Latest Odisha News
Browsing Category

ଭୁବନେଶ୍ୱର

Bhubaneswar

Odisha Weather: ୧୨ ଜିଲ୍ଲାକୁ ଘନ କୁହୁଡି ସତର୍କତା, ଆସନ୍ତା ୩ ଦିନ ରାତି ତାପମାତ୍ରା ୨ରୁ ୪ ଡିଗ୍ରି ଖସିବା…

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି । ଏହା ସାଙ୍ଗକୁ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ସକାଳ ୧୦ଟା ପର୍ଯ୍ୟନ୍ତ ଦୃଶ୍ୟମାନ କମ୍‌ ହେଉଥିବାରୁ ରାସ୍ତାରେ ଯାତାୟତ କରିବା ଅସୁବିଧା ହୋଇପଡିଛି । ତେବେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ…

“ବନ୍ଦେ ମାତରମ୍” ଗାଇବା ସହ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରିବେ…

ଭୁବନେଶ୍ୱର: "ବନ୍ଦେ ମାତରମ୍‌ର"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ଛାତ୍ରଛାତ୍ରୀମାନେ ସାମୂହିକ ଭାବେ "ବନ୍ଦେ ମାତରମ୍" ଗାନ କରିବେ । ଏଥିସହ ସମସ୍ତ…

Ama Bus: ଏବେଠୁ ନିୟମିତ ତାଲିମ ନେବେ ଆମ-ବସ୍ ଚାଳକ, ସ୍ବତନ୍ତ୍ର ସ୍କ୍ବାର୍ଡ଼ ଗଠନ ପାଇଁ ନିର୍ଦେଶ .

ଭୁବନେଶ୍ବର: ବାରମ୍ବାର ରାଜଧାନୀରେ ଘଟୁଛି ସମାନ ଘଟଣା । ସରକାର ଲୋକଙ୍କ ସେବା ପାଇଁ ଚଲାଉଥିବା ଆମ ବସ୍ ସେବା କମ୍ ଜୀବନ ଅଧିକ ନେଲାଣି । ଯେତେ ପ୍ରଚାର ପ୍ରସାର ପରେ ବି ସୁଧୁରୁନାହାନ୍ତି ବସ ଚାଳକ । ମନଇଚ୍ଛା ବସ୍ ଚଲାଇବା ଫଳରେ ଗଲାଣି କେତେ ନିରୀହଙ୍କ ଜୀବନ ।  ଏତେ ସବୁ ପରେ ସରକାରଙ୍କ…

Odisha Weather Update: ଆହୁରି ୨ ଦିନ ଘନକୁହୁଡ଼ି ଜାରି ରହିବ; ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତ ସାମନ୍ୟ କମିଥିବା ବେଳେ କଲବଲ କରୁଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦିଶୁନି । ଆହୁରି ୨ ଦିନ ଘନକୁହୁଡ଼ି ପ୍ରଭାବ ଜାରି ରହିବ ବୋଲି ସୂଚନା ରହିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ନୟାଗଡ଼ ଓ ପାରାଦୀପରେ ଅତି ଘନକୁହୁଡ଼ି…

ଆମ ବସ୍ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ଭୁବନେଶ୍ୱର ରୂପାଲି ଛକ ନିକଟରେ ଆମ ବସ ଓ ଅଟୋ ମଧ୍ୟରେ ଧକା ହେବ ଫଳରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

odisha politics: ମୋକିମଙ୍କ ଆଞ୍ଚଳିକ ଦଳ ହେଲେ ପୁରୁଣା ଦଳ କିଏ ଛାଡ଼ିବେ,୩ ଦଳରେ ସନ୍ଦେହର ବାତାବରଣ

