ ଲଗାଇ 'ଏକ୍‌ ପେ ମାକେ ନାମ୍‌' କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବେ ବୋଲି ଲକ୍ଷ୍ୟ ରଖିଥିଲେ…

ଡିଜେ ଗାଡ଼ି ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର…

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ: ଓଡ଼ିଶାରେ ଗୋଟିଏ ଦିନରେ ରୋପିତ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର: ସେପ୍ଟେମ୍ବର ୧୭ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିବସ । ଏହି ଅବସରରେ “ଏକ ପେଡ୍ ମା କେ ନାମ" ଦ୍ୱିତୀୟ ସଂସ୍କରଣ ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୧.୫ କୋଟି ଚାରା ରୋପଣ କରାଯିବ । ଏହି ପ୍ରରିପେକ୍ଷିରେ ଓଡିଶା ସରକାର ରାଜ୍ୟର କୋଣ ଅନୁକୋଣରେ ଏକକାଳୀନ…

ଅବକାରୀ ବିଭାଗର ସ୍ୱତନ୍ତ୍ର ଅଭିଯାନ; ୧୫ ଦିନରେ ୧.୪୦ କୋଟି ମୂଲ୍ୟର ବେଆଇନ ସାମଗ୍ରୀ ଜବତ; ୧୧୭ ଗିରଫ

ଭୁବନେଶ୍ୱର: ଅବକାରୀ ବିଭାଗର ଏନଫୋର୍ସମେଣ୍ଟ ସ୍ପେସିଆଲ ଡ୍ରାଇଭ ଅଧୀନରେ ୧୫ ଦିନରେ ମଧ୍ୟ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରାଯାଇଛି I ଯେଉଁଥିରେ ୧.୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବେଆଇନ ସାମଗ୍ରୀ ଜବତ କରାଯାଇଛି । ରାଜ୍ୟବ୍ୟାପୀ ଚାଲିଥିବା ଅଭିଯାନରେ ୨୧୬ଟି ମାମଲା ରୁଜୁ ସହ ବେଆଇନ ମଦ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ; ବେଗୁନିଆ-ବୋଲଗଡ ଅଞ୍ଚଳକୁ…

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ସମୟରେ ସେ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଶ୍ରୀମତୀ ଷଡ଼ଙ୍ଗୀ, ଟାଙ୍ଗି ଅଞ୍ଚଳକୁ…

ଦୁଷ୍କର୍ମର ମଣିପୁର ଓଡିଶା: କଂଗ୍ରେସ

ଭୁବନେଶ୍ୱର: ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ । ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ କଂଗ୍ରେସ ମୁଖପାତ୍ର ସୋନାଲି ସାହୁ ସିଧାସଳଖ ଉପମୁଖ୍ୟମନ୍ତ୍ରୀ ଏବଂ ପର୍ଯ୍ୟଟନ…

ବାଲିହରଚଣ୍ଡୀ ଗଣଦୁଷ୍କର୍ମ ଘଟଣା: କାଲି ସବୁ ଜିଲ୍ଲାର ଏସ୍ପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବ ମହିଳା ବିଜେଡି

ଭୁବନେଶ୍ୱର: ବ୍ରହ୍ମଗିରିର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ପ୍ରେମିକକୁ ଗଛରେ ବାନ୍ଧି ତା ସମ୍ମୁଖରେ ପ୍ରେମିକାକୁ ଗଣଦୁଷ୍କର୍ମ ଘଟଣା । ଏନେଇ ବିଜୁ ଜନତା ଦଳ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର…

୯୧୩ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର: ରାଜ୍ୟରେ ଉଦଘାଟନ ହେଲା ନବନିର୍ମିତ ୯୧୩ଟି ଅଙ୍ଗନବାଡ଼ି କେନ୍ଦ୍ର । ସମସ୍ତ କେନ୍ଦ୍ରକୁ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଡବ୍ଲୁସିଡିର ସମ୍ମିଳନୀ କକ୍ଷଠାରେ ଆଭାସୀ ମାଧ୍ୟମରେ ଏହାକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ । ଏଥିମଧ୍ୟରେ ରହିଛି ଅନୁଗୁଳର…

ଆସନ୍ତାକାଲିଠୁ ଅନର୍ଦ୍ଧିଷ୍ଟ କାଳ ଯାଏଁ ଝାଡୁ ବନ୍ଦ ଆନ୍ଦୋଳନ କରିବ ସଫେଇ ସଂଘ

ଭୁବନେଶ୍ୱର: ଦରମା ବୃଦ୍ଧି ଓ ବୋନସ ଦାବିରେ ଝାଡୁ଼ ବନ୍ଦ ଆନ୍ଦୋଳନ କରିବ ରାଜଧାନୀର ସଫେଇ ମଜଦୁର ସଂଘ । ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ଅନର୍ଦ୍ଧିଷ୍ଟ କାଳ ଯାଏ ଝାଡୁ଼ ବନ୍ଦ ଆନ୍ଦୋଳନ ଚାଲିବ । ପ୍ରାୟ ୫ ହଜାର ସଫେଇ କର୍ମଚାରୀ ଏହି ନିଷ୍ପତ୍ତି ନେଇଛନ୍ତି । ଧାରଣାରେ ବସିବେ ସଫେଇ…

ମଦ ପିଇ ଗାଡ଼ି ଚଳାଇ ଦୁର୍ଘଟଣା ଜନିତ ମୃତ୍ୟୁରେ ଓଡ଼ିଶା ଦ୍ୱିତୀୟ, ଫୋନରେ ଗପି ଗାଡ଼ି ଚଳାଇ ମରିବାରେ..

ଭୁବନେଶ୍ୱର: ମଦ ନେଉଛି ବହୁ ନୂଲ୍ୟ ଜୀବନ । ତେବେ ମଦ କାରଣରୁ ଓଡିଶାରେ ମୃତ୍ୟୁ ସଂଖ୍ୟା ବହୁ ମାତ୍ରାରେ ବୃଦ୍ଧି ପାଇଛି । ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ (ଏମ୍‌ଓଆରଟିଏଚ୍‌) ଦ୍ୱାରା ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛିଯେ, ଦେଶରେ ମଦ ପିଇ ଗାଡ଼ି ଚଳାଇ ଦୁର୍ଘଟଣା ଜନିତ ମୃତ୍ୟୁରେ…