ଭୁବନେଶ୍ବର: -ଗୋଟିଏ ପୋଷ୍ଟର ଦୋହଲାଇ ଦେଲା କଂଗ୍ରେସ ଦଳକୁ -ବର୍ଷ ଆରମ୍ଭରୁ କଂଗ୍ରେସକୁ ଝଟକା -କଂଗ୍ରେସକୁ ଜବାବ ଦେଲେ ବାପା-ଝିଅ! -ବାପାଙ୍କୁ ଅପମାନର ପ୍ରତିଶୋଧ ନେବେ ସୋଫିଆ…  ଉଠୁଛି ପଡ଼ୁଛି କଂଗ୍ରେସ ଦଳ ନୂଆବର୍ଷ ଆରମ୍ଭରୁ ଓଡ଼ିଶା ରାଜନୀତିରେ ହଲଚଲ ଆରମ୍ଭ ହୋଇଛି । ଗତ କିଛି…

Path Festival: ଭୁବନେଶ୍ବରରେ ଆରମ୍ଭ ହେଲା ପଥ ଉତ୍ସବ, ଶୀତୁଆ ସକାଳର ମଜା ନେଲେ ଲୋକେ

ଭୁବନେଶ୍ବର: ଶୀତୁଆ ସକାଳରେ ଆରମ୍ଭ ହୋଇଛି ପଥ ଉତ୍ସବ । ଆଜି ସକାଳ ୬ଟାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପଥ ଉତ୍ସବ ଆରମ୍ଭ ହୋଇଛି । ମାଷ୍ଟର୍‌ କ୍ୟାଣ୍ଟିନ ଛକ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ରାସ୍ତା ଉପରେ ନାଚଗୀତ ହେଉଛି । ଓଡ଼ିଶୀ ଓ ମଡନ୍ ଡ୍ୟାନ୍ସରେ ମତୁଆଲା ଦର୍ଶକ । ରଙ୍ଗୋଲିରେ…

ରାଜଧାନୀରେ ନୂତନ ସହର ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପ୍ରକଳ୍ପର ସମୀକ୍ଷା କରିଛନ୍ତି ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ । ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ସେବା କ୍ଷେତ୍ରର ଖସଡାକୁ ଅନ୍ତିମ ରୂପ ଦେବା ଉଦ୍ଦେଶ୍ୟରେ…

୩୧ ଡିସେମ୍ବର ସୁଦ୍ଧା ୨୪.୮୮ ମିଲିଅନ୍ ଟନରେ ପହଞ୍ଚିଲା ଲୌହ ଧାତୁ ଉତ୍ପାଦନ

ଭୁବନେଶ୍ୱର: ଓଡ଼ିଶା ଖଣି ନିଗମ (ଓଏମସି) ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ମଧ୍ୟରେ ଖଣିଜ ଉତ୍ପାଦନରେ ଉଲ୍ଲେଖନୀୟ ବୃଦ୍ଧି କରିଛି । ୩୧ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଲୁହା ପଥର ଉତ୍ପାଦନ ୨୪.୮୮ ମିଲିଅନ୍ ଟନ୍ (MT)ରେ ପହଞ୍ଚିଛି, ଯାହା ପୂର୍ବ ଆର୍ଥିକ ବର୍ଷ ବା ୨୦୨୪-୨୫ ବର୍ଷର ଡିସେମ୍ବର ମାସ…

ପ୍ରତି ଏନଏସିକୁ ପରିମଳ ଓ ଆଲୋକୀକରଣ କାର୍ଯ୍ୟ ପାଇଁ ଦେଢ଼କୋଟି ଟଙ୍କା ଲେଖାଏଁ ଅର୍ଥରାଶି ମଞ୍ଜୁର…

ଭୁବନେଶ୍ୱର: ଓଡ଼ିଶାର ସହରଗୁଡିକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ୩୧ ଡିସେମ୍ବର ୨୦୨୫ରେ ନୂଆ ୪ଟି ଏନ୍‌ଏସିକୁ ମିଶାଇ ସମୁଦାୟ ୨୮ଟି ଏନ୍‌ଏସି ମାନ୍ୟତା ପାଇଛି । ଏହି ସବୁ ଏନ୍‌ଏସିରେ ନୂତନ କାର୍ଯ୍ୟାଳୟ ସ୍ଥାପନ ପାଇଁ ଗୃହନିର୍ମାଣ ଓ ନଗର…